Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍କୁ ଯିବ +୨ ପ୍ରଶ୍ନପତ୍ର
Browsing Category
ଶିକ୍ଷା
ଓଜେଏସ୍-୨୦୨୩ର ଟପ୍ପର ସୋମେଶ ରଣବିଜୁଳି ଟପ୍ପର
ଭୁବନେଶ୍ବର: ଓଡ଼ିଶା ଜୁଡିସିଆଲ ସର୍ଭିସ ୨୦୨୩ ପରୀକ୍ଷା ଫଳ ପ୍ରକାଶିତ। ଗୁରୁବାର ପ୍ରକାଶ ପାଇଛି ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା (ଓଜେଏସ-୨୦୨୩) ରେଜଲ୍ଟ। ୩୩ ଜଣ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ। ୩୩ ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ ମହିଳା। ରାଜ୍ୟରେ!-->…
Read More...
Read More...
ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍ : ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍ ପାଠ୍ୟକ୍ରମ। ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ। ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଶିକ୍ଷକ ଶିକ୍ଷଣ!-->…
Read More...
Read More...
ସରିଲା ମାଟ୍ରିକ୍ ପରୀକ୍ଷା, ମାର୍ଚ୍ଚ ୧୯ରୁ ଖାତା ଦେଖା
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ।!-->…
Read More...
Read More...
ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି
ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ଆଜି ଛାତ୍ରଛାତ୍ରୀ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି। ବିଜ୍ଞାନ ସି ସେଟ୍ରେ ୪ ମାର୍କ କମ୍ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ୱୀକାର କରିଛନ୍ତି। ବୋର୍ଡ ସଭାପତି କହିଛନ୍ତି, ଯେପରି!-->…
Read More...
Read More...
୨୦୨୬ରୁ ବର୍ଷକୁ ୨ ଥର ହେବ ସିବିଏସ୍ଇ ଦଶମ ପରୀକ୍ଷା
ନୂଆଦିଲ୍ଲୀ: ବର୍ଷକୁ ୨ ଥର ସିବିଏସଇ ମାଟ୍ରିକ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୁପାରିସ କରାଯାଇଛି। ଏନେଇ ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ପଦକ୍ଷେପ ନିଆଯାଇଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦଦ୍ବାରା ପରିଚାଳିତ ଦଶମ ଶ୍ରେଣୀ!-->…
Read More...
Read More...
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର
ଭୁବନେଶ୍ବର: ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି +୨ ଥିଓରି ପରୀକ୍ଷା। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠୁ ପରୀକ୍ଷା ହବ୍ ଗୁଡିକୁ +୨ ପରୀକ୍ଷା ପ୍ରଶ୍ନପତ୍ର ଯିବା!-->…
Read More...
Read More...
ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ମାସିକ ଦରମା ୧୧ ହଜାରରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ବିଜ୍ଞପ୍ତି ପ୍ରକାଶ ପାଇଛି।ମାସିକ ୫ହଜାର ଦରମା!-->…
Read More...
Read More...
ଭିସୁଟର କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଦୀପକ କୁମାର ସାହୁ
ସମ୍ବଲପୁର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି।
୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ!-->!-->!-->…
Read More...
Read More...
ଫେବୃଆରୀ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା
କଟକ: ଆସନ୍ତା ଫେବୃଆରୀ ୨୧ରୁ ଆରମ୍ଭ ହେଉଛି ମାଟ୍ରିକ୍ ପରୀକ୍ଷା। ଫେବୃଆରୀ ୨୧ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ୍ ପରୀକ୍ଷା। ତେବେ ପରୀକ୍ଷା କିପରି ସୁରୁଖୁରୁରେ ହୋଇପାରିବ ସେ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ବି ସଂପୂର୍ଣ୍ଣ ପ୍ରସ୍ତୁତି ଚଳାଇଛି। ଚଳିତ ବର୍ଷ ପ୍ରଶ୍ନପତ୍ର ଭାଇରାଲ୍!-->…
Read More...
Read More...
ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ
ଭୁବନେଶ୍ବର: ଚଳିତ ମାସ ୧୮ରୁ ହେବ ୨୦୨୫ର ଯୁକ୍ତ ଦୁଇ ପରୀକ୍ଷା, ମାର୍ଚ୍ଚ ୨୭ ଯାଏଁ ୧୨୭୬ଟି କେନ୍ଦ୍ରରେ ହେବ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଥର ଯୁକ୍ତ ଦୁଇ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ। ମୋଟ ୨୨ଟି!-->…
Read More...
Read More...