ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category

ଖେଳ

ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ପ୍ରଥମ ପଦକ ଆଣିଲେ ମନୁ ଭାକର

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଶୁଟର ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମହିଳା ଏକକ ବର୍ଗରେ ଫାଇନାଲ୍‌ରେ ଜିଛନ୍ତି ବ୍ରୋଞ୍ଜ ମେଡାଲ। ଗତ ୨୦ ବର୍ଷରେ ଏକ ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ
Read More...

ସର୍ବଭାରତୀୟ ଭାରୋତ୍ତୋଳନରେ ଗୋଲ୍ଡ ମେଡାଲ ହାସଲ କଲେ ଓଡ଼ିଆ ପୁଅ ରୋହିତ

ନୂଆଦିଲ୍ଲୀ: ସର୍ବଭାରତୀୟ ସ୍ତରରେ ଓଡ଼ିଆ ପୁଅ ନିଜର କମାଲ ଦେଖାଇଛନ୍ତି। ଜାତୀୟସ୍ତରୀୟ ଭାରୋତ୍ତୋଳନରେ ଗୋଲ୍ଡ ମେଡାଲ ହାସଲ କରିଛନ୍ତି ରାଉରକେଲାର ୧୭ ବର୍ଷୀୟ ରୋହିତ ରାଜ ଭଟ୍ଟ। ଦିଲ୍ଲୀରେ ଆୟୋଜିତ ଜାତୀୟସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୋଲ୍ଡ ମେଡାଲ ଜିତିଛନ୍ତି ରୋହିତ। ଦିଲ୍ଲୀ
Read More...

ରାଜ୍ୟ କ୍ରୀଡା ପୁରସ୍କାରରୁ ହଟିଲା ବିଜୁ ପଟ୍ଟନାୟକଙ୍କ ନାମ

ଭୁବନେଶ୍ବର: ରାଜ୍ୟ କ୍ରୀଡା ପୁରସ୍କାରରୁ ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। ଏହା ବଦଳରେ କ୍ରୀଡା ପୁରସ୍କାରର ନାମ “ଓଡିଶା ରାଜ୍ୟ କ୍ରୀଡା ପୁରସ୍କାର ସମ୍ମାନ” ବୋଲି ଘୋଷଣା କରିଛି କ୍ରୀଡା ବିଭାଗ। ତେବେ ପ୍ରତିଭାବାନ କ୍ରୀଡାବିତମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୨୦୦୧ରୁ
Read More...

ରୌପ୍ୟ ପଦକ ବିଜୟୀ ରୋନିତ୍‌ଙ୍କୁ ଜିଲ୍ଲାପାଳଙ୍କ ଶୁଭେଛା

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ଉଦୀୟମାନ ପାୱାର ଲିଫ୍‌ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍‌ଟିଙ୍ଗ୍
Read More...

ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ହେଲେ ସମୀର ଦେ

କଟକ: ଫୁଟବଲ ଆସୋସିଏସନ ଅଫ୍ ଓଡ଼ିଶା (ଫାଓ)ର ସଭାପତି ଭାବେ ନିଯୁକ୍ତ ହେଲେ ସମୀର ଦେ ।ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। କୌଣସି ପ୍ରତିଦ୍ୱନ୍ଦୀ ନଥିବାରୁ ନିର୍ବାଚନ ପୂର୍ବରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସମୀର ଦେ । ଏହା ସହିତ ସମ୍ପାଦକ ଭାବେ
Read More...

ତୃତୀୟ ଟି ୨୦ ଜିତିଲା ଭାରତ

ନ୍ୟୁଜ୍ ବ୍ୟୁରୋ: ତୃତୀୟ ଟି ୨୦ ଜିତିଲା ଭାରତ। ବୁଧବାର ଅନୁଷ୍ଠିତ ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୩ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଅଗ୍ରଣୀଲାଭ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୧୮୨ ରନ କରିଥିବାବେଳେ ଜିମ୍ବାଓ୍ବେ
Read More...

ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍

ନୂଆଦିଲ୍ଲୀ: ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ବିସିସିଆଇ ସଂପାଦକ ଜୟ ଶାହ ଆଜି ଏହି ଘୋଷଣା କରିଛନ୍ତି। ଗମ୍ଭୀର ଟିମ ଇଣ୍ଡିଆର ନୂଆ କୋଚ ଭାବେ ଦାୟିତ୍ବ ନେବା ନେଇ ଏକ୍ସରେ ସୂଚନା ଦେଲେ ବିସିସିଆଇ ସଚିବ ଜୟ ଶାହା । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସରିଥିବାବେଳେ
Read More...

ଓଡ଼ିଶା ଫୁଟୁବଲ ଆସୋସିଏସନ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ

କଟକ: ଓଡ଼ିଶା ଫୁଟୁବଲ ଆସୋସିଏସନ(ଫାଓ) ସଭାପତି ପଦରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବା ସୂଚନା ଦେଇଛନ୍ତି। ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଉଛି ବୋଲି (ଫାଓ) ସମ୍ପାଦକଙ୍କୁ ଚିଠିରେ
Read More...

ଦକ୍ଷିଣ ଆଫ୍ରିକାରେ ବିଶ୍ୱ ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ ସିଂ

ରାଉରକେଲା: ବିଶ୍ୱ ରେକର୍ଡ କଲେ ରାଉରକେଲା ପୁଅ ସୁମିତ ସିଂ। ଦକ୍ଷିଣ ଆଫ୍ରିକାରେ ଚମକିଲେ ଓଡ଼ିଆ ପୁଅ ସୁମିତ ସିଂ । ୯୭ ତମ କୋମରେଡ଼ ମାରାଥନରେ ସାମିଲ ହୋଇ ପଦକ ଜିତିବା ସହ ଦେଶ ଓ ରାଜ୍ୟର ନାମକୁ ଗର୍ବିତ କରାଇଛନ୍ତି। ୧୨ ଘଣ୍ଟାରେ ୬୮.୦୪ କିଲୋମିଟ ଅତିକ୍ରମ କରି ଗିନିଜ ବୁକ ଅଫ ରେକର୍ଡରେ
Read More...

କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ୟାରିସ୍ ଅଲମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା  କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ
Read More...