ପ୍ରମୁଖ ଖବର

୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category

ଶିକ୍ଷା

ସୋଆରେ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ

ଭୁବନେଶ୍ୱର, ୨୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ମଙ୍ଗଳବାର ଦିନ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି
Read More...

ଦଶମ ଷାଣ୍ମାସିକ ପରୀକ୍ଷା ପାଇଁ ସୂଚନା ଦେଲା ବୋର୍ଡ

କଟକ: ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ କୁ ଦୂର କରିଛି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ (ବିଏସଇ) । ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି ଲେଖିଛି ବୋର୍ଡ। ଚିଠିରେ ଉଲ୍ଲେଖ ରହିଛି
Read More...

ଆଇଆଇଏମ୍‌ ସମ୍ବଲପୁରରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ

ସମ୍ବଲପୁର: ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)।ଯାହା ସମଗ୍ର ଦେଶରେ ପ୍ରଥମ ଭାବେ ଏକ ଉଦାହରଣ ସୃଷ୍ଟି କରିବ। ଦେଶର ଅନ୍ୟତମ ପ୍ରମୁଖ ମ୍ୟାନେଜମେଂଟ୍ ଅନୁଷ୍ଠାନ
Read More...

ଆଇନ୍ ବୃତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର

ଭୁବନେଶ୍ୱର: ଆଇନ୍ ବୃତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତି ଶିବ ଶଙ୍କର ମିଶ୍ର। ଆଇନ୍ ବୃତି ଏକ ମହାନ୍ ବୃତି । ତେଣୁ ଏହାକୁ ପେସା
Read More...

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୦/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ
Read More...

ସୋଆ ମ୍ୟାନେଜମେଂଟ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୮/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବୁଧବାର ଉପାଧି ପ୍ରଦାନ କରାଯାଇଛି ।
Read More...

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ
Read More...

ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, ୧୩/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ଡିଗ୍ରୀ ପ୍ରଦାନ କରାଯାଇଛି। ଆଇଏଏସ୍‌ର ୨୦୨୦-୨୦୨୪ ବ୍ୟାଚର ବିଏସ୍‌ସି
Read More...

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ

ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ
Read More...

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ। ସେହିପରି ୬୦୦ ଟଙ୍କା
Read More...