ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

ଶିକ୍ଷା

ସୋଆର ସ୍ୱତନ୍ତ୍ର ସମାବର୍ତନ ଉତ୍ସବ

ପ୍ରଯୁକ୍ତି ଓ କୃତ୍ରିମ ବୁଦ୍ଧିମତା ଆଇନଗତ ବିଚାରର ବିକଳ୍ପ ହୋଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଭୁବନେଶ୍ୱର, ଜୁଲାଇ ୧୮: ପ୍ରଯୁକ୍ତିର ଅଗ୍ରଗତି ଓ କୃତ୍ରିମ ବୁଦ୍ଧିମତା (ଏଆଇ)ର ଆବିର୍ଭାବ ଅଦାଲତର କାର୍ଯ୍ୟ ପରିଚାଳନାରେ ଦକ୍ଷତା ବୃଦ୍ଧି କରିଥିଲେ ମଧ୍ୟ ଏହା କେବେ ମଧ୍ୟ
Read More...

ସୋଆର ୨୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟିର ୨୦ତମ ପ୍ରତିଷ୍ଠା ଦିବସ ଗଭୀର ଉତ୍ସାହ ଓ ଆନନ୍ଦପୂର୍ଣ୍ଣ ପରିବେଶରେ ଶୁକ୍ରବାର ପାଳିତ ହୋଇଥିବା ବେଳେ ଗତ ଦୁଇ ଦଶନ୍ଧି ମଧ୍ୟରେ ବିଶ୍ୱବିଦ୍ୟାଳୟ ହାସଲ କରିଥିବା ଉଲ୍ଲେଖନୀୟ ସଫଳତା, ଉତ୍କର୍ଷତା ଓ ଅଗ୍ରଗତିକୁ
Read More...

ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ

ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଜୁନିୟର କଲେଜଗୁଡ଼ିକରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ ଲକ୍ଷ ୨୯ ହଜାର ୨୧୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୮୨ ହଜାର ୮୩୫ ଜଣ ନାମଲେଖା
Read More...

ପ୍ରକାଶ ପାଇଲା ନିଟ୍-ୟୁଜି ପରୀକ୍ଷା ରେଜଲ୍ଟ

ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦ ନୂଆଦିଲ୍ଲୀ: ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ପକ୍ଷରୁ ନିଟ୍ ୟୁଜି-୨୦୨୬ର ଫଳାଫଳ ପ୍ରକାଶ ପାଇଛି। ଏଥିସହ ଦେଶବ୍ୟାପୀ ଟପ୍ପର ତାଲିକା ମଧ୍ୟ ସାର୍ବଜନୀନ
Read More...

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘କେଜିରୁ ପିଜି ମାଗଣା ଶିକ୍ଷା’ ଯୋଜନାକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱର ଅବସାନ ଘଟାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ ସ୍ପଷ୍ଟ କରିଛନ୍ତି ଯେ ପ୍ରଫେସନାଲ୍ ଏବଂ ସେଲ୍ଫ ଫାଇନାନ୍ସିଂ କୋର୍ସକୁ
Read More...

ସୋଆରେ ଅନୁଷ୍ଠିତ ହେବ ଆଇଏନଏଆଇର ଦୁଇ ଦିନିଆ‘ଟେକ୍ନୋଲୋଜି କନ୍‌କ୍ଲେଭ-୨୦୨୬’

ଭୁବନେଶ୍ୱର: ଦେଶର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୈଷୟିକ ଓ ଜାତୀୟ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ପାଇଁ ଇଣ୍ଡିଆନ୍ ନ୍ୟାସନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନଏଆଇ) ପକ୍ଷରୁ ‘ଟେକ୍ନୋଲୋଜି କନ୍‌କ୍ଲେଭ-୨୦୨୬’ ଆସନ୍ତା ଜୁଲାଇ ୧୧ ଓ ୧୨ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ
Read More...

ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍

ଭୁବନେଶ୍ବର: ଶିଶୁ ବାଟିକା ଶିକ୍ଷକ ନିଯୁକ୍ତିକୁ ନେଇ ସୋସିଆଲ ମିଡିଆରେ ପ୍ରଚାର ହେଉଥିବା ସୂଚନାକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ପଷ୍ଟୀକରଣ ଜାରି କରିଛି। ବିଭାଗ କହିଛି ଯେ, ଅର୍ଥ ବିଭାଗର ନାମରେ ପ୍ରଚାରିତ ହେଉଥିବା ଏକ ପତ୍ର ସମ୍ପୂର୍ଣ୍ଣ ଜାଲ୍ ଏବଂ ମନଗଢ଼ା। ସୋସିଆଲ ମିଡିଆରେ
Read More...

ଖୁବଶୀଘ୍ର ଛାତ୍ରଛାତ୍ରୀଙ୍କୁ ଦିଆଯିବ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ

ଭୁବନେଶ୍ୱର: ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଏନ୍. ଥିରୁମାଲା ନାୟକ ସ୍ପଷ୍ଟ କରିଛନ୍ତି। ପାଠ୍ୟପୁସ୍ତକରେ ଚିହ୍ନଟ
Read More...

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର, ଜୁନ୍ ୩୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଗଣିତ ବିଭାଗ ପକ୍ଷରୁ ମଙ୍ଗଳବାର “ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ” (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) ସମ୍ପର୍କିତ ଏକ ୫ ଦିବସୀୟ କର୍ମଶାଳା
Read More...

ଗୋଟିଏ ଦିନରେ ଓଟିଇଟି ଓ ଓଏସ୍‌ଏସ୍‌ଏସ୍‌ସି ପରୀକ୍ଷା

ଭୁବନେଶ୍ବର: ଜୁନ୍ ୨୮ ତାରିଖରେ ଓଡ଼ିଶାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତାମୂଳକ ପରୀକ୍ଷା ଏକାସାଙ୍ଗରେ ହେବାକୁ ଥିବାରୁ ହଜାର ହଜାର ପରୀକ୍ଷାର୍ଥୀ ଚିନ୍ତାରେ ପଡ଼ିଛନ୍ତି। ସେହିଦିନ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ସହିତ ଓଏସ୍‌ଏସ୍‌ଏସ୍‌ସି ପକ୍ଷରୁ ଆର୍‌ଆଇ, ଏଆର୍‌ଆଇ,
Read More...