Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ
Browsing Category
ଶିକ୍ଷା
ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ସ୍ନାତକୋତ୍ତର ଶିକ୍ଷା ବୈଧ ଯୋଗ୍ୟତା ନୁହେଁ : ସୁପ୍ରିମକୋର୍ଟ
ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଅତ୍ୟାବଶ୍ୟକ ଯୋଗ୍ୟତା ହେଉଛି ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଡିପ୍ଲୋମା। ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ, ଭାରତର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସ୍ନାତକୋତ୍ତର ଶିକ୍ଷା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ବୈଧ!-->…
Read More...
Read More...
ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ। ବିଧାନସଭାରେ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି। ସେଥିରୁ ୩୦ ହଜାର ୫୪୦ ପ୍ରାଥମିକ!-->…
Read More...
Read More...
ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’
ଭୁବନେଶ୍ୱର: ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ ହୋଇ ଆରମ୍ଭ ହେବ ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ ।
ସରକାର!-->!-->!-->…
Read More...
Read More...
ଓଡ଼ିଆରେ ଅନୁବାଦ ହେବ ବିଟେକର ସମସ୍ତ ପାଠ୍ୟପୁସ୍ତକ
ଭୁବନେଶ୍ୱର: ଏବେ ଇଞ୍ଜିନିୟରିଂ ତୃତୀୟ ଓ ଚତୁର୍ଥ ବର୍ଷ ପାଠ୍ୟପୁସ୍ତକ ଖୁବ୍ଶୀଘ୍ର ଓଡ଼ିଆରେ ଅନୁବାଦ ହେବ। ୫ଟି ଷ୍ଟ୍ରିମ୍ରେ ଏହା ମିଳିବ ବୋଲି ଏଆଇସିଟିଇ ଅଧ୍ୟକ୍ଷ ଟିଜି ସୀତାରାମ ସୂଚନା ଦେଇଛନ୍ତି। ଏନେଇ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ପ୍ରଥମ ବର୍ଷ ବିଟେକ!-->…
Read More...
Read More...
+୩ ନାମଲେଖା ଗାଇଡଲାଇନ୍ ରେ ପରିବର୍ତନ
ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଭାଗ ପକ୍ଷରୁ!-->…
Read More...
Read More...
ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ପାସ୍ ହାର ୫୫.୪% ରହିଛି।ମାଟ୍ରିକ୍ ସପ୍ଲିମେଣ୍ଟାରୀରେ ଚଳିତ ବର୍ଷ ୭୯୬ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ!-->…
Read More...
Read More...
ସୋଆରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ
ଭୁବନେଶ୍ୱର, ୨୧/୦୮ : ର୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି ।ୟୁଜିସିର ନିୟମାବଳୀ ଅନୁଯାୟୀ ସୋଆର!-->…
Read More...
Read More...
ବଦଳିଲା+୨ ଢାଞ୍ଚା
ଭୁବନେଶ୍ବର: ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରଣାଳୀ ପରିବର୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ବାର୍ଷିକ!-->…
Read More...
Read More...
ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ
ଭୁବନେଶ୍ବର: ୭୮ତମ ସ୍ୱାଧୀନତା ଦିବସ ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି।
ରାଜ୍ୟରେ ବିଜେପି ସରକାର ଆସିବା ପରେ ବହୁ ପରିବର୍ତ୍ତନ!-->!-->!-->…
Read More...
Read More...
ପ୍ରୀତି ସୁଦନ ହେବେ ୟୁପିଏସସିର ନୂଆ ଅଧ୍ୟକ୍ଷ
ନୂଆଦିଲ୍ଲୀ: ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ଏହାର ନୂତନ ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛି। ସର୍ବାଭାରତୀୟ ସେବା ପରୀକ୍ଷା ପରିଚାଳନା କରୁଥିବା ସଂଘ ଲୋକସେବା ଆୟୋଗ ର ନୂଆ ମୁଖ୍ୟ ହେଲେ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ପ୍ରୀତି ସୁଦନ । ୧୯୮୩ ବ୍ୟାଚର!-->…
Read More...
Read More...