Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
ଶିକ୍ଷା
ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା
ଭୁବନେଶ୍ବର: ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି। ଦୁଇଟି ସିଟିଙ୍ଗ୍ରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ସକାଳ ୯ଟାରୁ ୧୧ଟା ୩୦ ଯାଏଁ ପେପର୍ -୧ ପରୀକ୍ଷା ଓ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର୍ -୨ ପରୀକ୍ଷା!-->…
Read More...
Read More...
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ଗିରଫଦାରୀ ସଂଖ୍ୟା ୮ରେ ପହଞ୍ଚିଛି। ଗିରଫ ଦୁଇଜଣ କୋରାପୁଟ ଓ କଳାହାଣ୍ଡିର ଶିକ୍ଷକ ବୋଲି ଜଣାପଡିଛି। ଏହି ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି ରହିଛି। ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIG ବି.!-->…
Read More...
Read More...
ବଦଳିଲା ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ଓ ଲୋଗୋ
ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ବଦଳିଛି। ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପକାଇବେ ଛାତ୍ରୀଛାତ୍ର। ଏହି ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି। ସେହିପରି ହାଉସ ୟୁନିଫର୍ମ ଏବଂ ଟୋପିର ଲୋଗୋ ମଧ୍ୟ ପରିବର୍ତ୍ତନ!-->…
Read More...
Read More...
ଏଣିକି ଓଡ଼ିଆରେ ପାଠ ପଢ଼ିବେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀ
ଭୁବନେଶ୍ବର: ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ରମାଦେବୀ ମହିଳା ମହାବିଦ୍ୟାଳୟ ଏବଂ ଓଡ଼ିଆ!-->…
Read More...
Read More...
ସ୍ନାତକ ପାଠ୍ୟକ୍ରମ ସ୍ପଟ୍ ନାମଲେଖା ଅବଧି ଜୁଲାଇ ୧୯କୁ ବଢ଼ିଲା
ଭୁବନେଶ୍ବର: ରାଜ୍ୟର ଉଚ୍ଚ ଶିକ୍ଷା ବିଭାଗ ସ୍ନାତକ ପାଠ୍ୟକ୍ରମ ପାଇଁ ସ୍ପଟ ନାମଲେଖା ଅବଧିକୁ ବୃଦ୍ଧି କରିଛି। ପୂର୍ବରୁ ବୁଧବାର ସରିବାକୁ ଥିବା ଏହି ନାମଲେଖା ଅବଧିକୁ ଜୁଲାଇ ୧୯ ତାରିଖ ଯାଏଁ ବଢ଼ାଯାଇଛି। ପ୍ରେସ୍ ରିଲିଜ ଜରିଆରେ ସୂଚନା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ।
ଷ୍ଟୁଡେଣ୍ଟ!-->!-->!-->…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା
କଟକ: ଆଜି ଯୁକ୍ତ-୨ ଇ-ପ୍ରବେଶ ପାଇଁ ପ୍ରଥମ ଚୟନ ଯୋଗ୍ୟ ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ମୋଟ ୪,୪୬,୨୦୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୪,୧୩,୮୦୪ ଜଣ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି। ପ୍ରଥମ ସିଲେକ୍ସନରେ ପ୍ରାୟ ୯୨.୭୫% ପିଲା ଚୟନ ହୋଇଛନ୍ତି।
ସମସ୍ତ!-->!-->!-->…
Read More...
Read More...
ମିଳିତ ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ସୋଆ ଏବଂ ଇଗ୍ନୁ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର: କୃଷି ବିଜ୍ଞାନ କ୍ଷେତ୍ରରେ ମିଳିତ ଭାବରେ ଦୂରଶିକ୍ଷା ବ୍ୟବସ୍ଥା ମାଧ୍ୟମରେ ୭ଟି ଶିକ୍ଷା କାର୍ଯ୍ୟକ୍ରମ ପ୍ରବର୍ତନ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଇନ୍ଦିରା ଗାନ୍ଧି ନ୍ୟାସ୍ନାଲ୍ ଓପନ୍ ୟୁନିଭର୍ସିଟି (ଇଗ୍ନୁ) ମଧ୍ୟରେ ଏକ ବୁଝମଣା ସ୍ୱାକ୍ଷରିତ ହୋଇଯାଇଛି।!-->…
Read More...
Read More...
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଭୁବନେଶ୍ବର: ଓଡିଶାକୁ ଆଉ ଏକ ସଫଳତା। ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା। କେନ୍ଦ୍ର ସରକାରଙ୍କ ଦ୍ବାରା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (PGI-2.0) ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ଓଡ଼ିଶା ୫ମ ସ୍ଥାନ ହାସଲ!-->…
Read More...
Read More...
ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ନୂଆଦିଲ୍ଲୀ: ଆସନ୍ତା ବର୍ଷ ଠାରୁ ଅର୍ଥାତ୍ ୨୦୨୬ ମସିହା ଠାରୁ ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ଆୟୋଜିତ କରିବ। ତେବେ ଛାତ୍ରଛାତ୍ରୀ ମାନେ ବୋର୍ଡ ପରୀକ୍ଷାର ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ରହିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଇଚ୍ଛାଧୀନ ରହିବ।!-->…
Read More...
Read More...
ଜୁଲାଇ ୧୫ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୋଷାକ
ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୁଲାଇ ୧୫ ସୁଦ୍ଧା ମାଗଣା ପୋଷାକ ମିଳିବ। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ମିଳିବ।!-->…
Read More...
Read More...