ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category

ଶିକ୍ଷା

ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, ୧୩/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ଡିଗ୍ରୀ ପ୍ରଦାନ କରାଯାଇଛି। ଆଇଏଏସ୍‌ର ୨୦୨୦-୨୦୨୪ ବ୍ୟାଚର ବିଏସ୍‌ସି
Read More...

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ

ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ
Read More...

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ। ସେହିପରି ୬୦୦ ଟଙ୍କା
Read More...

ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ଦିଆଯିବ ମାଗଣା କୋଚିଂ

ଭୁବନେଶ୍ବର: ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ଛାତ୍ରୀଛାତ୍ରଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର। ଏଥର ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ଏନେଇ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ନିଟ୍‌-ୟୁଜି ଜେଇଇ ପିଲାଙ୍କୁ ରାଜ୍ୟ ସରକାର ମାଗଣା କୋଚିଂ
Read More...

ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ନ ଲାଗିଲେ ବାତିଲ ହେବ ପରୀକ୍ଷା

ଭୁବନେଶ୍ବର: ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ଫାଇନାଲ ପରୀକ୍ଷା ପୂର୍ବରୁ ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି। ଏଥିସହ
Read More...

ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ ଦେବ ସ୍କୁଲ

କଟକ: ଗଣେଶ ପୂଜାରେ ମାଧ୍ୟମିକ ଶିକ୍ଷା ବୋର୍ଡର ବଡ଼ ଘୋଷଣା। ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ। ନବମରେ ପଢିଥିବା ପିଲାମାନଙ୍କ ଅନଲାଇନ ପଞ୍ଜିକରଣ ବ୍ୟବସ୍ଥା ରହିଛି। ବାପା, ମାଆଙ୍କ ନାଁ, ଜନ୍ମ ତାରିଖ ପରି ତଥ୍ୟ ପୋର୍ଟାଲରେ ଅପଲୋଡ଼ ହେବ ।
Read More...

ଆଇଟିଇଆର୍‌ରେ ଆୟୋଜିତ ହାକରୱାର ୫.୦ ରେ ୯୫ଟି ଟିମ୍‌ଙ୍କ ଯୋଗଦାନ

ଭୁବନେଶ୍ୱର, ସେପ୍ଟେମ୍ବର ୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ନିକଟରେ ଆୟୋଜିତ ୨୪ ଘଂଟିଆ ହାକରୱାର ୫.୦ ର ଶିକ୍ଷାନୁଷ୍ଠାନର ୫୮୦ ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ୯୫ଟି ଟିମ୍ ଭର୍ଚୁଆଲି ସାମିଲ
Read More...

ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ସ୍ନାତକୋତ୍ତର ଶିକ୍ଷା ବୈଧ ଯୋଗ୍ୟତା ନୁହେଁ : ସୁପ୍ରିମକୋର୍ଟ

ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଅତ୍ୟାବଶ୍ୟକ ଯୋଗ୍ୟତା ହେଉଛି ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଡିପ୍ଲୋମା। ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ, ଭାରତର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସ୍ନାତକୋତ୍ତର ଶିକ୍ଷା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ବୈଧ
Read More...

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ। ବିଧାନସଭାରେ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି। ସେଥିରୁ ୩୦ ହଜାର ୫୪୦ ପ୍ରାଥମିକ
Read More...

ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’

ଭୁବନେଶ୍ୱର: ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ ହୋଇ ଆରମ୍ଭ ହେବ ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର
Read More...