ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ଶିକ୍ଷା

ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲା ସିବିଏସଇ

ନ୍ୟୁଜ୍ ବ୍ୟୁରୋ: ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲା ସିବିଏସଇ। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ୍ ଓ ଆମେରିକା ଇରାନ ଉପରେ ଯେତେକି ଆକ୍ରମଣ କରୁଛନ୍ତି ଇରାନ ବି ଆମେରିକାକୁ ଟାର୍ଗେଟ୍ କରି ଏହାର ସାମରିକ ଘାଟି ଉପରେ ଆକ୍ରମଣ ଜାରି ରଖିଛି। ଫଳରେ ଇରାନ ସହିତ
Read More...

ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ

ଭୁବନେଶ୍ବର: ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (ସିପେଟ ) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ। ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି
Read More...

ଏନସିଇଆରଟିର ୮ମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ସୁପ୍ରିମକୋର୍ଟର ଅସନ୍ତୋଷ

ନ୍ୟୁଜ୍ ବ୍ୟୁରୋ: ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ର ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକକୁ ନେଇ ଭାରତ ସର୍ବୋଚ୍ଚ ନ୍ୟାୟାଳୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଠ୍ୟପୁସ୍ତକରେ ନ୍ୟାୟପାଳିକା ସମ୍ପର୍କିତ କିଛି ବିଷୟବସ୍ତୁ ଉପରେ ଆପତ୍ତି ଉଠିବା ପରେ,
Read More...

ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଥିଓରୀ ପରୀକ୍ଷା ଆସନ୍ତା ୧୮ରୁ ଆରମ୍ଭ ହେବ। ଶୁକ୍ରବାରଠାରୁ ପ୍ରଶ୍ନପତ୍ର ପରିଷଦ ମୁଖ୍ୟାଳୟରୁ ୩୦ ଜିଲାରେ ଥିବା ପରୀକ୍ଷା ପରିଚାଳନା ହବ୍‌କୁ ପଠାଯିବ। ବସ୍‌ରେ ସଶସ୍ତ୍ର ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ପଠାଯିବା
Read More...

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍, ୧୦ ଲକ୍ଷ ଜରିମାନା

ଭୁବନେଶ୍ଵର: ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷାକୁ ସ୍ୱଚ୍ଛ ଓ କପିମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କପି ରୋକିବା ପାଇଁ ପ୍ରଥମ ଥର ପରୀକ୍ଷା
Read More...

ଫେବୃଆରି ୧୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ଵର: ଫେବୃଆରି ୧୯ରୁ ହେବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି
Read More...

ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ମେ ମାସରେ ପ୍ରବେଶିକା ପରୀକ୍ଷା ହେବା ନେଇ ଜଣାପଡ଼ିଛି। ପୂର୍ବରୁ ପ୍ରକାଶିତ ସରକାରୀ କାର୍ଯ୍ୟସୂଚୀ ଅନୁଯାୟୀ, ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଲିଙ୍କ୍ ମାର୍ଚ୍ଚ ୨୬
Read More...

୭୨ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ। ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦
Read More...

ଓଜେଇଇ -୨୦୨୬, ଜାନୁଆରୀ ୨୭ରୁ ଆବେଦନ ଆରମ୍ଭ

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଜାନୁଆରୀ ୨୭ ତାରିଖରୁ ବିଦ୍ୟାର୍ଥୀ ମାନେ ଅନ୍‌ଲାଇନରେ ଆବେଦନ କରିପାରିବେ। ମାର୍ଚ୍ଚ ୨୬ ଆବେଦନର ଶେଷ
Read More...

ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା

ଭୁବନେଶ୍ବର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର
Read More...