ପ୍ରମୁଖ ଖବର

୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category

ଶିକ୍ଷା

ବାତ୍ୟା ପାଇଁ ଶୁକ୍ରବାର କନ୍ଧମାଳ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ

କନ୍ଧମାଳ: ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ। ଏନେଇ ଆଜି ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି
Read More...

ବାତ୍ୟା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ

କଟକ: ବାତ୍ୟା ପାଇଁ ବଡ଼ ନିଷ୍ପତ୍ତି ନେଲା ଓଡ଼ିଶା ଲୋକସେବା ଆୟୋଗ। ବାତ୍ୟା ଦାନା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ ରଖିଲା ଓଡ଼ିଶା ଲୋକସେବା ଆୟୋଗ। ଆସନ୍ତା ୨୭ ତାରିଖରେ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ
Read More...

ବାତ୍ୟା ‘ଦାନା’ ପାଇଁ ଘୁଞ୍ଚିଲା ଏନ୍‌ଆର୍‌ଟିଏସ୍‌ ଓ ପ୍ରାଥମିକ ବୃତ୍ତି ପରୀକ୍ଷା

ଭୁବନେଶ୍ବର; ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା
Read More...

ପ୍ରକାଶ ପାଇଲା ଓଏଏସ୍‌ ରେଜଲ୍ଟ

ଶ୍ୱେତାଶ୍ରୀ ମହାପାତ୍ର ଟପ୍ପରକଟକ: ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍‌ ରେଜଲ୍ଟ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର ହୋଇଥିବାବେଳେ ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ
Read More...

ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା

ଭୁବନେଶ୍ବର; ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି। ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ। ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ ସମ୍ବଲପୁରରେ କରାଯିବ। ଓପିଏସସିର
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ୍ -୨ର ପ୍ରଥମ ବ୍ୟାଚ୍ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର, ଅକ୍ଟୋବର ୧୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଫୁଲନଖରା ସ୍ଥିତ ଦ୍ୱିତୀୟ ମେଡିକାଲ କଲେଜ - ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (କ୍ୟାମ୍ପସ୍ ୨)- ର ପ୍ରଥମ ବ୍ୟାଚ୍ ୧୫୦ ଜଣ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କୁ ନେଇ ସୋମବାର
Read More...

ଆଡମିଟ୍‌ କାର୍ଡକୁ ଡଙ୍ଗା କରି ନଦୀରେ ଭସାଇଲେ ପରୀକ୍ଷାର୍ଥୀ

କଟକ: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଆଶାୟୀ କାଠଯୋଡ଼ି ନଦୀରେ ଭସାଇଥିବା ଦେଖିବାକୁ ମିଳିଛି। ପରୀକ୍ଷା ବାତିଲ ସହ ପୁନଃ ପରୀକ୍ଷା କରିବା ଦାବିରେ ଆଶାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।
Read More...

ଅନିବାର୍ଯ୍ୟ କାରଣ ଦର୍ଶାଇ ପିଜିଟି ପରୀକ୍ଷା ବାତିଲ୍

କଟକ: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ଅକ୍ଟୋବର ୬ ଅର୍ଥାତ ଆଜି ହେବାକୁ ଥିବା ପୋଷ୍ଟ ଗ୍ରାଜୁଏଟ ଟିଚର ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ଏହି ପରୀକ୍ଷାଗୁଡିକ ଓପିଏସସି ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ
Read More...

ଏକଲବ୍ୟ ମଡେଲ ସ୍କୁଲକୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

କେନ୍ଦୁଝର: ଏକଲବ୍ୟ ମଡେଲ ସ୍କୁଲକୁ ଉଦ୍‌ଘାଟନ କଲେ ମୋଦୀ। କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି।
Read More...

ସୋଆ ଇଞ୍ଜିନିୟରିଂ ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୮/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀମାନଙ୍କୁ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ସ୍ୱତନ୍ତ୍ର
Read More...