Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category
ଖେଳ
ବାଂଲାଦେଶକୁ ହରାଇ ବିଜୟ ହାସଲ କଲା ଭାରତ
ଚେନ୍ନାଇ: ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି।ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି।ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨!-->…
Read More...
Read More...
ଚୀନକୁ ହରାଇ ୫ମ ଥର ଏସିଆ ଚାମ୍ପିୟନ ହେଲା ଭାରତ
ନୂଆଦିଲ୍ଲୀ: ଏସିଆନ୍ ଚାମ୍ପିଅନ୍ ଟ୍ରଫି ୨୦୨୪ ହକିର ଫାଇନାଲରେ ରୋମାଞ୍ଚ ଭରା ଲଢେଇ ଦେଖିବାକୁ ମିଳିଛି। ପ୍ରଥମ ଥର ଫାଇନାଲରେ ପହଞ୍ଚିଥିବା ଚୀନକୁ ଭାରତୀୟ ଦଳ ଶୋଚନୀୟ ଭାବେ ପରାସ୍ତ କରିଛି। ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି!-->…
Read More...
Read More...
ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ଜିତିଲେ ସବିତା
ଚେନ୍ନାଇ: ଓଡିଶା ଆଥଲେଟ ସବିତା ଚେନ୍ନାଇରେ ଚାଲିଥିବା ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଛନ୍ତି। ୧୦୦ ମିଟରରେ ସବିତା ୧୩.୯୬ ସେକେଣ୍ଡରେ ରେସ ସମ୍ପୂର୍ଣ୍ଣ କରିଥିଲେ। ଭାରତର ଉନ୍ନତି ଆୟପ୍ପା ନୂତନ ମିଟ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ସେ ୧୩.୯୩!-->…
Read More...
Read More...
ପ୍ରବୀଣ କୁମାର ପୁରୁଷ ହାଇ ଜମ୍ପରେ ଜିତିଲେ ସ୍ୱର୍ଣ୍ଣ ପଦକ
ପ୍ୟାରିସ: ଚଳିତ ବର୍ଷ ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ କମାଲ କରିଛି। ପ୍ୟାରିସ ଅଲିମ୍ପିକ୍ସରେ ଶୁକ୍ରବାର ପ୍ରବୀଣ କୁମାର ପୁରୁଷ ହାଇ ଜମ୍ପରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ସେ ଟି୬୪ ବିଭାଗରେ ଏହି ସଫଳତା ହାସଲ କରିଛନ୍ତି। ୨.୦୮ ମିଟର ଦୂରତାକୁ ଜମ୍ପ କରି ସେ ନୂତନ ଏସୀୟ ରେକର୍ଡ!-->…
Read More...
Read More...
ପାରା ଅଲିମ୍ପିକ୍ସରେ ଜୁଡୋ ପଦକ ଭେଟି ଦେଲେ କପିଲ ପାରମର
ପ୍ୟାରିସ: ଇତିହାସ ରଚିଛନ୍ତି ଭାରତର କପିଲ ପାରମର। ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି କପିଲ ପାରମର। ମଧ୍ୟପ୍ରଦେଶର!-->…
Read More...
Read More...
ପାରା ଅଲିମ୍ପିକ୍ସ: ସ୍ୱର୍ଣ୍ଣ ଜିତି ଇତିହାସ ରଚିଲେ ଧର୍ମବୀର
ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ କମାଲ କରୁଛି ଭାରତ। ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ରେକର୍ଡ ପ୍ରଦର୍ଶନ ଜାରୀ ରଖିଛି । ପୁରୁଷ କ୍ଲବ ଥ୍ରୋ(ଏଫ୫୧)ରେ ଧର୍ମବୀର ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ସେ ତାଙ୍କ ୪ର୍ଥ ଉଦ୍ୟମରେ ୩୪.୯୨ ମିଟରକୁ ଥ୍ରୋ କରି ସ୍ୱର୍ଣ୍ଣ ପଦକ!-->…
Read More...
Read More...
ପାରା ଅଲିମ୍ପିକ୍ସରେ ଭାରତର ମୋଟ ପଦକ ସଂଖ୍ୟା ୨୦
ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ ଜାରି ରହିଛି ମେଡାଲ ବର୍ଷା। ଚମକୁଛନ୍ତି ଭାରତୀୟ ପାରା ଆଥଲେଟ୍। ଷଷ୍ଟ ଦିନରେ ଭାରତକୁ ମିଳିଛି ୫ଟି ପଦକ। ଏହାକୁ ମିଶାଇ ଭାରତର ମୋଟ ପଦକ ସଂଖ୍ୟା ୨୦ରେ ପହଞ୍ଚିଛି। ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ଶ୍ରେଷ୍ଠ ପ୍ରଦର୍ଶନ ଜାରୀ ରଖିଛି । ଭାରତ!-->…
Read More...
Read More...
ପାରା ଅଲିମ୍ପିକ୍ସ : ଜାଭେଲିନଥ୍ରୋରେ ସୁମିତ ଜିତିଲେ ସ୍ୱର୍ଣ୍ଣ
ପ୍ୟାରିସ: ଭାରତକୁ ପୁଣି ଆଉ ଏକ ସ୍ୱର୍ଣ୍ଣ ପଦକ। ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତର ଜାଭେଲିନ ଥ୍ରୋୟର ସୁମିନ ଅନ୍ତିଲ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପାରା ଅଲିମ୍ପିକ ରେକର୍ଡ ସହ ଏହି ସଫଳତା ହାସଲ କରିଛନ୍ତି। ସେ ୭୦.୫୯ ମିଟର ଦୂରତାକୁ ଥ୍ରୋ କରି ପ୍ରଥମ ସ୍ଥାନରେ ରହିଥିଲେ। ଏହା!-->…
Read More...
Read More...
ସୋଆରେ ଜାତୀୟ କ୍ରୀଡ଼ା ଦିବସ ପାଳିତ
ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ସୋଆରେ ଏକ ମିନି ମାରାଥନ ଆୟୋଜିତ!-->…
Read More...
Read More...
କ୍ରିକେଟରୁ ସନ୍ୟାସ ନେଲେ ଷ୍ଟାର ଓପନର୍ ଶିଖର ଧଓ୍ୱନ
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ଷ୍ଟାର ଓପନର୍ ଶିଖର ଧଓ୍ୱନ। ଶିଖର ସୋଶାଲ ମିଡିଆରେ ଭିଡିଓ ଜାରି କରି କ୍ରିକେଟ ଯାତ୍ରାରେ ପୂର୍ଣ୍ଣଚ୍ଛେଦ ପଡ଼ିଲା ବୋଲି କହିଛନ୍ତି। ଶିଖର ସୋଶାଲ ମିଡିଆରେ ଭିଡିଓ ଜାରି କରି କ୍ରିକେଟ ଯାତ୍ରାରେ ପୂର୍ଣ୍ଣଚ୍ଛେଦ ପଡ଼ିଲା ବୋଲି!-->…
Read More...
Read More...