Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category
ଶିକ୍ଷା
ଏନସିଇଆରଟିର ୮ମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ସୁପ୍ରିମକୋର୍ଟର ଅସନ୍ତୋଷ
ନ୍ୟୁଜ୍ ବ୍ୟୁରୋ: ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ର ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକକୁ ନେଇ ଭାରତ ସର୍ବୋଚ୍ଚ ନ୍ୟାୟାଳୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଠ୍ୟପୁସ୍ତକରେ ନ୍ୟାୟପାଳିକା ସମ୍ପର୍କିତ କିଛି ବିଷୟବସ୍ତୁ ଉପରେ ଆପତ୍ତି ଉଠିବା ପରେ,!-->…
Read More...
Read More...
ଆଜିଠୁ ପରୀକ୍ଷା ପରିଚାଳନା ହବ୍କୁ ଯିବ +୨ ପ୍ରଶ୍ନପତ୍ର
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଥିଓରୀ ପରୀକ୍ଷା ଆସନ୍ତା ୧୮ରୁ ଆରମ୍ଭ ହେବ। ଶୁକ୍ରବାରଠାରୁ ପ୍ରଶ୍ନପତ୍ର ପରିଷଦ ମୁଖ୍ୟାଳୟରୁ ୩୦ ଜିଲାରେ ଥିବା ପରୀକ୍ଷା ପରିଚାଳନା ହବ୍କୁ ପଠାଯିବ। ବସ୍ରେ ସଶସ୍ତ୍ର ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ପଠାଯିବା!-->…
Read More...
Read More...
ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍, ୧୦ ଲକ୍ଷ ଜରିମାନା
ଭୁବନେଶ୍ଵର: ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷାକୁ ସ୍ୱଚ୍ଛ ଓ କପିମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କପି ରୋକିବା ପାଇଁ ପ୍ରଥମ ଥର ପରୀକ୍ଷା!-->…
Read More...
Read More...
ଫେବୃଆରି ୧୯ରୁ ମାଟ୍ରିକ ପରୀକ୍ଷା
ଭୁବନେଶ୍ଵର: ଫେବୃଆରି ୧୯ରୁ ହେବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି!-->…
Read More...
Read More...
ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ମେ ମାସରେ ପ୍ରବେଶିକା ପରୀକ୍ଷା ହେବା ନେଇ ଜଣାପଡ଼ିଛି। ପୂର୍ବରୁ ପ୍ରକାଶିତ ସରକାରୀ କାର୍ଯ୍ୟସୂଚୀ ଅନୁଯାୟୀ, ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଲିଙ୍କ୍ ମାର୍ଚ୍ଚ ୨୬!-->…
Read More...
Read More...
୭୨ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ
ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ। ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦!-->…
Read More...
Read More...
ଓଜେଇଇ -୨୦୨୬, ଜାନୁଆରୀ ୨୭ରୁ ଆବେଦନ ଆରମ୍ଭ
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଜାନୁଆରୀ ୨୭ ତାରିଖରୁ ବିଦ୍ୟାର୍ଥୀ ମାନେ ଅନ୍ଲାଇନରେ ଆବେଦନ କରିପାରିବେ।
ମାର୍ଚ୍ଚ ୨୬ ଆବେଦନର ଶେଷ!-->!-->!-->…
Read More...
Read More...
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର!-->…
Read More...
Read More...
ଜାନୁଆରୀ ୨୧ରେ ଓଏସ୍ଏସ୍ଟିଇଟି ପରୀକ୍ଷା
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍ଏସ୍ଟିଇଟି-୨୦୨୫) ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଆସନ୍ତା ୨୦୨୬ ଜାନୁଆରୀ ମାସ ୨୧ ତାରିଖରେ ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ଉକ୍ତ!-->…
Read More...
Read More...
ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ
ଭୁବନେଶ୍ୱର: ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କୃତ୍ରିମ ବୁଦ୍ଧିମତା ଅର୍ଥାତ ଏଆଇର ଦୃଶ୍ୟପଟ୍ଟ ସହ ତାଳ ଦେଇ ଓ ଓଡ଼ିଶାରେ ଏହାକୁ ଦୃଢ଼ୀଭୂତ କରାଇବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ୟୁନିଭର୍ସିଟି, ଓଡ଼ିଶା ସୋସାଇଟି ଅଫ୍ ଆମେରିକା (ଓସା) ଏବଂ ଆଇଆଇଟି!-->…
Read More...
Read More...