ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category

ଖେଳ

ଭୁବନେଶ୍ୱରରେ ପହଞ୍ଚିଲା ହକି ଟିମ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଲା ଭାରତୀୟ ହକି ଟିମ୍। ପ୍ୟାରିସ ଅଲିମ୍ପିକରେ ବ୍ରୋଞ୍ଜ ବିଜୟୀ ହକି ଟିମ୍‌ ଭୁବନେଶ୍ଵର ଏୟାରପୋର୍ଟରେ ପହଞ୍ଚିବା ପରେ ପାରମ୍ପରିକ ନୃତ୍ୟ ଗୀତ, ବାଦ୍ୟରେ ସେମାନଙ୍କୁ ସ୍ଵାଗତ କରାଯାଇଛି। କ୍ରୀଡ଼ା ମନ୍ତ୍ରୀଙ୍କ ସମେତ କ୍ରୀଡ଼ା ବିଭାଗର ଅଧିକାରୀ
Read More...

ପୁଣି କୁସ୍ତିକୁ ଫେରିବେ ଭିନେଶ ଫୋଗାଟ

ନୂଆଦିଲ୍ଲୀ: ଭାରତ ଫେରିଛନ୍ତି ଷ୍ଟାର ରେସଲର ଭିନେଶ ଫୋଗାଟ। ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଜଣେ ଗୋଲ୍ଡ ମେଡାଲିଷ୍ଟଙ୍କୁ ଯେପରି ସ୍ୱାଗତ କରାଯାଏ, ଭିନେଶଙ୍କୁ ଠିକ୍ ସେହିପରି ସ୍ୱାଗତ କରାଯାଇଛି। ଫ୍ୟାନଙ୍କ ଏ ଭଲ ପାଇବା ଏବଂ ସମର୍ଥନ ଦେଖି
Read More...

ଇଣ୍ଡୋନେସିଆରେ ଏସିଆନ ବଡି ବିଲଡିଂ ବ୍ରୋଞ୍ଜ ମେଡାଲ ଜିତିଲେ ଓଡ଼ିଆ ପୁଅ ବାଦଲ

ଇଣ୍ଡୋନେସିଆ: ଏସିଆନ ବଡି ବିଲଡିଂ ଚାମ୍ପିଆନସିପରେ ଚମକିଲେ ଓଡ଼ିଆ ପୁଅ ବାଦଲ ବେହେରା। ବୌଦ୍ଧ ଜିଲ୍ଲାର ଏକ ସାଧାରଣ ଗାଁର ଗରିବ ଘରୁ ଇଣ୍ଡୋନେସିଆର ବାତମସିଟି ପର୍ଯ୍ୟନ୍ତ ଲମ୍ବା ଯାତ୍ରାରେ ବାଦଲ ସଫଳତା ପାଇଛନ୍ତି। ବଡି ବିଲଡିଂ ଚାମ୍ପିଆନସିପରେ ବାଦଲ ବ୍ରୋଞ୍ଜ ମେଡାଲ ବିଜୟୀ ହୋଇ ସମଗ୍ର
Read More...

ଆନ୍ତର୍ଜାତିକ ବ୍ୟାଡମିଂଟନ୍ ଚାମ୍ପିଅନ୍‌ସିପ୍‌ରେ ଭାଗ ନେବେ ସୋଆ ଛାତ୍ର

ଭୁବନେଶ୍ୱର, ୧୬/୦୮: ଆସନ୍ତା ଅଗଷ୍ଟ ୨୦ ରୁ ୨୫ ତାରିଖ ପର୍ଯ୍ୟନ୍ତ ଇଣ୍ଡୋନେସିଆର ପେକାନ୍‌ବାରୁ ସିଟି ସହରରେ ଆୟୋଜିତ ହେବାକୁ ଥିବା ଇନ୍‌ଟରନ୍ୟାସ୍‌ନାଲ୍ ଚ୍ୟାଲେଞ୍ଜ ପ୍ରତିଯୋଗିତାରେ ଭାଗ ନେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଇଞ୍ଜିନିୟରିଂ ଛାତ୍ର ଅମ୍ରିତ୍ ମହାନ୍ତି।ସୋଆ ପରିଚାଳିତ
Read More...

ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ

ଭୁବନେଶ୍ବର: ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ। ପ୍ୟାରିସରେ ନିଜ ଦେଶ ସହ ରାଜ୍ୟକୁ ଗୌରବାନ୍ବିତ କରିବା ପରେ ଓଡ଼ିଶା ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭାରତୀୟ ହକି ଦଳର ଓଡ଼ିଆ ଡିଫେଣ୍ଡର। ଆଜି ସକାଳେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ
Read More...

ମଉଳିଲା ଭିନେଶଙ୍କ ମେଡାଲ ଆଶା

ନ୍ୟୁଜ୍ ବ୍ୟୁରୋ: ମଉଳିଲା ମେଡାଲ ଆଶା। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଫାଇନାଲରୁ ଅଯୋଗ୍ୟ ଘୋଷଣା ପରେ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରୌପ୍ୟ ପଦକ ପାଇଁ ଶୁଣାଣି ହେବାର ଥିଲା। ଅଧୁରା ରହିଲା ବିନେଶ ଫୋଗଟଙ୍କ ରୌପ୍ୟ ପଦକ ସ୍ବପ୍ନ। ଶେଷ ପ୍ରୟାସ ଓ ଆଶା ମଧ୍ୟ ବ୍ୟର୍ଥ ଯାଇଛି। ଭାରତୀୟ
Read More...

କୁସ୍ତି ମୋଠୁ ଜିତିଗଲା ମୁଁ ହାରିଗଲି, ଅଲବିଦା କୁସ୍ତି : ଭିନେଶ ଫୋଗାଟ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲରେ ଅଯୋଗ୍ୟ ଘୋଷଣା ହେବା ପରେ କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି ଭିନେଶ। ଭିନେଶ ଫୋଗେଟ୍ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟ ମାଧ୍ୟମରେ ସୂଚନା
Read More...

ହକିରେ ଭାରତ ଜିତିଲା ବ୍ରୋଞ୍ଜ

ପ୍ୟାରିସ୍: ଇତିହାସ ରଚିଲା ଭାରତୀୟ ହକି ଟିମ୍ ସ୍ପେନକୁ ହରାଇ ଜିତିଲା ଐତିହାସିକ ବ୍ରୋଞ୍ଜ ମେଡାଲ ମ୍ୟାଚର ୩୦ ଏବଂ ୩୩ ତମ ମିନିଟରେ ଗୋଲ ସ୍କୋର କରିଥିଲେ ଭାରତୀୟ କ୍ୟାପଟେନ। ଦୁଇଟି ଗୋଲ କରିଛନ୍ତି ଅଧିନାୟକ ହରମନପ୍ରିତ ସିଂ। ହରମନପ୍ରୀତ ସିଂଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ପ୍ୟାରିସ
Read More...

ଭିନେଶ ଫୋଗାଟ୍‌ ଅସୁସ୍ଥ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ହେବାକୁ ଥିବା ଫାଇନାଲ ମ୍ୟାଚରେ ଭାଗ ନେବା ପୂର୍ବରୁ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ୍ ଅଯୋଗ୍ୟ ହେବା ପରେ ଅସୁସ୍ଥ ହୋଇପଡିଛନ୍ତି ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ୍। ଅଯୋଗ୍ୟ ଘୋଷିତ ହେବା ଶୁଣିବା ପରେ ସେ ବେହୋସ ହୋଇପଡିବାରୁ ତାଙ୍କୁ ହସପିଟାଲରେ
Read More...

ଫାଇନାଲରେ ଭିନେଶ ଫୋଗାଟ

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ଫାଇନାଲରେ ପହଞ୍ଚି ଇତିହାସ ରଚିଛନ୍ତି ଭିନେଶ ଫୋଗାଟ। ଭାରତ ପାଇଁ ପଦକ ପକ୍କା କଲେ ଭିନେଶ। ସେମିଫାଇନାଲ ଜିତି ଫାଇନାଲରେ କଲେ ପ୍ରବେଶ। ୫୦ କେଜି ଏକକ ମହିଳା ଫ୍ରି-ଷ୍ଟାଇଲ କୁସ୍ତି ବର୍ଗରେ ଖେଳୁଛନ୍ତି ଭିନେଶ।ସେମି ଫାଇନାଲରେ ୟୁସନେଲିସ୍
Read More...