ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

ଶିକ୍ଷା

ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଭୁବନେଶ୍ବର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅକ୍ଟୋବର ୨୮ରେ…
Read More...

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର, ୨୦/୦୯: ପ୍ରସିଦ୍ଧ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୪୧ ଜଣ ଗବେଷକ ସ୍ଥାନ ପାଇଛନ୍ତି। ୨୦୨୫ ନିମନ୍ତେ ଆମେରିକାର ଏହି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ…
Read More...

ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ

ନୂଆ ଦିଲ୍ଲୀ; ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଛି ଜାତୀୟ ଶିକ୍ଷକ…
Read More...

ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ମେଡିକାଲ୍ ସାଇନ୍‌ସେସ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ ବି ଆଗରେଭୁବନେଶ୍ୱର: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି। ଗୁରୁବାର କେନ୍ଦ୍ର ଶିକ୍ଷା…
Read More...

ସବୁ ଅଙ୍ଗନବାଡି, ସ୍କୁଲ୍‌ରେ ସାମିଲ୍‌ ସମ୍ଭବ ନୁହେଁ: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ମନ୍ତ୍ରୀ କହିଛନ୍ତି, ‘ଶିଶୁବାଟିକା ୩କୁ ସ୍କୁଲ୍‌ରେ ସାମିଲ କରାଯାଇଛି। ଏବେ ବି ଶିଶୁବାଟିକା ୧ ଓ ୨ ଅଙ୍ଗନବାଡ଼ି କେନ୍ଦ୍ରରେ ଅଛି। ବର୍ତ୍ତମାନ ସବୁ ଅଙ୍ଗନବାଡି ବନ୍ଦ କରି…
Read More...

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ବର: ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ଏହି ବର୍ଷର ମର୍ଯ୍ୟାଦାଜନକ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୫ ପ୍ରଦାନ କରାଯିବ। ଏନେଇ ସୋମବାର ଦିନ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି। ଶିକ୍ଷକ ଦ୍ବୟ ହେଉଛନ୍ତି ବସନ୍ତ କୁମାର ରାଣା ଏବଂ ତରୁଣ କୁମାର ଦାଶ। ବସନ୍ତ ମାଲକାନଗିରି…
Read More...

ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍‌ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ…
Read More...

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ବସ୍‌ରେ ମାଗଣା ଯିବେ ଛାତ୍ରୀଛାତ୍ର

ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ…
Read More...

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ରିମାଣ୍ଡରେ ଆସିବେ ଦୁଇ ଅଭିଯୁକ୍ତ

ଭୁବନେଶ୍ବର: ସ୍ଵତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଜି ଆଉ ଦୁଇ ଅଭିଯୁକ୍ତ ରିମାଣ୍ଡକୁ ଯିବେ। ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଆସିବେ। ଚୌଦ୍ଵାର ଜେଲ୍‌ରୁ ବଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ।ଉଭୟ…
Read More...

ଭବିଷ୍ୟତରେ ପର୍ଯ୍ୟାପ୍ତ କାର୍ଯ୍ୟ ରହିବ, କିନ୍ତୁ ଚାକିରି ରହିବ ନାହିଁ : ଡକ୍ଟର ଆନନ୍ଦ ଦେଶପାଣ୍ଡେ

ଭୁବନେଶ୍ୱର, ଅଗଷ୍ଟ ୨: ବର୍ତମାନ ସମୟରେ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ (ଏଆଇ)ର ଆବିର୍ଭାବ ଚାକିରି ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ଛାତ୍ରଛାତ୍ରୀମାନେ କିନ୍ତୁ ନିଜେ ନିଯୁକ୍ତି ସୃଷ୍ଟି କରି ନିଜର ଭାଗ୍ୟ ନିର୍ଦ୍ଧାରଣ କରନ୍ତୁ ବୋଲି ଶନିବାର କହିଛନ୍ତି ପର୍ସିଷ୍ଟାଂଟ…
Read More...