ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
Browsing Category

ଖେଳ

ଡିସେମ୍ବର ୧୦ରୁ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ

ନୂଆଦିଲ୍ଲୀ: କ୍ରୀଡ଼ା ପ୍ରତିଭାଙ୍କୁ ଚିହ୍ନଟ କରିବା ଏବଂ ଯୁବ ଓ ଆଶାୟୀ ପାରା ଆଥଲେଟ୍‌ (ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌)ମାନଙ୍କୁ ଆଗକୁ ବଢ଼ିବାର ସୁଯୋଗ ପ୍ରଦାନ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ ଘୋଷଣା
Read More...

ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ପ୍ରବେଶ କଲା ଭାରତ

ମୁମ୍ବାଇ: ଚଳିତ ବିଶ୍ବକପରେ ସମସ୍ତ ମ୍ୟାଚ୍ ଜିତିବା ସହ ଫାଇନାଲରେ ପ୍ରବେଶ କରିଛି ଭାରତ। ନ୍ୟୁଜିଲାଣ୍ଡକୁ  ୭୦ ରନରେ ହରାଇଲା ରୋହିତ ବାହିନୀ । ମହମ୍ମଦ ସାମିଙ୍କ ଘାତ ବୋଲିଂ ଦଳକୁ ବିଜୟର ସ୍ବାଦ ଚଖାଇଛି । ସାମି ୭ଟି ଓ୍ବିକେଟ ଅକ୍ତିଆର କରିଛନ୍ତି । ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ
Read More...

ପ୍ରମୋଦଙ୍କୁ ୨ କୋଟି ଓ ସୌନ୍ଦର୍ଯ୍ୟଙ୍କୁ ଦେଢ଼ କୋଟିର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ପାରା ଗେମ୍ସରେ ପଦକ ଜିତି ଥିବା ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ତା’ ସହିତ ଉଭୟଙ୍କୁ ପୁରସ୍କାର ସ୍ୱରୂପ ପୂର୍ବରୁ ଘୋଷଣା କରିଥିବା ଅର୍ଥ ରାଶି ପ୍ରଦାନ କରିଛନ୍ତି। ପ୍ରମୋଦ ଭଗତଙ୍କୁ ୨
Read More...

ବାଂଲାଦେଶକୁ ୭ ଓ୍ବିକେଟରେ ପରାସ୍ତ କଲା ଟିମ୍ ଇଣ୍ଡିଆ

ପୁଣେ: ବାଂଲାଦେଶ ବିପକ୍ଷରେ ଭାରତର ବିଜୟ। ଗୁରୁବାର ପୁଣେରେ ଅନୁଷ୍ଠିତ ବିଶ୍ବକପର ଏକ ମ୍ୟାଚରେ ବାଂଲାଦେଶକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ । ବିରାଟ କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା (୪୮ରନ) ଓ ଶୁଭମନ ଗିଲ( ୫୩ ରନ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ
Read More...

ନ୍ୟାସ୍‌ନାଲ୍ ଗେମ୍ସରେ ପ୍ରତିନିଧିତ୍ୱ କରିବେ ସୋଆର ଫ୍ୟାକଲ୍ଟି ଓ ଦୁଇ ଛାତ୍ରୀ

ଭୁବନେଶ୍ୱର, ୧୯/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଜଣେ ଫ୍ୟାକଲ୍ଟି ଓ ଦୁଇ ଜଣ ଛାତ୍ରୀ ଆସନ୍ତା ଅକ୍ଟୋବର ୨୫ରୁ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଗୋଆ ଠାରେ ଆୟୋଜିତ ହେବାକୁ ଥିବା ୩୭ତମ ନ୍ୟାସ୍‌ନାଲ୍ ଗେମ୍ସରେ ମିନି ଗଲ୍ଫ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବେ । ଏହି
Read More...

ଇଂଲଣ୍ଡକୁ ୬୯ ରନରେ ହରାଇଲା ଆଫଗାନିସ୍ତାନ

ନୂଆଦିଲ୍ଲୀ:  ବିଶ୍ବକପ୍ କ୍ରିକେଟର ଆଫଗାନିସ୍ତାନ ଦଳ ବିଶ୍ବ ଚାମ୍ପିଅନ ଇଂଲଣ୍ଡକୁ ୬୯ ରନରେ ହରାଇଦେଇଛି । ଆଫଗାନିସ୍ତାନ ଦ୍ବାରା ରଖାଯାଇଥିବା ୨୮୫ ରନ ଜବାବରେ ଇଂଲଣ୍ଡ ୨୧୫ ରନ କରି ଅଲଆଉଟ ହୋଇଯାଇଛି । ହେନେରି ବ୍ରୁକଙ୍କ ବ୍ୟତୀତ ଦଳର ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଆଫଗାନ ବୋଲରଙ୍କ
Read More...

ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଦ୍ବିତୀୟ ମ୍ୟାଚରେ ଭାରତର ବୃହତ୍ତ ବିଜୟ। ୮ ୱିକେଟରେ ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ସହ ୫୦ ଓଭରରେ ୨୭୨ ରନ କରିବାରେ ସମର୍ଥ ହୋଇଥିଲା ଆଫଗାନିସ୍ତାନ । ତେବେ ୨୭୩ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅତି
Read More...

ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ
Read More...

ଭାରତୀୟ ହକି ଟିମର ପ୍ରତି ଖେଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖୋଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖେଳାଳିଙ୍କ ସହ ଦଳର ଅନ୍ୟ ସପୋର୍ଟ ଷ୍ଟାଫଙ୍କ ଲାଗି ମଧ୍ୟ ୫ ଲକ୍ଷ ଟଙ୍କା
Read More...

ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର

ଚାଇନା: ଇତିହାସ ରଚିଲେ କିଶୋର ଜେନା। ଏସୀୟ କ୍ରୀଡ଼ାରେ ଜିତିଲେ ରୌପ୍ୟ। ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ଜିତିଛି ଭାରତ । ଭାରତର ଖେଳାଳି ନୀରଜ ଚୋପ୍ରା ପୁଣି ଥିରେ ଚାମ୍ପିଅନ ପ୍ରଦର୍ଶନ କରି ସ୍ବର୍ଣ୍ଣ ହାତେଇଚନ୍ତି। ସେ ୮୮.୮୮ ମିଟର ଦୂରକୁ ଜାଭେଲିନ ଫିଙ୍ଗି ସ୍ବର୍ଣ୍ଣ
Read More...