ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ
Browsing Category

ଶିକ୍ଷା

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଠାରୁ ଅର୍ଥାତ୍ ୨୦୨୬ ମସିହା ଠାରୁ ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ଆୟୋଜିତ କରିବ। ତେବେ ଛାତ୍ରଛାତ୍ରୀ ମାନେ ବୋର୍ଡ ପରୀକ୍ଷାର ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ରହିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଇଚ୍ଛାଧୀନ ରହିବ।
Read More...

ଜୁଲାଇ ୧୫ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୋଷାକ

ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୁଲାଇ ୧୫ ସୁଦ୍ଧା ମାଗଣା ପୋଷାକ ମିଳିବ। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ମିଳିବ।
Read More...

୨୦ରୁ ଖୋଲିବ ସ୍କୁଲ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ୨୦ ତାରିଖରେ ଖୋଲିବ ସମସ୍ତ ସ୍କୁଲ। ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ପ୍ରବଳ ଖରା ପାଇଁ ଏପ୍ରିଲ ୨୩ ରୁ ରାଜ୍ୟ ସରକାର ଖରା ଛୁଟି ଘୋଷଣା କରିଥିଲେ। ଆସନ୍ତା ୨୦ରୁ ଖୋଲିବ ସ୍କୁଲ।ବିଦ୍ୟାଳୟ
Read More...

ନିଟ୍ ୟୁଜି ପରୀକ୍ଷାଫଳ ପ୍ରକାଶିତ: ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ। ରାଜସ୍ଥାନର ମହେଲ କେଶୱାନୀ ଟପ୍ପର। ସେହିପରି ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର। ସର୍ବଭାରତୀୟ ରାଙ୍କର ୬୦ତମ ସ୍ଥାନରେ ସ୍ନେହାଶିଷ। ନ୍ୟାସନାଲ୍‌ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କୁ
Read More...

ଯୁକ୍ତ ୩ ନାମ ଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ଲିଷ୍ଟ

ଭୁବନେଶ୍ବର: ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା ପ୍ରକାଶ ପାଇଛି। ସର୍ବାଧିକ କଟ୍‌ଅଫ୍‌ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି। କଳା ବିଭାଗରେ ରାଜନୀତି ବିଜ୍ଞାନରେ
Read More...

ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ୩ରେ ହେବ ନିଟ୍ ପିଜି ପରୀକ୍ଷା। ସୁପ୍ରିମକୋର୍ଟ ଗୁରୁବାର ନ୍ୟାସନାଲ ବୋର୍ଡ ଅଫ ଏକ୍ସାମିନେସନ୍ସ (ଏନବିଇ)କୁ ନିଟ୍-ପିଜି ୨୦୨୫ ପରୀକ୍ଷା ଅଗଷ୍ଟ ୩ ତାରିଖରେ ଆୟୋଜନ କରିବାକୁ ଅନୁମତି ଦେଇଛନ୍ତି। ଯାହା ପ୍ରଥମେ ଜୁନ୍ ୧୫ ପାଇଁ ସ୍ଥିର କରାଯାଇଥିଲା। ହେଲେ ଏହା
Read More...

ଜେଇଇ ଆଡଭାନ୍ସଡ-୨୦୨୫; ହଂସ ଦାରୁକା ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ପରୀକ୍ଷାଫଳ। ଆଇଆଇଟି କାନପୁର ଦ୍ଵାରା ପରିଚାଳିତ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି। ଏଥିରେ ଆଇଆଇଟି ଦିଲ୍ଲୀ ଜୋନର ରଜିତ୍ ଗୁପ୍ତା ସର୍ବଭାରତୀୟ ଟପ୍ପର ହୋଇଛନ୍ତି। ସେ ୩୬୦ ରୁ ୩୩୨ ମାର୍କ ରଖି ଅଲ୍ ଇଣ୍ଡିଆ
Read More...

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚ ଶିକ୍ଷା ବିଭାଗ ସୋମବାର ଏକ ବଡ଼ ପଦକ୍ଷେପ ନେଇଛି। ରାଜ୍ୟରେ ଯୁକ୍ତ ତିନି ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଜୁନ ୪ତାରିଖ ରାତି ୧୧ଟା ୪୫ମିନିଟ୍‍ ଯାଏଁ ଛାତ୍ରଛାତ୍ରୀ ମାନେ ଫର୍ମ ଦାଖଲ କରିପାରିବେ।ଏନେଇ
Read More...

ସ୍ୱତନ୍ତ୍ର ଓଟିଇଟି-୨୦୨୫ ପାଇଁ ଅନଲାଇନ୍ ପଞ୍ଜୀକରଣ ତାରିଖ ମେ’୨୭ ଯାଏଁ ବୃଦ୍ଧି

ଭୁବନେଶ୍ବର: ସ୍ୱତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ଅନଲାଇନ୍ ପଞ୍ଜୀକରଣର ଶେଷ ତାରିଖ ଏବଂ ସମୟ ଆଜି (ଗୁରୁବାର) ପୂର୍ବାହ୍ନ ୧୧.୪୫ ଥିଲା। ଏବେ ଏହାର ଶେଷ ତାରିଖକୁ ମେ’ ୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏକ
Read More...

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ପାସ୍‌ ହାର ୮୨.୭୭ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଅପରାହ୍ନ ୪ ଟା ସମୟରେ ପ୍ରକାଶ ପାଇଛି ଯୁକ୍ତ ଦୁଇ ରେଜଲ୍ଟ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରକାଶ ପାଇଛି ଫଳ। ଏନେଇ ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା । CHSE
Read More...