ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category

ସାମାଜିକ

ପ୍ରଶ୍ନ ପତ୍ରରେ ରୋଲ ନମ୍ୱର ବାଧ୍ୟତାମୂଳକ

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାରେ ପ୍ରଶ୍ନ ପତ୍ର ଭାଇରାଲ୍‍ ଅଭିଯୋଗ ଉଠିବା ପରେ ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଅଧିକ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଗଣଶିକ୍ଷା ମନ୍ତ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥିର ହୋଇଛି ଯେ ଏଥର ଯୁକ୍ତ ପ୍ରଶ୍ନ
Read More...

ଡରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରବିବାର ଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୪ ଦିନ ଧରି ଘଡଘଡି ସହିତ ବର୍ଷା ଲାଗିରହିବ । ଆଜି ସ୍ୱତନ୍ତ୍ର ରିଲିଫ୍‍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି । ଦିନର ତାପମାତ୍ରା ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢିଯାଇପାରେ । ସବୁଠାରୁ ବଡ କଥା
Read More...

ନବୀନଙ୍କ ରାସ୍ତାରେ ସୂର୍ଯ୍ୟ କଣ୍ଟା

କାଳିଆ ସଫଳତାକୁ ଅଟକାଉଛି ଧାନ କିଣା ଅବ୍ୟବସ୍ଥାସୂର୍ଯ୍ୟଙ୍କ ବାମ ହାତ କଳଙ୍କ ଡାହାଣ ହାତ ସଫଳତାକୁ ପୋଛୁଛିଗାଁ ଗାଁରେ ତେଜିଲାଣି ଅସନ୍ତୋଷ, ମନ୍ତ୍ରୀ, ପ୍ରଶାସନ ବେଫିକର ଭୁବନେଶ୍ୱର: ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ ହାତରେ ରହିଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ସମବାୟ
Read More...

ପ୍ରତି ଜିଲ୍ଲାରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତି

ଭୁବନେଶ୍ବର: ପ୍ରତି ଜିଲ୍ଲାରେ ସ୍ଥାପନ ହେବ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି। ପ୍ରତି ବ୍ଲକ୍‌ରେ କସ୍ତୁରବା ଆଦର୍ଶ ପଞ୍ଚାୟତ ଚିହ୍ନଟ, ଗାନ୍ଧୀ ବିଚାର ଅଧ୍ୟୟନ କେନ୍ଦ୍ର ସ୍ଥାପନ ନିମନ୍ତେ ବିଶ୍ୱବିଦ୍ୟାଳୟ ଚିହ୍ନଟ, ମହାତ୍ମା ଗାନ୍ଧୀ ଓ ଓଡ଼ିଶାରେ ସ୍ୱାଧୀନତା ସଂଗ୍ରାମ ସଂପର୍କିତ
Read More...

ଚାଷୀ ପିଲାଙ୍କ ପାଠପଢା ଦାୟିତ୍ୱ ନେଲେ ସରକାର

କାଳିଅା ବୃତ୍ତି ଯୋଜନା ଘୋଷଣା କଲେ ନବୀନ ଭୁବନେଶ୍ୱର: କାଳିଆ ଯୋଜନା ଢାଞ୍ଚାରେ କେନ୍ଦ୍ର ସରକାର ତାଙ୍କ ବଜେଟରେ ଚାଷୀକୁ ୬ ହଜାର ଟଙ୍କା ଲେଖାଏଁ ଦେବା ନେଇ ଘୋଷଣା କରିଛନ୍ତି । ଏହାର ୪୮ ଘଣ୍ଟା ବିତିନି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଉ ପାଦେ ଆଗକୁ ଯାଇ ଚାଷୀଙ୍କ ପିଲାଙ୍କ
Read More...

ମନାଇବା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି

ଭୁବନେଶ୍ୱର: ଚାଷୀମାଙ୍କ ସହିତ ଆଲୋଚନା କରିବା ଲାଗି ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ କମିଟି ଗଠନ ହୋଇଥିଲା । ନିର୍ବାଚନକୁ ଦେଖି ମୁଣ୍ଡଟେକୁଥିବା ଅସନ୍ତୁଷ୍ଟ ସଂଗଠନଙ୍କୁ ବୁଝାଇବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଲାଗି ଆଜି ରାଜ୍ୟ ସରକାର ଆଉ ଏକ
Read More...

କାହା ଆକାଉଣ୍ଟରୁ ଫେରିବ କାଳିଆ ଟଙ୍କା

ଭୁବନେଶ୍ୱର: ୫ଏକରରୁ ଅଧିକ ଚାଷ ଜମି ଥିଲେ କିମ୍ୱା ସରକାରୀ ଚାକିରିଆ । ଆୟକର ଦାତା ଅଥବା ହିତାଧିକାରୀଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡିଲେ, ସେମାନଙ୍କ ଆକାଉଣ୍ଟକୁ ଭୁଲ କ୍ରମେ ଯାଇଥିବା କାଳିଆ ଟଙ୍କା ଫେରାଇ ଅଣାଯିବ । ଆଜି କୃଷି ସଚିବ ସୌରଭ ଗର୍ଗ ସଚିବାଳୟରେ ଏହି ସୂଚନା ଦେଇଛନ୍ତି ।
Read More...

ପରୀକ୍ଷା ବଡ଼ ନୁହେଁ, ଜୀବନ ବଡ଼

ପିଲାଙ୍କୁ ଅନ୍ୟର ରେକର୍ଡ ସହ ତୁଳନା ନ କରିବାକୁ ପରାମର୍ଶ ମହତ୍ୱାକାଂକ୍ଷା ଠାରୁ ଦୂରେଇ ରହିବାକୁ ଅଭିଭାବକମାନଙ୍କୁ ଆହ୍ୱାନଲକ୍ଷ୍ୟପ୍ରାପ୍ତିର ମାର୍ଗ ମଧ୍ୟ ସରଳ ଓ ଚାପମୁକ୍ତ ହେବା ଜରୁରୀପରୀକ୍ଷା ଏକ ଉତ୍ସବ, ଅବସାଦ ନୁହେଁ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର
Read More...

ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ମଧ୍ୟରେ ଅବପାତ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟର୍ପ ରେଖା ଆଜି ଲଘୁଚାପ ରୂପ ନେଇଛି । ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତ ରୂପ ନେଇପାରେ । ଏହାର ପରବର୍ତୀ ୨୪ ଘଣ୍ଟାରେ ଭୀଷଣ ଅବପାତ ରୂପ ନେବା ଆଶଙ୍କାକୁ ଟାଳି ହେବ ନାହିଁ । ପାଣିପାଗବିତ୍‍ମାନେ ଆଜି ଏଭଳି…
Read More...

ଓଡ଼ିଶାକୁ ବାତ୍ୟା ଛୁଇଁବ ?

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟର୍ପ ରେଖା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ । ଆସନ୍ତା ୧୪ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ । ୧୫ ତାରିଖରେ ଏହା ବାତ୍ୟା ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହି କ୍ଷେତ୍ର…
Read More...