Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category
ଶିକ୍ଷା
ଗବେଷଣା କାର୍ଯ୍ୟ ପ୍ରଣାଳୀ ନେଇ ସୋଆରେ ଦଶ ଦିନିଆ କର୍ମଶାଳା
ଭୁବନେଶ୍ୱର: ଗବେଷଣା କରୁଥିବା ବ୍ୟକ୍ତି ବିଶେଷଙ୍କର ଦକ୍ଷତା ବୃଦ୍ଧି କରିବା ଲକ୍ଷ୍ୟ ନେଇ ସୋମବାର ଠାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ସାମାଜିକ ବିଜ୍ଞାନ କ୍ଷେତ୍ରରେ ଗବେଷଣା କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ ଏକ ୧୦ ଦିନିଆ କର୍ମଶାଳା ଆରମ୍ଭ ହୋଇଛି। ଗବେଷଣା କରୁଥିବା ଛାତ୍ରଛାତ୍ରୀ ଏବଂ!-->…
Read More...
Read More...
ପିଏମ୍-ଉଷା ଯୋଜନାରେ ଓଡ଼ିଶାକୁ ୬୭୦ କୋଟି ଟଙ୍କା ଅନୁଦାନ
ଭୁବନେଶ୍ବର: ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପିଏମ୍-ଉଷା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗବେଷଣା ପାଇଁ ପିଏମ୍-ଉଷା ଯୋଜନାରେ ଓଡିଶାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ୬୭୦ କୋଟି ଟଙ୍କା ପ୍ରଦାନ କରାଯିବ। ରେଭେନ୍ସା ବିଶ୍ବବିଦ୍ୟାଳୟ,!-->…
Read More...
Read More...
୫ମ ଓ ୮ମରେ ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଣୀକୁ ଯାଇ ପାରିବେ ନାହିଁ
ନୂଆଦିଲ୍ଲୀ: ସ୍କୁଲ ଶିକ୍ଷାରେ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ୫ମ ଓ ୮ମ ଶ୍ରେଣୀରେ ରହିଥିବା ଫେଲ୍ ନ ହେବା କଟକଣାକୁ ଆଜି ସରକାର ହଟାଇ ଦେଇଛନ୍ତି। ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ଫେଲ୍। ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଣୀକୁ ଯାଇ ପାରିବେ ନାହିଁ। ଏନେଇ ସୂଚନା ଦେଲେ!-->…
Read More...
Read More...
ପାଠ ଖାଲି ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ଆବଶ୍ୟକ: ରାଷ୍ଟ୍ରପତି
ରାଇରଙ୍ଗପୁର: ଜନ୍ମମାଟି ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ!-->…
Read More...
Read More...
୬ମାସ ବଢିଲା ରାଜ୍ୟର ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ
ଭୁବନେଶ୍ବର; ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି। ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର!-->…
Read More...
Read More...
ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ,!-->…
Read More...
Read More...
କାନାଡ଼ାରେ ପଢ଼ା ହେବ ଓଡ଼ିଆ
ନୂଆଦିଲ୍ଲୀ: ଏବେ କାନାଡ଼ାରେ ପଢ଼ା ହେବ ଓଡ଼ିଆ। କାନାଡ଼ାରେ ଓଡ଼ିଆ ଭାଷାରେ ପାଠପଢ଼ିବେ ପ୍ରବାସୀଙ୍କ ପିଲା। ଟରୋଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ ପକ୍ଷରୁ ଓଡ଼ିଆ ଶିକ୍ଷା ପ୍ରଚଳନ ପାଇଁ ଅନୁମତି ମିଳିବା ପରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପୂର୍ବରୁ ହିନ୍ଦୀ ଭଳି!-->…
Read More...
Read More...
ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି
କଟକ: ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ଅର୍ଥାତ୍ ଆଜି ଫର୍ମ ପୂରଣର ଶେଷ ତାରିଖ ଥିବାବେଳେ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି!-->…
Read More...
Read More...
ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା
କଟକ: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି!-->…
Read More...
Read More...
ଓଡିଶା ଇତିହାସ ଉପରେ ହେବ ଗବେଷଣା : ଆଇନ ମନ୍ତ୍ରୀ
ଭୁବନେଶ୍ବର: ଓଡିଶା ଇତିହାସ ଉପରେ ହେବ ଗବେଷଣା। ଗବେଷଣା କହିବ, ଓଡିଶା ଇତିହାସର ଗାଥା। କ’ଣ ରହିଛି ଓଡିଶାର ପ୍ରକୃତ ଇତିହାସ। ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ଆଜି ସୂଚନା ଓ ଲୋକସଂପର୍କ!-->…
Read More...
Read More...