ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
Browsing Category

ଖେଳ

ଅଷ୍ଟ୍ରେଲିଆକୁ ହରାଇଲା ଭାରତ

ଦୁବାଇ: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ଫାଇନାଲରେ ଭାରତ। ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଦମଦାର ବିଜୟ । ୨୬୫ ବିଜୟ ଲକ୍ଷ୍ୟକୁ ପାର କଲା ଇଣ୍ଡିଆ। ଏଥିସହ ପ୍ରଥମ ଟିମ ଭାବେ ଫାଇନାଲରେ ପ୍ରବେଶ କରିଛି। ତେବେ ୨୦୧୧ ପରେ ପ୍ରଥମ ଥର ଲାଗି ଟିମ୍‌ ଇଣ୍ଡିଆ
Read More...

୩୮ତମ ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା

ସ୍ବର୍ଣ୍ଣ ପଦକ ପାଇଁ ୬ ଲକ୍ଷ, ରୌପ୍ୟ ପାଇଁ ୪ ଲକ୍ଷ ଏବଂ କାଂସ୍ୟ ପଦକ ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ ନ୍ୟାସନାଲ ଗେମ୍ସରେ ଓଡ଼ିଶାର ବିଜୟ ଯୁବକ୍ରୀଡ଼ାବିତଙ୍କ ପାଇଁ ପ୍ରେରଣାଦାୟୀ : ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, (୨୨/୨): ୩୮ତମ ନ୍ୟାସନାଲ
Read More...

ବାରବାଟୀ ଷ୍ଟାଡିୟମରେ ପ୍ରତିବର୍ଷ ହେବ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍

କଟକ: ବାରବାଟୀ ଷ୍ଟାଡ଼ିୟମରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚବେଳେ ଅଧଘଣ୍ଟା ଧରି ପଡ଼ିଆ ଅନ୍ଧାର ରହିଲା। ସମଗ୍ର ବିଶ୍ୱ ମ୍ୟାଚର ସିଧାପ୍ରସାରଣ ଦେଖୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। ନିମିଷକରେ ଧୂଳିସାତ ହୋଇଗଲା ବର୍ଷ ବର୍ଷ ଧରି ଓଡ଼ିଶା ସାଉଁଟିଥିବା କ୍ରାଡ଼ା ଜଗତରେ
Read More...

ବାରବାଟୀରେ ଭାରତର ଦମଦାର ବିଜୟ

୪ ଓ୍ବିକେଟରେ ହାରିଲା ଇଂଲଣ୍ଡ କଟକ: ବାରବାଟୀରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚକୁ ୪ ଉଇକେଟରେ ଜିତିବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି ଭାରତ। ସିରିଜର ଅନ୍ତିମ ମ୍ୟାଚ ବାକି ଥିଲେ ମଧ୍ୟ ଭାରତ ୨-୦ରେ ବିଜୟୀ ହୋଇଛି। ପ୍ରଥମେ ବ୍ୟାଟିଂ କରି
Read More...

ବାରବାଟୀ ଦିନିକିଆ ପାଇଁ ଅନଲାଇନ ଓ ଅଫଲାଇନ ଟିକେଟ ବିକ୍ରି

କଟକ: ଭାରତ ବନାମ ଇଂଲଣ୍ଡ ମ୍ୟାଚ୍ ଏକଦିବସୀୟ ବାରବାଟୀ ଷ୍ଟାଡିଅମରେ ଖେଳାଯିବ। ଏଥିପାଇଁ ୨ ଫେବ୍ରୁଆରୀ ଜୋମାଟୋ ଓ ପେଟିଏମରେ ଉପଲବ୍ଧ ହେବ ୪ ହଜାର ଅନଲାଇନ ଟିକେଟ। ସେହିପରି କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୫ଓ ୬ରେ କାଉଣ୍ଟରରୁ ଟିକେଟ୍‌ କିଣିପାରିବେ। ଅଫଲାଇନରେ ଟିକେଟ୍ ବିକ୍ରି ସକାଳ ୯
Read More...

ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌
Read More...

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ବର: ଜାତୀୟ ଖୋ ଖୋ ଟିମର ପ୍ରାୟୋଜକ ହେବେ ଓଡ଼ିଶା ସରକାର। ଆଗାମୀ ୩ ବର୍ଷ ପାଇଁ ଓଡ଼ିଶା ଖୋ ଖୋ ଟିମର ପ୍ରାୟୋଜକ ରହିବ। ଏଥିପାଇଁ ବାର୍ଷିକ ୫ କୋଟି ଟଙ୍କା ହିସାବରେ ୩ ବର୍ଷକୁ ୧୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଖୋ ଖୋ’ ଖେଳକୁ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପରିଚିତ ହେବ ‘ଖୋ
Read More...

୪ ଜଣଙ୍କୁ ମିଳିବ ଖେଳରତ୍ନ

ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଚଳିତବର୍ଷ ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ବିଶ୍ୱ
Read More...

ଅନ୍ତର୍ଜାତୀୟ କ୍ରିକେଟ ଫର୍ମାଟରୁ ଅବସର ନେଲେ ରବିଚନ୍ଦ୍ରନ ଅଶ୍ୱିନ

ନ୍ୟୁଜ୍ ବ୍ୟୁରୋ: ଭାରତର କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ଘୋଷଣା କରିଛନ୍ତି। ଗାବା ଟେଷ୍ଟ ମ୍ୟାଚ ଡ୍ର ଘୋଷିତ ହେବା ପରେ ଅଶ୍ୱିନ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଉଛନ୍ତି।
Read More...

ସୋଆରେ ଓଡ଼ିଶା ଓପନ୍ ଏବଂ ୧୫ ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଉତ୍ସବ ଆରମ୍ଭ

ଭୁବନେଶ୍ୱର, ଡିସେମ୍ବର ୧୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ରବିବାର ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆରମ୍ଭ ହୋଇଛି। ୮ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୨୦ଟି ଦେଶରୁ ପ୍ରାୟ ୭୦୦ ପ୍ରତିଯୋଗୀ ସାମିଲ ହୋଇଛନ୍ତି।ଏହି ଟୁର୍ଣ୍ଣାମେଂଟ
Read More...