ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ସାମାଜିକ

କଟକରେ ଛାପ ଛାଡ଼ିଲେ ନବୀନ

ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀକ୍ୟାଣ୍ଟନମେଣ୍ଟ ରୋଡରେ ଗୋପବନ୍ଧୁଙ୍କ ଷ୍ଟାଚ୍ୟୁ ଅଫ ହ୍ୟୁମାନିଟି,ବେଲ ଭ୍ୟୁ ଛକରେ ମହାତ୍ମା ଗାନ୍ଧୀଙ୍କ ମ୍ୟୁରାଲ ପ୍ରତିମୂର୍ତ୍ତି ଉନ୍ମୋଚିତମହାତ୍ମାଗାନ୍ଧୀ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଦୃଢ ସମର୍ଥକ ଥିଲେ:
Read More...

ଏବେ ଘର ପାଖେ ସବୁ ସୁବିଧା

ଲୋକାର୍ପିତ ହେଲା ୩୦୦୦ ମୋ ସେବା କେନ୍ଦ୍ର ଓ ଓଡ଼ିଶା ଅନ୍ ଲାଇନ୍ ପୋର୍ଟାଲଘରପାଖରେ ଲୋକଙ୍କୁ ସେବା ଯୋଗାଇବା ପାଇଁ ଯୁଗାନ୍ତକାରୀ ପଦକ୍ଷେପ ସେବା ଓ ସମ୍ମାନ ସରକାରଙ୍କର ମୁଳମନ୍ତ୍ର, ସବୁ ପଞ୍ଚାୟତରେ ଖୋଲିବ ମୋ ସେବା କେନ୍ଦ୍ର୮୦୦୦ ଯୁବକ ଯୁବତୀଙ୍କପାଇଁ ଆତ୍ମ ନିଯୁକ୍ତି ସୁଯୋଗ:
Read More...

ଦେଶର ବିକାଶ ନକ୍ସାରେ ଓଡ଼ିଶାର ସ୍ଥାନ ସୁଦୃଢ: ନବୀନ

ଭୁବନେଶ୍ବର: ଏକ ସମୃଦ୍ଧ, ସଶକ୍ତ ଓ ସ୍ବଭିମାନୀ ଓଡିଶା ନିର୍ମାଣ ପାଇଁ ଆମେ ଦୃଢ ପ୍ରତିବଦ୍ଧତାର ସହ ଆଗକୁ ବଢୁଛୁ । କଠିନ ପରିଶ୍ରମ, ଗଭୀର ନିଷ୍ଠା ଓ ସମସ୍ତଙ୍କ ସହଯୋଗ ହିଁ ଆମକୁ ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇ ପାରିବ । ଏକ ନୂଆ ଓଡିଶା ଗଠନ ଦିଗରେ ଆମର ଉଦ୍ୟମ ଚାଲିଛି। ପବିତ୍ର ସାଧାରଣତନ୍ତ୍ର
Read More...

ଶିଶୁ ଓ ମହିଳାଙ୍କ ପାଇଁ ଖୋାଲିବ ସ୍ବତନ୍ତ୍ର ଶାଖା

ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁର ପ୍ରଦାନ ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା
Read More...

ଆରମ୍ଭ ହେବ ସମଲେଶ୍ବରୀ ମନ୍ଦିରର ବିକାଶ କାର୍ଯ୍ୟ

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମା ସମଲେଶ୍ବରୀଙ୍କ ମନ୍ଦିର
Read More...

ନେତାଜୀଙ୍କ ନାମରେ ହେବ ବସ୍ ଟର୍ମିନାଲ

କଟକ ଖାନନଗରରେ ୧୨ ଏକର ଜମିରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ନେତାଜୀଙ୍କ ନାମରେ ନାମିତ ହେବ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ, ବ୍ୟୟ ହେବ ୬୫ କୋଟି କଟକ ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ୍‌
Read More...

ଓଡିଶାକୁ ମିଳିଲା ଆଉ ଦୁଇଟି ଜାତୀୟ ପୁରସ୍କାର

ଜାଗାମିଶନ ଓ ପାଇପ୍‍ ଯୋଗେ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡିଶା ସରକାର ଦୁଇଟି ଜାତୀୟ ପୁରସ୍କାର ପାଇଛନ୍ତି । ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡିଶା ସ୍ଥାନ ପାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ର ଗୃହ ନିର୍ମାଣ ବ୍ୟାପାର ମନ୍ତ୍ରୀ
Read More...

ଜାତୀୟ ଐତିହ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବଦ୍ଧପରିକର ପ୍ରଧାନମନ୍ତ୍ରୀ

ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀଖୁବ ଶୀଘ୍ର ବିନ୍ଦୁ ସାଗରର ପବିତ୍ର ଜଳ ହେବ ସ୍ୱଚ୍ଛ ଓ ନିର୍ମଳ ପବିତ୍ର ଜଳ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀର ପବିତ୍ରତାର ପ୍ରତୀକ ହେବଆଇସିଟି-ଆଇଓସି, ଓବିସିସିର ମିଳିତ ଉଦ୍ୟମରେ ୭୦ ଲକ୍ଷ ବ୍ୟୟରେ ଲାଗିଛି ବିଶେଷ
Read More...