Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
ଶିକ୍ଷା
ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁଲାଇ ୨ରୁ ଆରମ୍ଭ ହୋଇ ୧୦ ତାରିଖରେ ଶେଷ ହେବ। ଏନେଇ ବୋର୍ଡ ପକ୍ଷରୁ ବୁଧବାର ପରୀକ୍ଷା ସୂଚୀ ପ୍ରକାଶ କରାଯାଇଛି।
ପ୍ରକାଶିତ ସୂଚୀ ଅନୁଯାୟୀ, ଜୁଲାଇ ୨ରେ ପ୍ରଥମ ଭାଷା ଓଡ଼ିଆ, ୪ରେ!-->!-->!-->…
Read More...
Read More...
NEET-UG 2026 ପେପର୍ ଲିକ୍ ମାମଲା: ସିବିଆଇର ଆଉ ୨ ଗିରଫ
ନ୍ୟୁଜ୍ ବ୍ୟୁରୋ: ସିବିଆଇ NEET-UG 2026 ପେପର୍ ଲିକ୍ ମାମଲାରେ ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା ପ୍ରଥମ ଅଭିଯୁକ୍ତ ହେଉଛନ୍ତି ଲାଟୁରର ଡାକ୍ତର ମନୋଜ ଶିରୁରେ। ସିବିଆଇ ଅନୁଯାୟୀ, ସେ!-->…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ
ପୁଣି ବାଜି ମାରିନେଲେ ଝିଅ
ଭୁବନେଶ୍ଵର: ପ୍ରକାଶ ପାଇଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ +୨ ପରୀକ୍ଷା ଫଳ। ଏକାସାଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ଘୋଷଣା କରାଯାଇଛି। ସିଏଚଏସଇ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ!-->!-->!-->…
Read More...
Read More...
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ପୁଣେର ଶିକ୍ଷୟିତ୍ରୀ ଗିରଫ
ନ୍ୟୁଜ୍ ବ୍ୟୁରୋ: ନିଟ୍-ୟୁଜି ୨୦୨୬ ପ୍ରଶ୍ନପତ୍ର ଲିକ୍ ମାମଲାରେ ସିବିଆଇ ବଡ଼ ସଫଳତା ପାଇଛି। ଏହି ଘଟଣାରେ ପୁଣେର ଜଣେ ବରିଷ୍ଠ ବଟାନି ଶିକ୍ଷୟିତ୍ରୀ ମନୀଷା ଗୁରୁନାଥ ମାଣ୍ଢାରେଙ୍କୁ ଗିରଫ କରାଯାଇଛି। ସେ ବାୟୋଲୋଜି ପ୍ରଶ୍ନପତ୍ର ଲିକ୍ ଘଟଣାର ଅନ୍ୟତମ ମୁଖ୍ୟ ସୂତ୍ରଧାର ଥିବା ସନ୍ଦେହ!-->…
Read More...
Read More...
ଆସନ୍ତା ବର୍ଷରୁ ଅନଲାଇନ୍ରେ ହେବ ନିଟ୍ ପରୀକ୍ଷା
ନୂଆ ଦିଲ୍ଲୀ: ନିଟ୍ ପରୀକ୍ଷା ବ୍ୟବସ୍ଥାରେ ଆସୁଛି ବଡ଼ ପରିବର୍ତ୍ତନ। ଆସନ୍ତା ବର୍ଷରୁ ନିଟ୍ ପରୀକ୍ଷା କମ୍ପ୍ୟୁଟର-ଭିତ୍ତିକ ଟେଷ୍ଟ (ସିବିଟି) ମୋଡ୍ରେ ଅନୁଷ୍ଠିତ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଛନ୍ତି। ଓଏମଆର ପଦ୍ଧତି ପରିବର୍ତ୍ତେ ସିବିଟି ବ୍ୟବସ୍ଥା!-->…
Read More...
Read More...
ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ
ନ୍ୟୁଜ୍ ବ୍ୟୁରୋ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୋର୍ଡ କାର୍ଯ୍ୟାଳୟରେ ଫଳାଫଳ ଉନ୍ମୋଚନ କରିଥିଲେ। ଏଥର ପାସ୍ ହାର ୯୫.୩୩% ରହିଥିବା!-->…
Read More...
Read More...
ଆସନ୍ତା କାଲି ପ୍ରକାଶିତ ହେବ ମାଟ୍ରିକ ଫଳ
ଭୁବନେଶ୍ବର: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମେ ୨ ଅର୍ଥାତ ଆସନ୍ତା କାଲି ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବୋର୍ଡ ମୁଖ୍ୟାଳୟରେ ଫଳ ଘୋଷଣା କରାଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ପ୍ରେସ ରିଲିଜ୍ ଜରିଆରେ ସୂଚନା ଦିଆଯାଇଛି।
ଏହାସହିତ ଷ୍ଟେଟ୍ ଓପନ ସ୍କୁଲ ଓ!-->!-->!-->…
Read More...
Read More...
ପ୍ରକାଶ ପାଇଲା ଜେଇ ମେନ୍ ୨୦୨୬ ସେସନ-୨ ଫଳାଫଳ
ନ୍ୟୁଜ୍ ବ୍ୟୁରୋ: ଜେଇ ମେନ୍ ୨୦୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇବା ସହିତ ଦେଶବ୍ୟାପୀ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା କରାଯାଇଛି।
ଏହି ପରୀକ୍ଷାରେ ଅଂଶଗ୍ରହଣ କରିଥିବା!-->!-->!-->…
Read More...
Read More...
କମ୍ପ୍ୟୁଟେସ୍ନାଲ ଇନ୍ଟେଲିଜେନ୍ସ ଟେକ୍ନିକ୍ସକୁ ନେଇ ସୋଆ ପକ୍ଷରୁ ପ୍ରଥମ ଆଇଇଇଇ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ
ଭୁବନେଶ୍ୱର: ଆର୍ଟିଫିସିଆଲ୍ ଇନ୍ଟେଲିଜେନ୍ସ, ବିଗ୍ ଡାଟା ଆନାଲିଟିକ୍ସ, ଡିପ୍ ଲର୍ଣ୍ଣିଙ୍ଗ, କ୍ଲାଉଡ୍ ଆଣ୍ଡ ଫଗ୍ କମ୍ପ୍ୟୁଟିଙ୍ଗ୍, ଇନ୍ଟରନେଟ ଅଫ୍ ଥିଙ୍ଗ୍ସ ଓ ଇଭେଲ୍ୟୁସନାରୀ କମ୍ପ୍ୟୁଟିଙ୍ଗ ଭଳି ବିବିଧ ବିଷୟକୁ ନେଇ ଗତ ଏପ୍ରିଲ୍ ୧୦ ଏବଂ ୧୧ ଦୁଇ ଦିନ ଧରି ଶିକ୍ଷା ଓ ଅନୁସନ୍ଧାନ!-->…
Read More...
Read More...
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଆସାମ : ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ଶିକ୍ଷା କ୍ଷେତ୍ରରେ ଏକ ବଡ଼ ଓ ଲୋକମୁଖୀ ଘୋଷଣା କରିଛନ୍ତି। ସେ ପୁନଃ ନିର୍ବାଚିତ ହେଲେ ପ୍ରାଥମିକ ଶିକ୍ଷାରୁ ସ୍ନାତକ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ପରିବାରମାନଙ୍କ ଉପରେ!-->…
Read More...
Read More...