ପ୍ରମୁଖ ଖବର

ଆଇପିଏସ୍ କୁଳଦୀପ ମୀନା ଓଡିଶା ରାଜ୍ୟପାଳଙ୍କ ନୂଆ ଏଡିସି
ହଟିଲା କେଜ୍ରିୱାଲଙ୍କ ଜେଡ୍ ପ୍ଲସ୍ ସୁରକ୍ଷା
ତାଡିନେଲେ ଏଟିଏ, ଟଙ୍କା ଲୁଟି ଗଙ୍ଗୁଆରେ ଫିଙ୍ଗିଦେଲେ ମେସିନ୍‌
ଓଲଟିଲା ଅତିରିକ୍ତ ଏସ୍‌ପି ରଞ୍ଜନ କୁମାର ଦେଙ୍କ ଗାଡ଼ି: ୪ ଆହତ
ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଗୋଳାବାରୁଦ କାରଖାନାରେ ବଡ଼ ବିସ୍ଫୋରଣ: ୫ ମୃତ ଅନେକ ଆହତ
Browsing Category

ଶିକ୍ଷା

୧୪ଟି ହାଇସ୍କୁଲ ହେବ ହାୟର ସେକେଣ୍ଡାରୀ ସ୍କୁଲ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଅନୁସୂଚିତ
Read More...

ଶିକ୍ଷା ମାଧ୍ୟମରେ ସଶକ୍ତ ହେବେ ଜନଜାତି ଛାତ୍ରଛାତ୍ରୀ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଜନଜାତି ଛାତ୍ରଛାତ୍ରୀଙ୍କୁ ଯୋଗାଇ ଦିଆଯିବ ଇଂରାଜୀ ଶିକ୍ଷା। ଶିକ୍ଷା ମାଧ୍ୟମରେ ସଶକ୍ତ ହେବେ ଜନଜାତି ଛାତ୍ରଛାତ୍ରୀ। ଏଥି ପାଇଁ ଭିତ୍ତିଭୂମି ବିକାଶର ଆବଶ୍ୟକତା ଥିବା ବେଳେ ୪୫୦ଟି ଆବାସିକ ବିଦ୍ୟାଳୟରେ ହଷ୍ଟେଲ ନିର୍ମାଣ କରାଯାଉଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ
Read More...

ନିଟ ୟୁଜି କାଉନସିଲିଂ ସ୍ଥଗିତ

ନୂଆଦିଲ୍ଲୀ: ପେପର ଲିକ୍‌ କାରଣରୁ ବିବାଦରେ ଥିବା ନିଟ ୟୁଜି ପରୀକ୍ଷା ପ୍ରକ୍ରିୟାରେ ପୁଣି ଭିନ୍ନ ମୋଡ। ଆରମ୍ଭ ହେବା ପୂର୍ବରୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ସ୍ଥଗିତ ରହିଲା ‘ନିଟ-ୟୁଜି’ କାଉନସିଲିଂ। ଆଜିଠାରୁ (ଶନିବାର) ଅର୍ଥାତ୍‌ ୬ ଜୁଲାଇରୁ ଏହି କାଉନସିଲିଂ ପ୍ରକ୍ରିୟା ଆରମ୍ଭ ହେବାର
Read More...

୨୦୨୪ ନିଟ୍ ପିଜି ପାଇଁ ଘୋଷଣା ହେଲା ନୂଆ ତାରିଖ

ନୂଆଦିଲ୍ଲୀ: ଘୋଷଣା ହେଲା ୨୦୨୪ ନିଟ୍ ପିଜି ପରୀକ୍ଷା ପାଇଁ ନୂଆ ତାରିଖ। ଆସନ୍ତା ଅଗଷ୍ଟ ୧୧ ତାରିଖ ହେବ ପରୀକ୍ଷା। ଦୁଇଟି ସିଫ୍ଟିରେ ପରୀକ୍ଷା କରାଯିବ। ଶୁକ୍ରବାର ନ୍ୟାସନାଲ ବୋର୍ଡ ଅଫ ଏକ୍‌ଜାମିନେସନ୍ସ ଇନ୍ ମେଡିକାଲ ସାଇନ୍ସ (NBEMS) ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ନିଟ୍ ପ୍ରଶ୍ନପତ୍ର
Read More...

ସ୍କୁଲ ଯିବାର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ବିଦ୍ୟାଳୟରେ ଉପସ୍ଥାନ ବଢାଇବା ପାଇଁ ଆରମ୍ଭ ହେଲା ନିଆରା ବ୍ୟବସ୍ଥା। ୩୦ ଜିଲ୍ଲାର ୩୫ ହଜାର ୭୬ ଜଣ ଛାତ୍ରଛାତ୍ରୀ ପାଇବେ ଏହି ସୁବିଧା। ରାଜ୍ୟର ବିଭିନ୍ନ ଜିଲ୍ଲାରେ ସରକାରୀ ବିଦ୍ୟାଳୟ ଜନବସତିରୁ ବହୁ ଦୂର ଥିବାରୁ ଛାତ୍ରଛାତ୍ରୀମାନେ ଅଧାରେ ପାଠପଢା ଛାଡ଼ିଦିଅନ୍ତି। ଏହି
Read More...

ଏବେ ଓଡ଼ିଆରେ ପଢ଼଼ା ହେବ ଡାକ୍ତରୀ ପାଠ

ଭୁବନେଶ୍ବର: ଓଡିଆ ଭାଷାରେ ପଢ଼଼ା ହେବ ଡାକ୍ତରୀ ପାଠ। ରାଜ୍ୟରେ ଓଡ଼ିଆ ଭାଷାରେ ମିଳିବ ଡାକ୍ତରୀ ବହି। ଓଡ଼ିଆରେ ଏମ୍ ବିବିଏସ୍ ପାଠ୍ୟପୁସ୍ତକ ପାଇଁ ଏକ କମିଟି ଗଠନ ହୋଇଛି। ଏଥିପାଇଁ ଡାକ୍ତରୀ ପାଠ୍ୟ ପୁସ୍ତକର ଓଡିଆ ଅନୁବାଦ କରାଯିବ। ଏହା ସହିତ ଅନ୍ୟାନ୍ୟ ପ୍ରକ୍ରିୟା ନିର୍ଦ୍ଧାରଣ କରିବା
Read More...

ଏବେ ହାଇସ୍କୁଲରେ ପଢାଇବେ ଅବସରପ୍ରାପ୍ତ ଶିକ୍ଷକ

ଭୁବନେଶ୍ବର: ଗଣଶିକ୍ଷା ବିଭାଗର ବଡ ନିଷ୍ପତି ଏବେ ହାଇସ୍କୁଲରେ ପଢାଇବେ ଅବସରପ୍ରାପ୍ତ ଶିକ୍ଷକ। ଖରା ଛୁଟି ପରେ ସ୍କୁଲ ଖୋଲିବା ସହ ପାଠ ପଢା ଆରମ୍ଭ ହୋଇଛି। କିନ୍ତୁ ଅଧିକାଂଶ ସ୍କୁଲରେ ଆବଶ୍ୟକତା ଅନୁସାରେ ଶିକ୍ଷକ ନାହାନ୍ତି। ଯାହାଫଳରେ ପାଠପଢ଼ାରେ ବହୁ ଅସୁବିଧା ହେଉଛି। ଏହି ସମସ୍ୟାକୁ
Read More...

ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ

ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ମାର୍କ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ କଟ୍‌ଅଫ୍‌ ଆଗରେ ରହିଛି। କଳାରେ ରେଭେନ୍ସା ବିଶ୍ବବିଦ୍ୟାଳୟର କଟ୍‌-ଅଫ୍‌ ୮୯.୬୭%
Read More...