ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

ଶିକ୍ଷା

ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ

ଭୁବନେଶ୍ବର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ। ରାଜ୍ୟରେ କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଛି। ପିଲାମାନେ ଖରା ସମୟରେ ସ୍କୁଲ ଯାଇ ପାଠପଢ଼ିବା ସମ୍ଭବ ହେଉନାହିଁ। ତେଣୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ…
Read More...

ଆଜି ଠାରୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆରମ୍ଭ

କଟକ: ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆଜି ଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ ମୋଟ ୧୧,୮୦୦ ଜଣ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ମାଧ୍ୟମିକ…
Read More...

ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ…
Read More...

ଓଜେଏସ୍-୨୦୨୩ର ଟପ୍ପର ସୋମେଶ ରଣବିଜୁଳି ଟପ୍ପର

ଭୁବନେଶ୍ବର: ଓଡ଼ିଶା ଜୁଡିସିଆଲ ସର୍ଭିସ ୨୦୨୩ ପରୀକ୍ଷା ଫଳ ପ୍ରକାଶିତ। ଗୁରୁବାର ପ୍ରକାଶ ପାଇଛି ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା (ଓଜେଏସ-୨୦୨୩) ରେଜଲ୍ଟ। ୩୩ ଜଣ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ। ୩୩ ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ ମହିଳା। ରାଜ୍ୟରେ…
Read More...

ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍‌ : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍‌ ପାଠ୍ୟକ୍ରମ। ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ। ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଶିକ୍ଷକ ଶିକ୍ଷଣ…
Read More...

ସରିଲା ମାଟ୍ରିକ୍ ପରୀକ୍ଷା, ମାର୍ଚ୍ଚ ୧୯ରୁ ଖାତା ଦେଖା

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ।…
Read More...

ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ଆଜି ଛାତ୍ରଛାତ୍ରୀ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି। ବିଜ୍ଞାନ ସି ସେଟ୍‌ରେ ୪ ମାର୍କ କମ୍‌ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ୱୀକାର କରିଛନ୍ତି। ବୋର୍ଡ ସଭାପତି କହିଛନ୍ତି, ଯେପରି…
Read More...

୨୦୨୬ରୁ ବର୍ଷକୁ ୨ ଥର ହେବ ସିବିଏସ୍‌ଇ ଦଶମ ପରୀକ୍ଷା

ନୂଆଦିଲ୍ଲୀ: ବର୍ଷକୁ ୨ ଥର ସିବିଏସଇ ମାଟ୍ରିକ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୁପାରିସ କରାଯାଇଛି। ଏନେଇ ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ପଦକ୍ଷେପ ନିଆଯାଇଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦଦ୍ବାରା ପରିଚାଳିତ ଦଶମ ଶ୍ରେଣୀ…
Read More...

୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ଭୁବନେଶ୍ବର: ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି +୨ ଥିଓରି ପରୀକ୍ଷା। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠୁ ପରୀକ୍ଷା ହବ୍ ଗୁଡିକୁ +୨ ପରୀକ୍ଷା ପ୍ରଶ୍ନପତ୍ର ଯିବା…
Read More...

ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ମାସିକ ଦରମା ୧୧ ହଜାରରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ବିଜ୍ଞପ୍ତି ପ୍ରକାଶ ପାଇଛି।ମାସିକ ୫ହଜାର ଦରମା…
Read More...