Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
Browsing Category
ସାମାଜିକ
ପୁରୀରେ ହେବନି ବିଜୟ ଶୋଭାଯାତ୍ରା
ପୁରୀ : ନିର୍ବାଚନର ଗଣତି କାଲି ସକାଳ ୮ ଟାରୁ ଆରମ୍ଭ ହେବାକୁ ଯାଉଛି। ପୁରୀରେ ନରେନ୍ଦ୍ର ପୁଷ୍କରଣୀରେ ବାଣ ବିସ୍ଫୋରଣ ଘଟଣା ପରେ ନିର୍ବାଚନ ପରବର୍ତ୍ତୀ ଶୋଭାଯାତ୍ରା ଉପରେ ପୁଲିସ ଓ ଜିଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପୁରୀରେ ଭୋଟ ଗଣତି ପରବର୍ତ୍ତି ଉତ୍ସବ ପାଳନ!-->…
Read More...
Read More...
ପିକଅପ ଭ୍ୟାନ୍ ଓଲଟି ୧୭ ଜଣଙ୍କର ମୃତ୍ୟୁ
ଛତିଶଗଡର : ଛତିଶଗଡର କାୱାର୍ଡା ଜିଲ୍ଲାରେ ଏକ ପିକଅପ ଭ୍ୟାନ୍ ଓଲଟି ପଡିବାରୁ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ୧୨ ଜଣ ଆହତ ହୋଇଥିବା ସୂଚନା।
ସୂଚନାନୁସାରେ, ପ୍ରାୟ ୩୦ ଜଣ ଲୋକ କେନ୍ଦୁପତ୍ର ତୋଳିବାର ପରେ ଏହି ପିକ୍ଅପ୍ ଭ୍ୟାନ୍ରେ ଫେରୁଥିଲେ। ତେବେ ବହପାଣି ଅଞ୍ଚଳ ଦେଇ!-->!-->!-->…
Read More...
Read More...
ବାଇକ୍ ଧକ୍କାରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ
ଉମରକୋଟ: ବାଇକ୍ ଧକ୍କାରେ ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଆଜି ଘଟିଛି ଏହି ଘଟଣା। ମୃତ ବ୍ୟକ୍ତିଙ୍କ ନାଁ ଅଲେଖ ରନ୍ଧାରୀ। ସେ ୫ମ ପୋଲିଂ ଅଧିକାରୀ ଭାବେ ନିୟୋଜିତ ହୋଇଥିଲେ। ଉମରକୋଟ ସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ହୋଇଥିବା!-->…
Read More...
Read More...
ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍କୁ ଓଆର୍ଏସ୍ ଓ ଜଳ ବଂଟନ
ଭୁବନେଶ୍ୱର, ଏପ୍ରିଲ୍ ୨୩: ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ନିମନ୍ତେ ସହାୟତାର!-->…
Read More...
Read More...
ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ ୫ ଆହତ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା!-->…
Read More...
Read More...
ସ୍କୁଲ ବସ୍ ଦୁର୍ଘଟଣାରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ଯୁ
ମହେନ୍ଦ୍ରଗଡ଼: ହରିୟାଣା ମହେନ୍ଦ୍ରଗଡ଼ରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ସ୍କୁଲ ବସ୍ ଦୁର୍ଘଟଣାରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ଯୁ ଘଟିଛି। ଏହି ସ୍କୁଲ ବସରେ ୩୫ରୁ ୪୦ ଜଣ ଛାତ୍ରଛାତ୍ରୀ ଥିଲେ। ଘଟଣାସ୍ଥଳରେ ୫ ଛାତ୍ରଛାତ୍ରୀଙ୍କ ମୃତ୍ଯୁ ହୋଇଥିବାବେଳେ ଅନ୍ଯ ଜଣେ ଗୁରୁତର ହୋଇ!-->…
Read More...
Read More...
ସାଧାରଣ ସୁବିଧାରୁ ବଂଚିତ ଶିଶୁମାନଙ୍କର ସୋଆ କମ୍ୟୁନିଟି ରେଡ଼ିଓ ପରିଦର୍ଶନ
ଭୁବନେଶ୍ୱର, ଏପ୍ରିଲ୍ ୯: ସାଧାରଣ ମାନର ଜୀବନଯାପନ ଅଧିକାରରୁ ବଂଚିତ ପନ୍ଦର ଜଣ ଶିଶୁ ଗତ ଶନିବାର ଦିନ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ବୁଲି ଦେଖିବା ସହ ରେଡ଼ିଓ ମାଧ୍ୟମରେ ନିଜର ଜୀବନର ଅନୁଭୂତି ବଖାଣିବା ସହ ନିଜର ଉତମ ଭବିଷ୍ୟତ ନେଇ ଆଶା ପ୍ରକାଶ କରିଛନ୍ତି । ପ୍ରଥମ ଥର ପାଇଁ କୌଣସି ରେଡ଼ିଓ!-->…
Read More...
Read More...
ସମରେ ପାର୍କିନ୍ସନ୍ ରୋଗ ବିଷୟରେ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର, ଏପ୍ରିଲ୍ ୯: ପାର୍କିନ୍ସନ୍ ସମସ୍ୟା ଏକ ବୟସ ଜନିତ ବ୍ୟାଧି। ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଯୋଗୁଁ ଜଟିଳ ସମସ୍ୟାରେ ପରିଣତ ହୋଇଛି। ତେବେ ଉତମ ଜୀବନଶୈଳୀ ଆପଣାଇବା ଦ୍ୱାରା ଏହି ସମସ୍ୟାକୁ ଦୂର କରିହେବ ବୋଲି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର!-->…
Read More...
Read More...
ସ୍କୁଲ ବସ୍ ଓଲଟି ୪ ଶିଶୁ ମୃତ୍ୟୁ, ୨୫ ଶିଶୁ ଗୁରୁତର
ବାରାବାଙ୍କି: ଉତ୍ତର ପ୍ରଦେଶର ବାରବାଙ୍କିରେ ଏକ ସ୍କୁଲ ବସ୍ ଓଲଟି ପଡିବାରୁ ଘଟଣାସ୍ଥଳରେ ୪ ଶିଶୁଙ୍କ ମୃତ୍ୟୁ ହୋଇଛି। ଜଣେ ବସ କର୍ମଚାରୀ ବି ମୃତ୍ୟୁବରଣ କରିଛନ୍ତି । ଏହି ଦୁର୍ଘଟଣାରେ ପ୍ରାୟ ୨୫ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଆହତ ଶିଶୁମାନଙ୍କୁ ତୁରନ୍ତ ସ୍ଥାନୀୟ ଲୋକଙ୍କ ସହାୟତାରେ!-->…
Read More...
Read More...
ସୋଆ ପକ୍ଷରୁ ଉତ୍କଳ ଦିବସ ପାଳିତ
ଭୁବନେଶ୍ୱର, ୧ ଏପ୍ରିଲ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ୮୯ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଭାଷା ଭିତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବାର ସ୍ମୃତିକୁ ଉଦ୍ଜୀବିତ କରି ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଦିବସ ପାଳନ!-->…
Read More...
Read More...