ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ
Browsing Category

ଖେଳ

ନୂଆ ଟେଷ୍ଟ ଟିମ୍‌ ଅଧିନାୟକ ହେଲେ ଶୁଭମନ ଗିଲ

ନ୍ୟୁଜ୍ବ୍ୟୁରୋ: ବିସିସିଆଇ ଟିମ ଇଣ୍ଡିଆର ନୂତନ ଟେଷ୍ଟ ଅଧିନାୟକଙ୍କ ନାମ ଘୋଷଣା କରିଛି। ମେ ୨୪ ତାରିଖରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବୋର୍ଡ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଏହି ଘୋଷଣା କରିଥିଲେ। ଯୁବ ତାରକା ଶୁଭମନ ଗିଲ ଏବେ ଟେଷ୍ଟ ଦଳର ଦାୟିତ୍ୱ ନେବେ। ଏହାର ଅର୍ଥ ହେଉଛି
Read More...

ଟେଷ୍ଟରୁ ଅବସର ଘୋଷଣା କଲେ ବିରାଟ

ନ୍ୟୁଜ ବ୍ୟୁରୋ: ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ସୋମବାର ଇନଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଅବସର ଘୋଷଣା କରିଛନ୍ତି ବିରାଟ। ବିରାଟ କୋହଲି ଟେଷ୍ଟ ଜର୍ସି ପିନ୍ଧିଥିବା ନିଜର ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘ହ୍ବାଇଟ ଜର୍ସି ପିନ୍ଧି ଖେଳିବା ଏକ ଅତ୍ୟନ୍ତ ବ୍ୟକ୍ତିଗତ
Read More...

ଅନିର୍ଦ୍ଦିଷ୍ଟ କାଳ ଯାଏ ଆଇପିଏଲ ସ୍ଥଗିତ

ନ୍ୟୁଜ୍ ବ୍ୟୁରୋ: ସ୍ଥଗିତ ହେଲା ଆଇପିଏଲ। ଭାରତ ପାକିସ୍ତାନ ଉତ୍ତେଜନା ସ୍ଥିତିରେ ଥିବାରୁ ଆଇପିଏଲକୁ ସ୍ଥଗିତ ରଖାଯାଇଛି। ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ଏବଂ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ
Read More...

ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ

ମୁମ୍ବାଇ: ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର କରିବା ଏବଂ ସନ୍ଧ୍ୟା
Read More...

ଇତିହାସ ରଚିଲା ଭାରତ

ଦୁବାଇ: ଭାରତର ବଡ଼ ବିଜୟ। ଅପରାଜେୟ ରହି ଚମ୍ପିୟାନ୍ସ ଟ୍ରଫି ଜିତିଲା ଭାରତ। ୪ ଓ୍ବିକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଛି ଭାରତ। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରିଛି। ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା
Read More...

ଦିନିକିଆରୁ ଅବସର ଘୋଷଣା କଲେ ଷ୍ଟିଭ୍‌ ସ୍ମିଥ୍‌

ନ୍ୟୁଜ ବ୍ୟୁରୋ: ଚମ୍ପିଆନ୍ସ ଟ୍ରଫି ୨୦୨୫ ସେମିଫାଇନାଲରେ ଭାରତଠାରୁ ପରାଜିତ ହେବା ପରେ ଅଷ୍ଟ୍ରେଲିଆ କ୍ରିକେଟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ଦିନିକିଆ କ୍ରିକେଟକୁ ଅଲ୍‌ବିଦା କହିଛନ୍ତି ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ ଷ୍ଟିଭ୍ ସ୍ମିଥ୍। ୧୭୦ଟି ଦିନିକିଆ ଖେଳି ଶେଷରେ ବୁଧବାର
Read More...

ଅଷ୍ଟ୍ରେଲିଆକୁ ହରାଇଲା ଭାରତ

ଦୁବାଇ: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ଫାଇନାଲରେ ଭାରତ। ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଦମଦାର ବିଜୟ । ୨୬୫ ବିଜୟ ଲକ୍ଷ୍ୟକୁ ପାର କଲା ଇଣ୍ଡିଆ। ଏଥିସହ ପ୍ରଥମ ଟିମ ଭାବେ ଫାଇନାଲରେ ପ୍ରବେଶ କରିଛି। ତେବେ ୨୦୧୧ ପରେ ପ୍ରଥମ ଥର ଲାଗି ଟିମ୍‌ ଇଣ୍ଡିଆ
Read More...

୩୮ତମ ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା

ସ୍ବର୍ଣ୍ଣ ପଦକ ପାଇଁ ୬ ଲକ୍ଷ, ରୌପ୍ୟ ପାଇଁ ୪ ଲକ୍ଷ ଏବଂ କାଂସ୍ୟ ପଦକ ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ ନ୍ୟାସନାଲ ଗେମ୍ସରେ ଓଡ଼ିଶାର ବିଜୟ ଯୁବକ୍ରୀଡ଼ାବିତଙ୍କ ପାଇଁ ପ୍ରେରଣାଦାୟୀ : ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, (୨୨/୨): ୩୮ତମ ନ୍ୟାସନାଲ
Read More...

ବାରବାଟୀ ଷ୍ଟାଡିୟମରେ ପ୍ରତିବର୍ଷ ହେବ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍

କଟକ: ବାରବାଟୀ ଷ୍ଟାଡ଼ିୟମରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚବେଳେ ଅଧଘଣ୍ଟା ଧରି ପଡ଼ିଆ ଅନ୍ଧାର ରହିଲା। ସମଗ୍ର ବିଶ୍ୱ ମ୍ୟାଚର ସିଧାପ୍ରସାରଣ ଦେଖୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। ନିମିଷକରେ ଧୂଳିସାତ ହୋଇଗଲା ବର୍ଷ ବର୍ଷ ଧରି ଓଡ଼ିଶା ସାଉଁଟିଥିବା କ୍ରାଡ଼ା ଜଗତରେ
Read More...

ବାରବାଟୀରେ ଭାରତର ଦମଦାର ବିଜୟ

୪ ଓ୍ବିକେଟରେ ହାରିଲା ଇଂଲଣ୍ଡ କଟକ: ବାରବାଟୀରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚକୁ ୪ ଉଇକେଟରେ ଜିତିବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି ଭାରତ। ସିରିଜର ଅନ୍ତିମ ମ୍ୟାଚ ବାକି ଥିଲେ ମଧ୍ୟ ଭାରତ ୨-୦ରେ ବିଜୟୀ ହୋଇଛି। ପ୍ରଥମେ ବ୍ୟାଟିଂ କରି
Read More...