Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ
Browsing Category
Today’s Highlight
ଦଳାଚକଟାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା
ଭୁବନେଶ୍ଵର: ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି!-->…
Read More...
Read More...
ଆଇନମନ୍ତ୍ରୀ କହିଲେ ଭିଡ଼ ନିୟନ୍ତ୍ରଣରେ ପୋଲିସ ବିଫଳ
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିର ଆଗରେ ଦଳା ଚକଟାରେ ଚାଲିଗଲା ୩ ଜଣ ଶ୍ରଦ୍ଧାଳୁଙ୍କ ଜୀବନ। ଯାହାକୁ ନେଇ ସାରା ବିଶ୍ବରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଛି ଉଦବେଗ। ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବହେଳା ପାଇଁ ସେ ପୋଲିସ ପ୍ରଶାସନକୁ!-->…
Read More...
Read More...
ପୁରୀରେ ଦଳାଚକଟା ଘଟଣାରେ ବଦଳିଲେ ଜିଲାପାଳ ଓ ଏସପି
ଭୁବନେଶ୍ବର: ପୁରୀରେ ଦଳାଚକଟା ଘଟଣାରେ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍ପି!-->…
Read More...
Read More...
ପୁରୀ ଅଘଟଣ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା। ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ପୁରୀ ଅଘଟଣ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା!-->…
Read More...
Read More...
ପୁରୀରେ ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ
ପୁରୀ: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ତୃତୀୟ ଦିନରେ ଏକ ବଡ ଧରଣର ଅଘଟଣ ଘଟିଛି ।ଠେଲାପେଲାରେ ଦଳାଚକଟା କାରଣରୁ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା। ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇ ଏଭଳି ଅଘଟଣ ଘଟିଥିବା ଜଣାପଡିଛି।ଅଧିକ ଭକ୍ତଙ୍କ ଉପସ୍ଥିତିରୁ ଠେଲାପେଲା!-->…
Read More...
Read More...
ତିନି ଭଉଣୀଙ୍କ ଉପରେ ଚଢ଼ିଗଲା ଆମ ବସ୍
ପିପିଲି: ଅଧା ରହିଗଲା ଜଗା ଦର୍ଶନ। ପୁରୀ ଜିଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣା ଘଟିଛି। ଆମ ବସ୍ ଧକ୍କାରେ ଚାଲି ଯାଇଛି ତିନି ଭଉଣୀଙ୍କ ଜୀବନ । ପିପିଲି ଓଭର ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି।
ମିଳିଥିବା ସୂଚନା ମୁତାବକ, ଏକ ସ୍କୁଟିରେ ଭୁବନେଶ୍ବରରୁ ୩ଜଣ ଯୁବତୀ!-->!-->!-->…
Read More...
Read More...
୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,
ଜୁଲାଇ ୩ ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ବାଂଲାଦେଶ , ପଶ୍ଚିମବଙ୍ଗ ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ ଓ ତାହା ପରବର୍ତ୍ତୀ ଦିନ ଅର୍ଥାତ୍ ୩୦ ତାରିଖ ରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା!-->!-->!-->…
Read More...
Read More...
ପରାଗ ଜୈନ ହେଲେ ନୂଆ ର’ ମୁଖ୍ୟ
ନୂଆଦିଲ୍ଲୀ: ବରିଷ୍ଠ ଭାରତୀୟ ପୁଲିସ ସେବା(ଆଇପିଏସ) ଅଧିକାରୀ ପରାଗ ଜୈନଙ୍କୁ ଭାରତୀୟ ଗୁଇନ୍ଦା ସଂସ୍ଥା ର’ (ଅନୁସନ୍ଧାନ ଓ ବିଶ୍ଳେଷଣ ସଂସ୍ଥା)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ୧୯୮୯ ବ୍ୟାଚ ଆଇପିଏସ ଅଫିସର ପରାଗ ଜୈନ ଆସନ୍ତା ୨ ବର୍ଷ ଲାଗି ଏହି ଗୁରୁତ୍ବପୂର୍ଣ୍ମ ପଦ ସମ୍ଭାଳିବେ। ଗତ!-->…
Read More...
Read More...
ପରଲୋକରେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି ଜରିୱାଲା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ମଡେଲ ଶେଫାଳୀ ଜରିୱାଲାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ବିଗବସ ଫେମ ତଥା ‘କାଣ୍ଟା ଲଗା ଗାର୍ଲ’ ଭାବରେ ଜଣାଶୁଣା ଅଭିନେତ୍ରୀ ଶେଫାଲି ଜରିୱାଲାଙ୍କ ମୃତ୍ୟୁ ହୋଇଛି। ମାତ୍ର ୪୨ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ବିଳମ୍ବିତ ରାତିରେ ନିଜ!-->…
Read More...
Read More...
ଶରଧାବାଲିରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୌତମ ଆଦାନୀ
ପୁରୀ: ଓଡ଼ିଶାରେ ପହଞ୍ଚିଛନ୍ତି ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ। ଆଜି ରଥାରୂଢ ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି କୋଟିପତି ବ୍ୟବସାୟୀ ଗୌତମ ଆଦାନୀ। ଗତକାଲି ଠାରୁ ଆରମ୍ଭ ହୋଇଥିବା ପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଆରମ୍ଭରେ ଆଦାନୀ ସପରିବାରେ ସାମିଲ ହୋଇଛନ୍ତି।
!-->!-->…
Read More...
Read More...