ପ୍ରମୁଖ ଖବର

ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା: ତୀବ୍ରତା ୪.୩
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ
Browsing Category

ଖେଳ

ଇଂଲଣ୍ଡକୁ ୬୯ ରନରେ ହରାଇଲା ଆଫଗାନିସ୍ତାନ

ନୂଆଦିଲ୍ଲୀ:  ବିଶ୍ବକପ୍ କ୍ରିକେଟର ଆଫଗାନିସ୍ତାନ ଦଳ ବିଶ୍ବ ଚାମ୍ପିଅନ ଇଂଲଣ୍ଡକୁ ୬୯ ରନରେ ହରାଇଦେଇଛି । ଆଫଗାନିସ୍ତାନ ଦ୍ବାରା ରଖାଯାଇଥିବା ୨୮୫ ରନ ଜବାବରେ ଇଂଲଣ୍ଡ ୨୧୫ ରନ କରି ଅଲଆଉଟ ହୋଇଯାଇଛି । ହେନେରି ବ୍ରୁକଙ୍କ ବ୍ୟତୀତ ଦଳର ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଆଫଗାନ ବୋଲରଙ୍କ
Read More...

ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଦ୍ବିତୀୟ ମ୍ୟାଚରେ ଭାରତର ବୃହତ୍ତ ବିଜୟ। ୮ ୱିକେଟରେ ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ସହ ୫୦ ଓଭରରେ ୨୭୨ ରନ କରିବାରେ ସମର୍ଥ ହୋଇଥିଲା ଆଫଗାନିସ୍ତାନ । ତେବେ ୨୭୩ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅତି
Read More...

ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ
Read More...

ଭାରତୀୟ ହକି ଟିମର ପ୍ରତି ଖେଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖୋଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖେଳାଳିଙ୍କ ସହ ଦଳର ଅନ୍ୟ ସପୋର୍ଟ ଷ୍ଟାଫଙ୍କ ଲାଗି ମଧ୍ୟ ୫ ଲକ୍ଷ ଟଙ୍କା
Read More...

ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର

ଚାଇନା: ଇତିହାସ ରଚିଲେ କିଶୋର ଜେନା। ଏସୀୟ କ୍ରୀଡ଼ାରେ ଜିତିଲେ ରୌପ୍ୟ। ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ଜିତିଛି ଭାରତ । ଭାରତର ଖେଳାଳି ନୀରଜ ଚୋପ୍ରା ପୁଣି ଥିରେ ଚାମ୍ପିଅନ ପ୍ରଦର୍ଶନ କରି ସ୍ବର୍ଣ୍ଣ ହାତେଇଚନ୍ତି। ସେ ୮୮.୮୮ ମିଟର ଦୂରକୁ ଜାଭେଲିନ ଫିଙ୍ଗି ସ୍ବର୍ଣ୍ଣ
Read More...

ସୋଆରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ସ୍କୁଲ ଚେସ୍ ଚାମ୍ପିଅନ୍‌ସିପ୍ ଆରମ୍ଭ

ଭୁବନେଶ୍ୱର , ସେପ୍ଟେମ୍ବର ୦୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦୁଇ ଦିନିଆ ଅଲ୍ ଓଡ଼ିଶା ସ୍କୁଲ୍ ଚେସ୍‌ ଚାମ୍ପିଅନ୍‌ସିପର ଶୁଭାରମ୍ଭ ହୋଇଥିବା ବେଳେ ଏହି ପ୍ରତିଯୋଗିତାରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଉଛନ୍ତି । ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ (ଏଓସିଏ) ଦ୍ୱାରା ଆୟୋଜିତ
Read More...

ସିନିୟର ନ୍ୟାସ୍‌ନାଲ୍ ଟେବୁଲ୍ ଟେନିସ୍ ଚାମ୍ପିଅନ୍‌ସିପ୍‌ରେ ସୋଆ ଆଇନ୍ ଛାତ୍ରୀଙ୍କ ପ୍ରତିନିଧିତ୍ୱ

ଭୁବନେଶ୍ୱର, ୨୦/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଇନ୍‌ଟିଗ୍ରେଟେଡ୍ ଲ’ର ତୃତୀୟ ବର୍ଷ ଛାତ୍ରୀ ସୁଶ୍ରୀ ପାୟଲ୍ ପାଣୀ ଜମ୍ମୁଠାରେ ସୋମବାର ଆରମ୍ଭ ହୋଇଥିବା ୮୪ତମ ସିନିୟର ନ୍ୟାସ୍‌ନାଲ୍ ଓ ଇନ୍‌ଟର ଷ୍ଟେଟ୍ ଟେବୁଲ ଟେନିସ
Read More...

ପୁଣି ଓଡ଼ିଶା ହାତେଇଛି ସ୍ପୋର୍ଟ୍ସ ଷ୍ଟାର ଆସେସ ଆଓ୍ବାର୍ଡ-୨୦୨୩

ମୁମ୍ବାଇ; ଓଡ଼ିଶାରେ ସଫଳ ଆୟୋଜନ ପରେ ଜାତୀୟ ସ୍ତରରେ ପ୍ରଶଂସା ଓ ପୁରସ୍କାର । କ୍ରୀଡ଼ାର ବିକାଶ ପାଇଁ ଲଗାତର ଚତୁର୍ଥ ଥର ପାଇଁ ଓଡ଼ିଶା ହାତେଇଛି ସ୍ପୋର୍ଟ୍ସ ଷ୍ଟାର ଆସେସ ଆଓ୍ବାର୍ଡ-୨୦୨୩ । ମୁମ୍ବାଇଠାରେ ସ୍ପୋର୍ଟ୍ସ ଷ୍ଟାର ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ
Read More...

ଟ୍ରାଇଥଲନ ପ୍ରତିଯୋଗିତାରେ ଜଣେ ଖେଳାଳୀଙ୍କ ମୃତ୍ୟୁ

ପୁରୀ: ପୁରୀ-କୋଣାର୍କ ରାସ୍ତାର ରାମଚଣ୍ଡୀଠାରେ ଚାଲିଥିବା ଟ୍ରାଇଥୋଲନ ପ୍ରତିଯୋଗିତାରେ ଭାଗ ନେଇଥିବା ଜଣେ ପ୍ରତିଯୋଗୀଙ୍କ ଆଜି ଅକାଳ ମୃତ୍ୟୁ ହୋଇଛି। ପ୍ରତିଯୋଗିତାରେ ଭାଗ ନେଇଥିବା ରାଜସ୍ଥାନ ଅଂଚଳର ନିତୀନ ସୋନିଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ; ଆୟୋଜିତ ପ୍ରତିଯୋଗିତାରେ
Read More...

ଶିକ୍ଷା ସହିତ କ୍ରୀଡାକୁ ଗୁରୁତ୍ୱ ଦେବା ଜରୁରୀ : ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଛାତ୍ରଛାତ୍ରୀମାନେ ପାଠପଢ଼ା ସହିତ ଖେଳରେ ମଧ୍ୟ ମନୋନିବେଶ କରିବା ଜରୁରୀ । ପାଠ ସହିତ ଖେଳ ସମାନ୍ତରାଳ ଭାବେ ନ ରହିଲେ ଛାତ୍ରଛାତ୍ରୀଙ୍କୁ ଅର୍ଦ୍ଧ ଶିକ୍ଷିତ କୁହାଯିବ ବୋଲି କହିଛନ୍ତି ପୂର୍ବତନ କ୍ରୀକେଟର ତଥା କମେଂଟେଟର୍ ଅରୁଣ ଲାଲ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...