ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category

ସାମାଜିକ

ସୀମାବର୍ତ୍ତୀ ଗ୍ରାମର ପୁନର୍ବାସ ପାଇଁ ସହଯୋଗର ହାତ ବଢ଼ାଇଲେ ଜିନ୍ଦଲ ଷ୍ଟିଲ କର୍ମଚାରୀ

ନୂଆଦିଲ୍ଲୀ; ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଅପରେସନ ସିନ୍ଦୁରର ଐତିହାସିକ ସଫଳତା ଦେଶ ପାଇଁ ଗୌରବ ଆଣିଥିବା ବେଳେ ଜମ୍ମୁ ଓ କଶ୍ମୀରର ସୀମାବର୍ତ୍ତୀ ସାଧାରଣ ଜନତା ଘୋର ମାନବୀୟ ସଂକଟର ସମ୍ମୁଖୀନ ହୋଇଛନ୍ତି। ଏଭଳି କଠିନ ପରିସ୍ଥିତିରେ ଜିନ୍ଦଲ ଷ୍ଟିଲର
Read More...

ଓଡ଼ିଶା ଲିଡରସିପ୍ ସମିଟ୍ ରେ ଜିନ୍ଦଲ ଫାଉଣ୍ଡେସନ ପୁରସ୍କୃତ

ଭୁବନେଶ୍ୱର: ବିଶ୍ୱ ସିଏସଆର ଦିବସ ଦ୍ୱାରା ଆୟୋଜିତ ଓଡ଼ିଶା ଲିଡରସିପ୍ ସମିଟ୍ ରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ "ଅର୍ଗାନାଇଜେସନ୍ ୱିଥ୍ ଓଭରାଲ୍ ସଷ୍ଟେନେବଲ୍ ପ୍ରାକ୍ଟିସ୍" ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରରେ ଆଜି ଆୟୋଜିତ ଏକ
Read More...

ମୃତ ପ୍ରଶାନ୍ତଙ୍କ ଘରେ ଏନଆଇଏ ଟିମ

ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ। ଏନଆଇଏର ୩ ଜଣିଆ ଟିମ୍ ବାଲେଶ୍ଵର ଜିଲ୍ଲା ରେମୁଣା ଇଶାଣୀ ଗ୍ରାମରେ ପହଞ୍ଚିଛନ୍ତି। ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ବାଲେଶ୍ୱର
Read More...

ପରଲୋକରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୭୦ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି। ତାଙ୍କର କିଡନୀ ଜନିତ ସମସ୍ୟା ଯୋଗୁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ
Read More...

ଶ୍ରୀମନ୍ଦିରରେ ମହିଳା ସାମ୍ବାଦିକଙ୍କୁ ଆକ୍ରମଣ

ପୁରୀ: ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦାଦାଗିରି ଦେଖାଇଲେ ସେବାୟତ। କ୍ୟାମେରା ଓ ମୋବାଇଲ୍ ଫୋନ୍ ଛଡ଼େଇ ନେବା ସହ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ସେବାୟତ ଆକ୍ରମଣର ଶିକାର ହୋଇ ଜଣେ ମହିଳା ସାମ୍ବାଦିକା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।
Read More...

ସୋଆରେ ଏଲିସିୟମ୍‌-୨୦୨୫ ଉଦ୍‌ଯାପିତ

ଭୁବନେଶ୍ୱର, ମାର୍ଚ୍ଚ ୫: ଛାତ୍ରଛାତ୍ରୀମାନଙ୍କର ଉଚ୍ଚକୋଟୀର ଦକ୍ଷତା ପ୍ରଦର୍ଶନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପକ୍ଷରୁ ଆୟୋଜିତ ଏକ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ‘ଏଲିସିୟମ - ୨୦୨୫’ ଗତ ବୁଧବାର
Read More...

ବାହାହୋଇ ୧୨ ବର୍ଷ ପାଇଁ ବାସନ୍ଦ ହେଲେ ପ୍ରଦୀପ ମାଝୀ

କୋରାପୁଟ:ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି। ସୂଚନା ଅନୁଯାୟୀ, ଗତ ୧୨ ତାରିଖ
Read More...

ସୋସିଆଲ ଇମ୍ପାକ୍ଟ ଆୱାର୍ଡ ୨୦୨୫ କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଦୁଇଟି ସମ୍ମାନଜନକ ପୁରସ୍କାର

ଭୁବନେଶ୍ବର, ୧୨/୦୩/୨୦୨୫:ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ପକ୍ଷରୁ କୋଲକାତାଠାରେ ଆୟୋଜିତ ସମ୍ମାନଜନକ ସପ୍ତମ ସୋସିଆଲ ଇମ୍ପାକ୍ଟ ଆୱାର୍ଡ ୨୦୨୫ କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସପି)କୁ ଏହାର ଜିନ୍ଦଲ ଆଶା କାର୍ଯକ୍ରମ ପାଇଁ ବିଜେତା ଟ୍ରଫି ଏବଂ କିଶୋରୀ
Read More...

ପୁରୀ ଶ୍ଵେତଗଙ୍ଗାରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ

ଭୁବନେଶ୍ବର: ଓଲିଉଡ୍ ଅଭିନତା ବାବୁସାନ୍ ମହାନ୍ତି ଆଜି ସକାଳେ ପୁରୀ ଯାଇ ଶ୍ଵେତଗଙ୍ଗା ପୁଷ୍କରିଣୀରେ ବାପା ଉତ୍ତମ ମହାନ୍ତିଙ୍କୁ ଶ୍ରାଦ୍ଧ ପ୍ରଦାନ ସହ ଅସ୍ଥି ବିସର୍ଜନ କରିଛନ୍ତି। ତାଙ୍କ ସହ ପତ୍ନୀ ତୃପ୍ତି ମଧ୍ୟ ଉପସ୍ଥିତ ଅଛନ୍ତି। ସୂଚନା ଅନୁସାରେ ଗତ ଫେବୃଆରୀ ୨୭ ତାରିଖରେ ଗୁରୁଗାଓଁ
Read More...

ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର

ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଦାରିଙ୍ଗବାଡ଼ି ତେରାବାଡି ଗାଁକୁ ଆସିଲା ବିଭାସ କୁମାର ନାୟକଙ୍କ ପାର୍ଥିବ ଶରୀର। ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଆତ୍ମୀୟଙ୍କ କାନ୍ଦ ବୋବାଳିରେ ଫାଟିପଡୁଛି ସାରା ଅଞ୍ଚଳ। ବିଭାସଙ୍କ ଶେଷ ଦର୍ଶନ ପାଇଁ ସମ୍ପର୍କୀୟଙ୍କ ଭିଡ଼
Read More...