Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା: ତୀବ୍ରତା ୪.୩
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ
Browsing Category
ଖେଳ
ଚୟନକର୍ତ୍ତା କମିଟିର ସଦସ୍ୟ ହେଲେ ଓଡିଆ ପୁଅ ଶିବସୁନ୍ଦର
ନୂଆଦିଲ୍ଲୀ: ଭାରତ ତଥା ଓଡ଼ିଶାର ପୂର୍ବତନ ଖେଳାଳି ଶିବସୁନ୍ଦର ଦାସ ବିସିସିଆଇ ଚୟନ କମିଟିର ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଏବଂ ପୁଣିଥରେ ବିସିସିଆଇ ପୁରୁଷ ଚୟନକର୍ତ୍ତା କମିଟିର ଅଧ୍ୟକ୍ଷ ଭାବେ ମନୋନୀତ ହେଲେ ଚେତନ ଶର୍ମା । ଏନେଇ ବିସିସିଆଇ ସଚିବ ଜୟ ଶାହ ପ୍ରେସ ବିଜ୍ଞପ୍ତି ଜାରି କରି!-->…
Read More...
Read More...
ଉଦ୍ଘାଟନ ହେଲା ’ବିର୍ସା ମୁଣ୍ଡା’ ହକି ଷ୍ଟାଡିଅମ
ରାଉରକେଲାରେ ହେଲା ବିଶ୍ବର ସର୍ବ ବୃହତ ହକି ଷ୍ଟାଡିଅମ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀବିଶ୍ଵ କ୍ରୀଡା ଈତିହାସ ରେ ଯୋଡି ହେଲା ସ୍ଵର୍ଣ୍ଣିମ ଅଧ୍ୟାୟବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳି ପାଇବେ ଏକ କୋଟି ଟଙ୍କା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ .ସମଗ୍ର!-->…
Read More...
Read More...
ଆଜି ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦ ମୁକାବିଲା
ମୁମ୍ବାଇ; ଦ୍ୱିତୀୟ ଟି-୨୦ ମୁକାବିଲା ପାଇଁ ଆଜି ସାମ୍ନାସାମ୍ନି ହେବେ ଭାରତ ଏବଂ ଶ୍ରୀଲଙ୍କା । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉ ଥିବା ମ୍ୟାଚ୍ କବଜା କରିବା ଲକ୍ଷରେ ପଡିଆକୁ ଓହ୍ଲାଇବ ପାଣ୍ଡିଆବହିନୀ । ୩ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରଥମ ମ୍ୟାଚ୍ ହାତେଇ ସରିଛି ଟିମ୍ ଇଣ୍ଡିଆ ।!-->…
Read More...
Read More...
ନୂଆ ଜର୍ସିରେ ମଇଦାନକୁ ଓହ୍ଲାଇବ ଟିମ ଇଣ୍ଡିଆ
ମୁମ୍ବାଇ; ନୂଆବର୍ଷରେ ନୂଆ ଜର୍ସିରେ ମଇଦାନକୁ ଓହ୍ଲାଉଛି ଟିମ ଇଣ୍ଡିଆ । ନୂଆବର୍ଷରେ ହେଉଥିବା ଭାରତ ଶ୍ରୀଲଙ୍କା ପ୍ରଥମ ଟି-୨୦ ସିରିଜ ପୂର୍ବରୁ ବଦଳିଛି ଟିମ ଇଣ୍ଡିଆର ଜର୍ସି । ଜର୍ସିରେ ପରିବର୍ତ୍ତନ ନେଇ ଟିମର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଏକ ପୋଷ୍ଟରେ ଦେଖିବାକୁ ମିଳିଛି ।!-->…
Read More...
Read More...
କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ପରଲୋକ
ନ୍ୟୁଜ୍ ବ୍ୟୁରୋ; ଆରପାରିରେ ଫୁଟବଲ ତାରକା ପେଲେ । ୮୨ ବର୍ଷ ବୟସରେ ଆରପାରିକୁ ଚାଲିଯାଇଛନ୍ତି ପେଲେ । ବିଶ୍ବର ଏହି କିମ୍ବଦନ୍ତୀ ଫୁଟବଲ ଖେଳାଳି ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ନଭେମ୍ବର ୨୯ ତାରିଖରେ ପେଲେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଗୁରୁବାର ଦିନ ତାଙ୍କର!-->…
Read More...
Read More...
ବାରବାଟୀରେ ‘ସେଲିବ୍ରେସନ୍’
କଟକ; ହକି ବିଶ୍ବକପ୍ ପାଇଁ ଚାଲିଛି ଜୋରସୋରରେ ପ୍ରସ୍ତୁତି । ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ ପୁରୁଷ ହକି ବିଶ୍ୱକପ । ଏହି ମହାକୁମ୍ଭ ଆରମ୍ଭର ଦୁଇ ଦିନ ପୂର୍ବରୁ ଅର୍ଥାତ ଜାନୁଆରୀ ୧୧ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଉଦଘାଟନୀ ଉତ୍ସବ ।!-->…
Read More...
Read More...
ଡିସେମ୍ବର ୨୯ରୁ ସୋଆରେ ଜାତୀୟ କିକ୍ବକ୍ସିଂ ଚାମ୍ପିଅନ୍ସିପ୍
ଭୁବନେଶ୍ୱର, ୨୭/୧୨: ଡିସେମ୍ବର ୨୯ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଷ୍ଟାଡିୟମ୍ରେ ୨୭ ତମ ସିନିୟର୍ ଆଇଏକେଓ ଜାତୀୟ କିକ୍ବକ୍ସିଂ ଚାମ୍ପିଅନ୍ସିପ୍ ଆୟୋଜିତ ହେବ । ଏହି ଚାମ୍ପିଅନ୍ସିପ୍ରେ ଦେଶର ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରୁ ୫୦୦ ରୁ ଅଧିକ!-->…
Read More...
Read More...
ଆଜିଠୁ ଓଡ଼ିଶା ପରିକ୍ରମାରେ ହକି ବିଶ୍ୱକପ୍ ଟ୍ରଫି
ଭୁବନେଶ୍ବର; ପାଖେଇ ଆସୁଛି ହକି ମହାକୁମ୍ଭ । ଆଉ କିଛି ଦିନ ପରେ କମ୍ପିବ ଭୁବନେଶ୍ବର ଓ ରାଉରକେଲା । ହକି ବିଶ୍ବକପ ନେଇ ସମସ୍ତଙ୍କ ମନରେ ବଢ଼ୁଛି ଉତ୍କଣ୍ଠା । ଏହାରି ମଧ୍ୟରେ ସାରା ଦେଶରେ ପରିକ୍ରମା କରି ଫେରିଛି FIH ଓଡ଼ିଶା ପୁରୁଷ ହକି ବିଶ୍ୱକପ୍ ଟ୍ରଫି ।
ତେବେ ଆଜିଠାରୁ ଓଡ଼ିଶାର!-->!-->!-->…
Read More...
Read More...
ହକି ବିଶ୍ବକପ ପାଇଁ ଆଜିଠୁ ଅଫ୍ଲାଇନ୍ ଟିକେଟ ବିକ୍ରି
ଭୁବନେଶ୍ବର; ଆରମ୍ଭ ହେଲା ହକି ମହାକୁମ୍ଭ ପାଇଁ କାଉଣ୍ଟଡାଉନ । ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହେବ ହକି ବିଶ୍ବକପ । ଏଥିପାଇଁ ଆଜିଠୁ ଅଫ୍ଲାଇନ୍ ଟିକେଟ ବିକ୍ରି ହେବ । ଉଭୟ ଭୁବନେଶ୍ୱର ଓ ରାଉଲକେଲାରେ ବିକ୍ରି ହେବ ଏହି ଟିକେଟ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ୮ ନମ୍ବର ଗେଟ୍ ଏବଂ!-->…
Read More...
Read More...
କିଏ ହାତେଇବ ଟାଇଟଲ
କତାର; ଆଜି ଫିଫା ବିଶ୍ୱକପ ଫାଇନାଲ ମୁକାବିଲା । ଫାଇନାଲ ଟ୍ରଫି ପାଇଁ ଆଜି ରାତି ସାଢେ ୮ଟାରେ କତାରର ଲୁସାଇଲ ଆଇକନିକ୍ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଆର୍ଜେଣ୍ଟିନା-ଫ୍ରାନ୍ସ । ଫୁଟବଲ ରୢାଙ୍କର ୪ ନମ୍ବରରେ ଥିବା ଫ୍ରାନ୍ସ ଓ ତିନି ନମ୍ବରରେ ଥିବା ଆର୍ଜେଟିଂନା ଦୁଇଟି ଲେଖାଏଁ ବିଶ୍ୱକପ!-->…
Read More...
Read More...