ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ
Browsing Category

ଖେଳ

ଜାତୀୟ ମିନିଗଲ୍‌ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୧୮/୦୩: ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍‌ସିପ୍‌ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି ।
Read More...

ଜୟପୁରରେ ଉଦ୍‌ଘାଟିତ ହେଲା ସ୍ପୋର୍ଟସ କମ୍ପ୍ଲେକ୍ସ

କୋରାପୁଟ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଜୟପୁରର
Read More...

ସୋଆ କପ୍ କ୍ରୀଡା ଉତ୍ସବରେ କୃଷି ମହାବିଦ୍ୟାଳୟର ଗ୍ରୁପ୍ ଚାମ୍ପିଅନ୍

ଭୁବନେଶ୍ୱର , ୯ ମାର୍ଚ୍ଚ : ଗୁରୁବାର ଉଦ୍‌ଯାପିତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ବାର୍ଷିକ ସୋଆ କପ୍ କ୍ରୀଡ଼ା ପ୍ରତିଯୋଗିତାରେ ଏହା ଦ୍ୱାରା ପରିଚାଳିତ ୧୦ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିଲେ । ଏଥିରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)
Read More...

୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅର୍ଥାତ ଶୁକ୍ରବାର ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି। ଏଥିରେ ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସାମିଲ ରହିଛି। ମୁଖ୍ୟମନ୍ତ୍ରୀ ଏହାସହ
Read More...

ଓଡିଶା ମିନିଗଲ୍‌ଫ୍ ଟିମ୍ ରେ ସୋଆର ୬ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ମନୋନୀତ

ଭୁବନେଶ୍ୱର, ୧୫/୦୨: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ର ଛଅ ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ଆସନ୍ତା ମାର୍ଚ୍ଚ ମାସ ୩ ତାରିଖ ରୁ ୬ ତାରିଖ ପର୍ଯ୍ୟନ୍ତ ନାଗପୁରଠାରେ ଆୟୋଜିତ ହେବାକୁ ଥିବା ଜାତୀୟ ପୁରୁଷ ଓ ମହିଳା ମିନି ଗଲ୍ଫ ଚାମ୍ପିଅନ୍‌ସିପ୍‌ରେ ଭାଗ ନେବା ନିମନ୍ତେ
Read More...

ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉଦ୍‌ଯାପିତ

ଭୁବନେଶ୍ୱର, ଫେବୃୟାରୀ ୦୫: ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉତ୍ସବ ଏ’ ବର୍ଗରେ ଗ୍ରାଣ୍ଡ ମାଷ୍ଟର ( ଜିଏମ୍‌) ସାୟନ୍ତନ ଦାସ (୨୫୨୪) ଚାମ୍ପିଅନ ହୋଇଛନ୍ତି । ସେ ସର୍ବାଧିକ ୮ ପଏଂଟ୍ ସହ ପ୍ରଥମ ସ୍ଥାନ ହାସଲ କରିଥିଲେ । ଜିଏମ୍ ଦୀପ୍ତାୟନ ଘୋଷ (୨୫୬୮) ୭.୫ ପଏଂଟ୍ ସହ
Read More...

ସୋଆରେ ଆରମ୍ଭ ହେଲା ଇଂଟରନ୍ୟାସନାଲ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଫେଷ୍ଟିଭାଲ

ଭୁବନେଶ୍ୱର: ରବିବାର ସୋଆ ବିଶ୍ୱବିଦ୍ୟାଳୟରେ ପ୍ରଥମ ସୋଆ ଇଂଟରନ୍ୟାସନାଲ ଗ୍ରାଣ୍ଡ ମାଷ୍ଟର୍ସ ଚେସ ଫେଷ୍ଟିଭାଲ ଆରମ୍ଭ ହୋଇଯାଇଛି । ଏଥିରେ ୧୨ଟି ଦେଶରୁ ଭାଗ ନେଉଥିବା ଚେସ ଖେଳାଳୀ ମାନଙ୍କ ମଧ୍ୟରେ ୯ ଜଣ ଗ୍ରାଣ୍ଡ ମାଷ୍ଟର ଓ ୨୨ ଜଣ ଇଂଟରନ୍ୟାସନାଲ ମାଷ୍ଟର ରହିଛନ୍ତି । ଏହି
Read More...

ସୋଆରେ ହେବ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ

ଭୁବନେଶ୍ବର; ଜାନୁଆରୀ ୨୮ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ସୋଆ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବରେ ୯ ଜଣ ଗ୍ରାଣ୍ଡ ମାଷ୍ଟର ଓ ୨୪ ଜଣ ଇନ୍‌ଟରନ୍ୟାସ୍‌ନାଲ୍ ମାଷ୍ଟର ସାମିଲ ହେବେ ବୋଲି ଗୁରୁବାର ଆୟୋଜକମାନେ ସୂଚନା ଦେଇଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...

ଓଡ଼ିଆ ପୁଅ ଦକ୍ଷିଣଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆର ମ୍ୟାନେଜର

ଭୁବନେଶ୍ବର: ଭାରତୀୟ କ୍ରିକେଟ ଦଳର ମ୍ୟାନେଜର ଦାୟିତ୍ବ ତୁଲାଉଛନ୍ତି ଓଡ଼ିଆ ପୁଅ ଶତବୀର ସିଂହ ରିୟର । ଭାରତର ସାଉଥ ଆଫ୍ରିକା ଗସ୍ତରେ ଟିମ୍ ଇଣ୍ଡିଆକୁ କଂଟ୍ରୋଲ କରିବେ ମାଲକାନଗିରି ଜିଲ୍ଲାର କ୍ରିକେଟର ସତବୀର ସିଂ ରାଏର ଓରଫ ପପ୍ପୁ ସିଂ । ଚଳିତ ସାଉଥ ଆଫ୍ରିକା ଟେଷ୍ଟ ସିରିଜ ଲାଗି
Read More...

ଡିସେମ୍ବର ୧୦ରୁ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ

ନୂଆଦିଲ୍ଲୀ: କ୍ରୀଡ଼ା ପ୍ରତିଭାଙ୍କୁ ଚିହ୍ନଟ କରିବା ଏବଂ ଯୁବ ଓ ଆଶାୟୀ ପାରା ଆଥଲେଟ୍‌ (ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌)ମାନଙ୍କୁ ଆଗକୁ ବଢ଼ିବାର ସୁଯୋଗ ପ୍ରଦାନ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ ଘୋଷଣା
Read More...