Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ସାମାଜିକ
ଭିଡମୁକ୍ତ ପାଇଁ କଟକର ନବକଳେବର
ଭୁବନେଶ୍ବର: କଟକ ସହରକୁ ଭିଡମୁ୍କ୍ତ କରିବା ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର କାର୍ଯ୍ୟାନ୍ବୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ହୋଲି ପାଇଁ ସମଗ୍ର ରାଜ୍ୟ ଆନନ୍ଦମୁଖର ଥିବା ବେଳେ ୫ଟି ସଚିବ ଭି କାର୍ତିକେୟନ୍ ପାଣ୍ଡିଆନ୍ କଟକ ଯାଇ ସହରର ନବକଳେବରର ପ୍ରଥମ ଦଫା ନକ୍ସାରେ ଚୂଡାନ୍ତ!-->…
Read More...
Read More...
କୁଟ୍ଟେଙ୍କୁ କହିବା ପରେ କଣ ହେଲା ଜାଣନ୍ତୁ
ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଅନୁଯାୟୀ ପାଟକୁରା ନିର୍ବାଚନମଣ୍ଡଳୀରେ ବିକାଶ କାର୍ଯ୍ୟ ଆରମ୍ଭ ତିନି ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ଟିମ୍ ଅଚାନକ ଗସ୍ତ କରି ତନାଘନା କଲେ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଉପନିର୍ବାଚନ ସମୟରେ ଦେଇଥିବା!-->!-->!-->!-->!-->…
Read More...
Read More...
ସ୍ବର୍ଗକୁ ଯିବା ରାସ୍ତାରେ ବାଧା
ଭୁବନେଶ୍ବର; ପୁରୀ ସ୍ବର୍ଗଦ୍ବାରର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୧୯ ନଭେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୫କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଥିଲେ। ସ୍ବର୍ଗଦ୍ବାରର ସଂମ୍ପ୍ରସାରଣ ପାଇଁ ନିଜ ପିତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୁ ପଟ୍ଟନାୟକଙ୍କ!-->…
Read More...
Read More...
କଟକ ସହରର ନବକଳେବର ହେବ
କଟକ ଗସ୍ତ ବେଳେ ନବୀନଙ୍କର ବଡ଼ ଘୋଷଣା, ରିଙ୍ଗ୍ ରୋଡକୁ କରାଯିବ ଛଅ ଥାକିଆମହାନଦୀ କୂଳର ଉନ୍ନତିକରଣ ସହ ଅବସର ବିନୋଦନ କେନ୍ଦ୍ରରେ ରୂପାନ୍ତରିଚ ହେବସହରବାସୀଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ, ସରକାର ଯୋଗାଇଦେବେ ସମ୍ବଳ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କଟକ ଗସ୍ତରେ ଯାଇ!-->!-->!-->!-->!-->…
Read More...
Read More...
ପୁଲିସ ବାବୁଙ୍କୁ ମେଡାଲ
ତାଲିକାରେ ୧୪ ଜଣଙ୍କର ନାମ ରହିଛି ଜାନୁଆରି ୨୬ରେ ରାଜ୍ୟପାଳ ପଦକ ଦେବେ
ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟପାଳ ପୁଲିସ ମେଡାଲ ତାଲିକା ପ୍ରକାଶ ପାଇଛି। ୨୦୧୯ ପାଇଁ ଏହି ମେଡାଲ ଘୋଷଣା କରାଯାଇଛି। ପୁଲିସ ମହାନିର୍ଦେଶକ ଅଭୟ!-->!-->!-->!-->!-->…
Read More...
Read More...
ଏବେ ପୁଣି ପ୍ରବଳ ଶୀତ ଫେରିବ
ଭୁବନେଶ୍ବର: ଆସନ୍ତାକାଲି ଠାରୁ ପୁଣି ଥରେ ରାଜ୍ୟରେ ଅସହ୍ୟ ଶୀତ ଅନୁଭୂତ ହେବ। ରାତିର ତାପମାତ୍ରା ୪ରୁ ୬ ଡିଗ୍ରି ଯାଏ କମିବା ସମ୍ଭାବନାକୁ ଏଡାଇ ଦେଇ ହେବନାହିଁ। ଅତିକମରେ ୮ ତାରିଖ ପର୍ଯ୍ୟନ୍ତ ଏ ଅସହ୍ୟ ଜାଡରୁ ନିସ୍ତାର ନାହିଁ। ପାଣିପାଗ ବିଜ୍ଞାନୀ ଏଭଳି ପୂର୍ବାନୁମାନ କରିଛନ୍ତି।
!-->!-->!-->…
Read More...
Read More...
ଆଇଏଏସ୍ ବାବୁଙ୍କୁ ‘ମୋ ସରକାର’ ଛାଟ; ଟଙ୍କା ନେବା ବେଳେ ଧରାପଡିଲେ ବିଜୟ
ଭୁବନେଶ୍ବର: ନୂଆବର୍ଷ ପୂର୍ବରୁ ରାଜ୍ୟ ସରକାର ବାବୁଙ୍କୁ ବଡ଼ ଝଟକା ଦେଇଛନ୍ତି। ଲାଞ୍ଚ ନେଉଥିବା ଅଭିଯୋଗରେ ଯୁବ ଆଇଏଏସ୍ ଅଫିସର ତଥା ଉଦ୍ୟାନ ନିର୍ଦେଶକ ବିଜୟ କେତନ ଉପାଧ୍ୟାୟଙ୍କୁ ଭିଜିଲାନ୍ସ ଧରିଛି। ସେ ଏକ ବିଲ ଅନୁମୋଦନ ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ!-->…
Read More...
Read More...
ରେକର୍ଡ ଭାଙ୍ଗୁଛି ସୋନପୁର, ଥରୁଛି ଓଡ଼ିଶା
ଭୁବନେଶ୍ବର: ସୋନପୁରରେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଦାରିଙ୍ଗିବାଡି ଠାରୁ ବି କମ୍। ରାତିର ତାପମାତ୍ରା ୩.୪ ଡିଗ୍ରି ସେଲସିୟସକୁ ଛୁଇଁଛି। ଅନୁଗୁଳ ତାପମାତ୍ରା ରେକର୍ଡ ପଛରେ ଧାଇଁଛି। ଶନିବାର ରାତିରେ ସେଠାରେ ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରିରେ ପହଞ୍ଚିଛି। କନ୍ଧମାଳରେ!-->…
Read More...
Read More...
ଖଣି ସୁରକ୍ଷା ପାଇଁ ପୁରସ୍କୃତ
ଭୁବନେଶ୍ବର: ଚଳିତ ବର୍ଷର ଖଣି ସୁରକ୍ଷା ସପ୍ତାହ ପାଳନ ଅବସରରେ ଏସେଲ ମାଇନିଙ୍ଗ ଆଣ୍ଡ ଇଣ୍ଡଷ୍ଟ୍ରିଜ ଲିମିଟେଡର କୋଇଡା ଲୌହ ଖଣି ଖଣି ସୁରକ୍ଷାର ବିଭିନ୍ନ ବର୍ଗରେ ଉତ୍କର୍ଷତା ପ୍ରତିପାଦନ କରି ଚାଇଁବସା ଖଣି ସୁରକ୍ଷା ମଣ୍ଡଳରେ ପ୍ରତିଷ୍ଠା ଅର୍ଜନ କରିପାରିଛି। ଚଳିତ ମାସ ୨୨ ତାରିଖରେ!-->…
Read More...
Read More...
୨୭ ପରେ ଥଣ୍ଡା ଫେରିବ
ଭୁବନେଶ୍ବର: ଆସନ୍ତା ୨୭ ତାରିଖ ପରେ ରାଜ୍ୟରେ ପୁଣି ଥଣ୍ଡା ବଢିବ। ଶୀତରେ କମ୍ପିବ ଓଡ଼ିଶା। ପାଣିପାଗ ବିଜ୍ଞାନୀ ଏମିତି ପୂର୍ବାନୁମାନ କରୁଛନ୍ତି।ତେବେ ଏକ ଗୁରୁଚାପ ପ୍ରଭାବର ୨୭ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିପାରେ।
ସାର୍ଥକ ମିଶ୍ରଙ୍କ ପୂର୍ବାନୁମାନ କହୁଛି, ୨୬ରୁ ଉତ୍ତର!-->!-->!-->…
Read More...
Read More...