ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category

ଖେଳ

ପ୍ୟାରିସ ଅଲିମ୍ପିକ୍ସ ଫାଇନାଲରେ ନୀରଜ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ଜାଭେଲିନ ଥ୍ରୋ ଇଭେଣ୍ଟରେ ଫାଇନାଲକୁ ପ୍ରବେଶ କଲେ ନୀରଜ । ଅଲିମ୍ପିକ୍ସ ଜାଭେଲିନ୍‌ ଥ୍ରୋରେ ଫାଇନାଲରେ ମଙ୍ଗଳବାର ନୀରଜ ଚୋପ୍ରା ପହଞ୍ଚିଛନ୍ତି। ନୀରଜ ଦେଶକୁ ଗୌରାବନ୍ୱିତ କରିଛନ୍ତି। ସେ ପ୍ରଥମ ପ୍ରୟାସରେ
Read More...

ପ୍ୟାରିସ ଅଲମ୍ପିକ୍ସରେ ଭାରତକୁ ୩ୟ ପଦକ ଦେଲେ ସ୍ଵପ୍ନିଲ କୁସାଲେ

ପ୍ୟାରିସ: ପ୍ୟାରିସ ଅଲମ୍ପିକ୍ସରେ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି। ଭାରତର ସୁଟର୍ ସ୍ଵପ୍ନିଲ କୁସାଲେ ପୁରୁଷ ୫୦ ମିଟର ରାଇଫଲ୍‌ସ ୩ ପୋସିସନରେ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଛନ୍ତି। ଥିସହିତ ଭାରତ ଅଲମ୍ପିକ୍ସରେ ତୃତୀୟ ପଦକ ମିଳିଛି, ଆଉ ଏହି ସମସ୍ତ ତିନି ପଦକ ସୁଟିଂରୁ ଆସିଛି।
Read More...

ଇତିହାସ ରଚିଲେ ମନୁ ଭାକର

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଶୁଟର ମନୁ ଭାକର। ମନୁ ଭାକର ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ରେ ଦ୍ୱିତୀୟ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏଥର ମନୁ ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ଇଭେଣ୍ଟରେ ବ୍ରୋଞ୍ଜ ଜିତିଛନ୍ତି। ଏହି ଇଭେଣ୍ଟରେ ମନୁଙ୍କ ସହ ସରବଜୋତ ସିଂଙ୍କୁ
Read More...

ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ପ୍ରଥମ ପଦକ ଆଣିଲେ ମନୁ ଭାକର

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଶୁଟର ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମହିଳା ଏକକ ବର୍ଗରେ ଫାଇନାଲ୍‌ରେ ଜିଛନ୍ତି ବ୍ରୋଞ୍ଜ ମେଡାଲ। ଗତ ୨୦ ବର୍ଷରେ ଏକ ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ
Read More...

ସର୍ବଭାରତୀୟ ଭାରୋତ୍ତୋଳନରେ ଗୋଲ୍ଡ ମେଡାଲ ହାସଲ କଲେ ଓଡ଼ିଆ ପୁଅ ରୋହିତ

ନୂଆଦିଲ୍ଲୀ: ସର୍ବଭାରତୀୟ ସ୍ତରରେ ଓଡ଼ିଆ ପୁଅ ନିଜର କମାଲ ଦେଖାଇଛନ୍ତି। ଜାତୀୟସ୍ତରୀୟ ଭାରୋତ୍ତୋଳନରେ ଗୋଲ୍ଡ ମେଡାଲ ହାସଲ କରିଛନ୍ତି ରାଉରକେଲାର ୧୭ ବର୍ଷୀୟ ରୋହିତ ରାଜ ଭଟ୍ଟ। ଦିଲ୍ଲୀରେ ଆୟୋଜିତ ଜାତୀୟସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୋଲ୍ଡ ମେଡାଲ ଜିତିଛନ୍ତି ରୋହିତ। ଦିଲ୍ଲୀ
Read More...

ରାଜ୍ୟ କ୍ରୀଡା ପୁରସ୍କାରରୁ ହଟିଲା ବିଜୁ ପଟ୍ଟନାୟକଙ୍କ ନାମ

ଭୁବନେଶ୍ବର: ରାଜ୍ୟ କ୍ରୀଡା ପୁରସ୍କାରରୁ ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। ଏହା ବଦଳରେ କ୍ରୀଡା ପୁରସ୍କାରର ନାମ “ଓଡିଶା ରାଜ୍ୟ କ୍ରୀଡା ପୁରସ୍କାର ସମ୍ମାନ” ବୋଲି ଘୋଷଣା କରିଛି କ୍ରୀଡା ବିଭାଗ। ତେବେ ପ୍ରତିଭାବାନ କ୍ରୀଡାବିତମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୨୦୦୧ରୁ
Read More...

ରୌପ୍ୟ ପଦକ ବିଜୟୀ ରୋନିତ୍‌ଙ୍କୁ ଜିଲ୍ଲାପାଳଙ୍କ ଶୁଭେଛା

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ଉଦୀୟମାନ ପାୱାର ଲିଫ୍‌ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍‌ଟିଙ୍ଗ୍
Read More...

ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ହେଲେ ସମୀର ଦେ

କଟକ: ଫୁଟବଲ ଆସୋସିଏସନ ଅଫ୍ ଓଡ଼ିଶା (ଫାଓ)ର ସଭାପତି ଭାବେ ନିଯୁକ୍ତ ହେଲେ ସମୀର ଦେ ।ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। କୌଣସି ପ୍ରତିଦ୍ୱନ୍ଦୀ ନଥିବାରୁ ନିର୍ବାଚନ ପୂର୍ବରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସମୀର ଦେ । ଏହା ସହିତ ସମ୍ପାଦକ ଭାବେ
Read More...

ତୃତୀୟ ଟି ୨୦ ଜିତିଲା ଭାରତ

ନ୍ୟୁଜ୍ ବ୍ୟୁରୋ: ତୃତୀୟ ଟି ୨୦ ଜିତିଲା ଭାରତ। ବୁଧବାର ଅନୁଷ୍ଠିତ ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୩ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଅଗ୍ରଣୀଲାଭ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୧୮୨ ରନ କରିଥିବାବେଳେ ଜିମ୍ବାଓ୍ବେ
Read More...

ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍

ନୂଆଦିଲ୍ଲୀ: ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ବିସିସିଆଇ ସଂପାଦକ ଜୟ ଶାହ ଆଜି ଏହି ଘୋଷଣା କରିଛନ୍ତି। ଗମ୍ଭୀର ଟିମ ଇଣ୍ଡିଆର ନୂଆ କୋଚ ଭାବେ ଦାୟିତ୍ବ ନେବା ନେଇ ଏକ୍ସରେ ସୂଚନା ଦେଲେ ବିସିସିଆଇ ସଚିବ ଜୟ ଶାହା । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସରିଥିବାବେଳେ
Read More...