ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

ଶିକ୍ଷା

୨୦୨୪ ନିଟ୍ ପିଜି ପାଇଁ ଘୋଷଣା ହେଲା ନୂଆ ତାରିଖ

ନୂଆଦିଲ୍ଲୀ: ଘୋଷଣା ହେଲା ୨୦୨୪ ନିଟ୍ ପିଜି ପରୀକ୍ଷା ପାଇଁ ନୂଆ ତାରିଖ। ଆସନ୍ତା ଅଗଷ୍ଟ ୧୧ ତାରିଖ ହେବ ପରୀକ୍ଷା। ଦୁଇଟି ସିଫ୍ଟିରେ ପରୀକ୍ଷା କରାଯିବ। ଶୁକ୍ରବାର ନ୍ୟାସନାଲ ବୋର୍ଡ ଅଫ ଏକ୍‌ଜାମିନେସନ୍ସ ଇନ୍ ମେଡିକାଲ ସାଇନ୍ସ (NBEMS) ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ନିଟ୍ ପ୍ରଶ୍ନପତ୍ର…
Read More...

ସ୍କୁଲ ଯିବାର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ବିଦ୍ୟାଳୟରେ ଉପସ୍ଥାନ ବଢାଇବା ପାଇଁ ଆରମ୍ଭ ହେଲା ନିଆରା ବ୍ୟବସ୍ଥା। ୩୦ ଜିଲ୍ଲାର ୩୫ ହଜାର ୭୬ ଜଣ ଛାତ୍ରଛାତ୍ରୀ ପାଇବେ ଏହି ସୁବିଧା। ରାଜ୍ୟର ବିଭିନ୍ନ ଜିଲ୍ଲାରେ ସରକାରୀ ବିଦ୍ୟାଳୟ ଜନବସତିରୁ ବହୁ ଦୂର ଥିବାରୁ ଛାତ୍ରଛାତ୍ରୀମାନେ ଅଧାରେ ପାଠପଢା ଛାଡ଼ିଦିଅନ୍ତି। ଏହି…
Read More...

ଏବେ ଓଡ଼ିଆରେ ପଢ଼଼ା ହେବ ଡାକ୍ତରୀ ପାଠ

ଭୁବନେଶ୍ବର: ଓଡିଆ ଭାଷାରେ ପଢ଼଼ା ହେବ ଡାକ୍ତରୀ ପାଠ। ରାଜ୍ୟରେ ଓଡ଼ିଆ ଭାଷାରେ ମିଳିବ ଡାକ୍ତରୀ ବହି। ଓଡ଼ିଆରେ ଏମ୍ ବିବିଏସ୍ ପାଠ୍ୟପୁସ୍ତକ ପାଇଁ ଏକ କମିଟି ଗଠନ ହୋଇଛି। ଏଥିପାଇଁ ଡାକ୍ତରୀ ପାଠ୍ୟ ପୁସ୍ତକର ଓଡିଆ ଅନୁବାଦ କରାଯିବ। ଏହା ସହିତ ଅନ୍ୟାନ୍ୟ ପ୍ରକ୍ରିୟା ନିର୍ଦ୍ଧାରଣ କରିବା…
Read More...

ଏବେ ହାଇସ୍କୁଲରେ ପଢାଇବେ ଅବସରପ୍ରାପ୍ତ ଶିକ୍ଷକ

ଭୁବନେଶ୍ବର: ଗଣଶିକ୍ଷା ବିଭାଗର ବଡ ନିଷ୍ପତି ଏବେ ହାଇସ୍କୁଲରେ ପଢାଇବେ ଅବସରପ୍ରାପ୍ତ ଶିକ୍ଷକ। ଖରା ଛୁଟି ପରେ ସ୍କୁଲ ଖୋଲିବା ସହ ପାଠ ପଢା ଆରମ୍ଭ ହୋଇଛି। କିନ୍ତୁ ଅଧିକାଂଶ ସ୍କୁଲରେ ଆବଶ୍ୟକତା ଅନୁସାରେ ଶିକ୍ଷକ ନାହାନ୍ତି। ଯାହାଫଳରେ ପାଠପଢ଼ାରେ ବହୁ ଅସୁବିଧା ହେଉଛି। ଏହି ସମସ୍ୟାକୁ…
Read More...

ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ

ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ମାର୍କ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ କଟ୍‌ଅଫ୍‌ ଆଗରେ ରହିଛି। କଳାରେ ରେଭେନ୍ସା ବିଶ୍ବବିଦ୍ୟାଳୟର କଟ୍‌-ଅଫ୍‌ ୮୯.୬୭%…
Read More...