ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଖେଳ

ନବୀନ ନିବାସରେ ଏକାଠି ହେଲେ ଶତାଧିକ ହକିପ୍ରେମୀ

ଭୁବନେଶ୍ବର; ସାରା ରାଜ୍ୟରେ ଏବେ ହକିର ମାହୋଲ । ପୁରପଲ୍ଲୀ, ସହର ବଜାର ସବୁଆଡେ ଏବେ ହକିକୁ ନେଇ ଚର୍ଚ୍ଚା। କଟକରୁ ସୁନ୍ଦରଗଡ, ସବୁଆଡେ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଏନ୍ତୁଡିଶାଳ ସୁନ୍ଦରଗଡରେ ହକି ବିଶ୍ବକପ୍‌ ଆୟୋଜନ କରାଯାଇଛି। ତା ସହିତ ରାଉରକେଲାରେ ବିଶ୍ବର ବୃହତ୍ତମ ହକି
Read More...

କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

କଟକ; ହକି ବିଶ୍ବକପ ପାଇଁ ସଜେଇ ହେଉଛି ସାରା ଓଡିଶା । ଜାନୁଆରୀ ୧୧ ଅର୍ଥାତ୍ ଆସନ୍ତାକାଲି ବାରବାଟୀ ମଇଦାନରେ ବାଜିବ ହକି ବିଶ୍ୱ କପର ବିଗୁଲ୍ । ହକି ବିଶ୍ବକପ ଉଦଘାଟନୀ ଉତ୍ସବ ପାଇଁ କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସରକାରୀ ଓ ବେସରକାରୀ ସ୍କୁଲ୍, କଲେଜ ଆଦି
Read More...

ଆଜିଠୁ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ

ଗୋୖହାଟୀ; ଆଜିଠାରୁ ଭାରତ-ଶ୍ରୀଲଙ୍କା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ । ଗୌହାଟୀରେ ପ୍ରଥମ ମ୍ୟାଚ୍ ଖେଳାଯିବ । ଟି-୨୦ ସିରିଜ୍ ଜିତିବା ପରେ ଦିନିକିଆ ବିଜୟ ଲକ୍ଷ୍ୟରେ ରୋହିତ ବାହିନୀ । ପ୍ରଥମ ମ୍ୟାଚ୍‌କୁ ଟ୍ବେଣ୍ଟି-୨୦ରେ ବିଶ୍ରାମ ନେଇଥିବା ତାରକା ଖେଳାଳି ‌ଅଧିନାୟକ ରୋହିତ
Read More...

ଚୟନକର୍ତ୍ତା କମିଟିର ସଦସ୍ୟ ହେଲେ ଓଡିଆ ପୁଅ ଶିବସୁନ୍ଦର

ନୂଆଦିଲ୍ଲୀ: ଭାରତ ତଥା ଓଡ଼ିଶାର ପୂର୍ବତନ ଖେଳାଳି ଶିବସୁନ୍ଦର ଦାସ ବିସିସିଆଇ ଚୟନ କମିଟିର ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଏବଂ ପୁଣିଥରେ ବିସିସିଆଇ ପୁରୁଷ ଚୟନକର୍ତ୍ତା କମିଟିର ଅଧ୍ୟକ୍ଷ ଭାବେ ମନୋନୀତ ହେଲେ ଚେତନ ଶର୍ମା । ଏନେଇ ବିସିସିଆଇ ସଚିବ ଜୟ ଶାହ ପ୍ରେସ ବିଜ୍ଞପ୍ତି ଜାରି କରି
Read More...

ଉଦ୍‌ଘାଟନ ହେଲା ’ବିର୍ସା ମୁଣ୍ଡା’ ହକି ଷ୍ଟାଡିଅମ

ରାଉରକେଲାରେ ହେଲା ବିଶ୍ବର ସର୍ବ ବୃହତ ହକି ଷ୍ଟାଡିଅମ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀବିଶ୍ଵ କ୍ରୀଡା ଈତିହାସ ରେ ଯୋଡି ହେଲା ସ୍ଵର୍ଣ୍ଣିମ ଅଧ୍ୟାୟବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳି ପାଇବେ ଏକ କୋଟି ଟଙ୍କା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ .ସମଗ୍ର
Read More...

ଆଜି ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦ ମୁକାବିଲା

ମୁମ୍ବାଇ; ଦ୍ୱିତୀୟ ଟି-୨୦ ମୁକାବିଲା ପାଇଁ ଆଜି ସାମ୍ନାସାମ୍ନି ହେବେ ଭାରତ ଏବଂ ଶ୍ରୀଲଙ୍କା । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉ ଥିବା ମ୍ୟାଚ୍ କବଜା କରିବା ଲକ୍ଷରେ ପଡିଆକୁ ଓହ୍ଲାଇବ ପାଣ୍ଡିଆବହିନୀ । ୩ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରଥମ ମ୍ୟାଚ୍ ହାତେଇ ସରିଛି ଟିମ୍ ଇଣ୍ଡିଆ ।
Read More...

ନୂଆ ଜର୍ସିରେ ମଇଦାନକୁ ଓହ୍ଲାଇବ ଟିମ ଇଣ୍ଡିଆ

ମୁମ୍ବାଇ; ନୂଆବର୍ଷରେ ନୂଆ ଜର୍ସିରେ ମଇଦାନକୁ ଓହ୍ଲାଉଛି ଟିମ ଇଣ୍ଡିଆ । ନୂଆବର୍ଷରେ ହେଉଥିବା ଭାରତ ଶ୍ରୀଲଙ୍କା ପ୍ରଥମ ଟି-୨୦ ସିରିଜ ପୂର୍ବରୁ ବଦଳିଛି ଟିମ ଇଣ୍ଡିଆର ଜର୍ସି । ଜର୍ସିରେ ପରିବର୍ତ୍ତନ ନେଇ ଟିମର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଏକ ପୋଷ୍ଟରେ ଦେଖିବାକୁ ମିଳିଛି ।
Read More...

କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ପରଲୋକ

ନ୍ୟୁଜ୍ ବ୍ୟୁରୋ; ଆରପାରିରେ ଫୁଟବଲ ତାରକା ପେଲେ । ୮୨ ବର୍ଷ ବୟସରେ ଆରପାରିକୁ ଚାଲିଯାଇଛନ୍ତି ପେଲେ । ବିଶ୍ବର ଏହି କିମ୍ବଦନ୍ତୀ ଫୁଟବଲ ଖେଳାଳି ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ନଭେମ୍ବର ୨୯ ତାରିଖରେ ପେଲେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଗୁରୁବାର ଦିନ ତାଙ୍କର
Read More...

ବାରବାଟୀରେ ‘ସେଲିବ୍ରେସନ୍’

କଟକ; ହକି ବିଶ୍ବକପ୍ ପାଇଁ ଚାଲିଛି ଜୋରସୋରରେ ପ୍ରସ୍ତୁତି । ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ ପୁରୁଷ ହକି ବିଶ୍ୱକପ । ଏହି ମହାକୁମ୍ଭ ଆରମ୍ଭର ଦୁଇ ଦିନ ପୂର୍ବରୁ ଅର୍ଥାତ ଜାନୁଆରୀ ୧୧ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଉଦଘାଟନୀ ଉତ୍ସବ ।
Read More...

ଡିସେମ୍ବର ୨୯ରୁ ସୋଆରେ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍

ଭୁବନେଶ୍ୱର, ୨୭/୧୨: ଡିସେମ୍ବର ୨୯ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଷ୍ଟାଡିୟମ୍‌ରେ ୨୭ ତମ ସିନିୟର୍ ଆଇଏକେଓ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍ ଆୟୋଜିତ ହେବ । ଏହି ଚାମ୍ପିଅନ୍‌ସିପ୍‌ରେ ଦେଶର ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରୁ ୫୦୦ ରୁ ଅଧିକ
Read More...