ପ୍ରମୁଖ ଖବର

ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ
ପଶ୍ଚିମବଙ୍ଗର ୭ ଅଧିକାରୀଙ୍କୁ ନିଲମ୍ବିତ କଲେ ନିର୍ବାଚନ କମିଶନ
ପଞ୍ଚଭୂତରେ ଲୀନ ହେଲେ ଗୀତା ପଟ୍ଟନାୟକ
କାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ
ଦେଶର ପ୍ରଥମ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ
Browsing Category

ସାମାଜିକ

ନେତାଜୀଙ୍କ ନାମରେ ହେବ ବସ୍ ଟର୍ମିନାଲ

କଟକ ଖାନନଗରରେ ୧୨ ଏକର ଜମିରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ନେତାଜୀଙ୍କ ନାମରେ ନାମିତ ହେବ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ, ବ୍ୟୟ ହେବ ୬୫ କୋଟି କଟକ ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ୍‌
Read More...

ଓଡିଶାକୁ ମିଳିଲା ଆଉ ଦୁଇଟି ଜାତୀୟ ପୁରସ୍କାର

ଜାଗାମିଶନ ଓ ପାଇପ୍‍ ଯୋଗେ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡିଶା ସରକାର ଦୁଇଟି ଜାତୀୟ ପୁରସ୍କାର ପାଇଛନ୍ତି । ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡିଶା ସ୍ଥାନ ପାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ର ଗୃହ ନିର୍ମାଣ ବ୍ୟାପାର ମନ୍ତ୍ରୀ
Read More...

ଜାତୀୟ ଐତିହ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବଦ୍ଧପରିକର ପ୍ରଧାନମନ୍ତ୍ରୀ

ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀଖୁବ ଶୀଘ୍ର ବିନ୍ଦୁ ସାଗରର ପବିତ୍ର ଜଳ ହେବ ସ୍ୱଚ୍ଛ ଓ ନିର୍ମଳ ପବିତ୍ର ଜଳ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀର ପବିତ୍ରତାର ପ୍ରତୀକ ହେବଆଇସିଟି-ଆଇଓସି, ଓବିସିସିର ମିଳିତ ଉଦ୍ୟମରେ ୭୦ ଲକ୍ଷ ବ୍ୟୟରେ ଲାଗିଛି ବିଶେଷ
Read More...

ଲକ୍ଷ ଲକ୍ଷ କିଲୋମିଟର ଡେଇଁ ଓଡ଼ିଶା ଆସିଲେ

ଏଥର ଚିଲିକାକୁ ଆସିଛନ୍ତି ପୂର୍ବବର୍ଷ ତୁଳନାରେ ଅଧିକ ପ୍ରଜାତିର ପକ୍ଷୀଗତବର୍ଷ ତୁଳନାରେ ଅଧିକ ସଂଖ୍ୟକ ପକ୍ଷୀ ଆସିଥିବା ଗଣତିରୁ ଜଣାପଡ଼ିଲା ଭୁବନେଶ୍ବର: ୬ଟି ପ୍ରଜାତିର ନୂଆ ପକ୍ଷୀ ଆସିଛନ୍ତି ଚିଲିକା। କେବଳ ସେତିକି ନୁହେଁ, ଗତବର୍ଷ ଠାରୁ ଅଧିକ ପକ୍ଷୀ ବି ଆସିଛନ୍ତି। ଚିଲିକା
Read More...

ପୁରୀ ପାଇଁ ବଡ଼ ସ୍ବପ୍ନ ରଖିଲେ ନବୀନ

ପୁରୀରେ ଅନ୍ତର୍ଜାତିକ ବିମାନବନ୍ଦର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିିଲେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ନାମରେ ଏହାକୁ ନାମକରଣ ପାଇଁ ବି ପ୍ରସ୍ତାବଜମି ଚିହ୍ନଟ କରିସାରିଛନ୍ତି ସରକାର, ରେକର୍ଡ ସମୟରେ ସାରିବାକୁ ଲକ୍ଷ୍ୟ ରହିଛିପୁରୀକୁ ବିଶ୍ବ ଐତିହ୍ୟ ସହରର ମାନ୍ୟତା
Read More...

ଶ୍ରମ ବିଭାଗ ଆଣିଲା ‘ପରିଶ୍ରମ’ ପୋର୍ଟାଲ

ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ ସବୁ ଶ୍ରମ ଆଇନ ଓ ୨୨ ପ୍ରକାର ସେବା ଅନ୍‌ଲାଇନ୍‌ରେ ଉପଲବ୍‌ଧ ହେଲା ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶ
Read More...

କୁହୁଡି ଆସ୍ତରଣରେ ଅଧା ଓଡ଼ିଶା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି ଘନ କୁହୁଡି ଦେଖିବାକୁ ମିଳିଛି। ଅଧା ଓଡ଼ିଶାରେ ଏଭଳି ଚିତ୍ର ରହିଛି। ବିଶେଷକରି ପାରାଦୀପ, କଟକ, ଚାନ୍ଦବାଲି ଅଞ୍ଚଳରେ ମୁହଁକୁ ମୁହଁ ଦେଖାଯାଇନାହିଁ। ପାଣିପାଗ ବିଭାଗର ସୂଚନା ଅନୁସାରେ, ଚାନ୍ଦବାଲିରେ ଅତି ଘନକୁହୁଡି ପରିଲକ୍ଷିତ ହୋଇଛି।
Read More...

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍‌ଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍‌ ଚଳାଚଳ କରିଥାଏ । ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍‌ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଅକ ଅତ୍ୟାଧୁନିକ ରୂପ ଦେବାପାଇଁ
Read More...

କୋଭିଡ ଟୀକାକରଣ ପାଇଁ ରାଜ୍ୟର ପ୍ରସ୍ତୁତି ପ୍ରକ୍ରିୟା ଆଗୁଆ ସ୍ତରରେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସିଂ ମାଧ୍ୟମରେ କୋଭିଡ ମୁକାବିଲାର ସମୀକ୍ଷା କରି ରାଜ୍ୟର କୋଭିଡ ମୁକାବିଲା କାର୍ଯ୍ୟକ୍ରମରେ ସନ୍ତୋଷ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପୂଜା ସମୟରେ ଯେଉଁ ଆଶଙ୍କା ଥିଲା, ତାକୁ ସଫଳତାର ସହ
Read More...

ବିଜୁ ବାବୁ ଯେବେ ପୁରୀ ଯାନ୍ତି…

୯୫ ବର୍ଷରେ ପଦାର୍ପଣ କଲା ଐତିହ୍ୟ ସମ୍ପନ୍ନ ପୁରୀ ବିଏନଆର ହୋଟେଲ ଭୁବନେଶ୍ବର: ପବିତ୍ର ଜଗନ୍ନାଥଧାମ ପୁରୀ ସମୁଦ୍ରକୂଳ ନିକଟରେ ଅବସ୍ଥିତ ବିଏନଆର ହୋଟେଲ ହେଉଛି ଏକ ଭାରତୀୟ ରେଳପଥର ପାରମ୍ପାରିକ ଐତିହ୍ୟ ବହନ କରୁଥିବା ହୋଟେଲ ସମ୍ପତ୍ତି, ଯାହା ଅତିଥିମାନଙ୍କୁ ଏକ ଭିନ୍ନ ସ୍ବାଦର
Read More...