ପ୍ରମୁଖ ଖବର

ପ୍ରକାଶ ପାଇଲା ସ୍ପେଶାଲ ଓଟିଇଟି ପରୀକ୍ଷା ଫଳ
ପୋଲିସ ଷ୍ଟେଶନ ଭିତରେ ବଡ଼ ବିସ୍ଫୋରଣ: ୯ ମୃତ୍ୟୁ, ୩୦ ଆହତ
ଭୟଙ୍କର ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ଗୋଟିଏ ପରିବାରର ୫ ସଦସ୍ୟ
ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ବାଘ ଗଣନା
Browsing Category

Today’s Highlight

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଶାଲୁ ଜିନ୍ଦଲଙ୍କ ଜନ୍ମଦିନ ଅବସରରେ ସେବା ଦିବସ ପାଳିତ

ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ, ଏହାର ଅଧ୍ୟକ୍ଷା ଏବଂ ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ତଥା ବିଶିଷ୍ଠ ସମାଜସେବୀ ଶ୍ରୀମତୀ ଶାଲୁ ଜିନ୍ଦଲଙ୍କ ଜନ୍ମଦିନକୁ ଦେଶର ବିଭିନ୍ନ ସ୍ଥାନରେ 'ସେବା ଦିବସ' ଭାବରେ ପାଳନ କରାଯାଇଛି ।  ଏହି ଅବସରରେ
Read More...

ଦିଲ୍ଲୀରେ ଏନକାଉଣ୍ଟର: ୪ଗ୍ୟାଙ୍ଗଷ୍ଟାର ନିହତ

ନୂଆଦିଲ୍ଲୀ: ଦିଲ୍ଲୀରେ ଏକ ବଡ଼ ଏନ୍‌କାଉଣ୍ଟର ହୋଇଛି। ଏନ୍‌କାଉଣ୍ଟରରେ ବିହାରର ୪ ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ତଥା ସିଗମା ଗ୍ୟାଙ୍ଗର ୪ଜଣ ଅପରାଧୀ ନିହତ ହୋଇଛନ୍ତି। ଦିଲ୍ଲୀ କ୍ରାଇମବ୍ରାଞ୍ଚ ଓ ବିହାର ପୁଲିସ ରୋହିଣୀରେ ୪ଜଣ ଗ୍ୟାଙ୍ଗଷ୍ଟାରଙ୍କୁ ଏନକାଉଣ୍ଟର କରିଛନ୍ତି। ଦୀର୍ଘ ଦିନ ହେବ
Read More...

ଇଣ୍ଡି ମେଣ୍ଟରେ ହେଲା ବୁଝାମଣା, ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର: ଶେଷରେ ସବୁ ବାଦବିବାଦରେ ପଡ଼ିବାକୁ ଯାଉଛି ପୂର୍ଣ୍ଣଚ୍ଛେଦ। ମହାଗଠବନ୍ଧନ ଆସନ ବଣ୍ଟନ ଏବଂ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ବିବାଦରେ ପଡ଼ିଥିବା ବେଳେ, ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ ପ୍ରକ୍ରିୟା ମଧ୍ୟରେ, ମହାଗଠବନ୍ଧନର ସମସ୍ତ ସମସ୍ୟା ସମାଧାନ ହୋଇଛି। ବିହାର ନିର୍ବାଚନ ପାଇଁ
Read More...

ପୀତବାସ ପଣ୍ଡା ହତ୍ୟା ମାମଲା, ଆଉ ଜଣେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସ ହାତରେ ଆଉ ଜଣେ ଅଭିଯୁକ୍ତ ସୁନୀଲ ହୋତା। ହତ୍ୟାକାଣ୍ଡ ଘଟାଇବା ପରେ ଅନ୍ୟତମ ଅଭିଯୁକ୍ତ ଉମା ବିଷୋୟୀ ଓ ଗୁଳି ଫୁଟାଇଥିବା ଅଭିଯୁକ୍ତ କୁରୁପତି ଭୂୟାଁ ଜୟପୁରରେ ଥିବା ସୁନୀଲଙ୍କ ଫାର୍ମ ହାଉସରେ ୪ ଦିନ ଧରି ରହିଥିଲେ। ଉଭୟେ
Read More...

ଆଇଆରସି ଅଧିବେଶନ: ଯୋଗଦେବେ ନୀତିନ ଗଡକରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ଇଣ୍ଡିଆନ ରୋଡ କଂଗ୍ରେସର ୮୪ତମ ଅଧିବେଶନ। ଏଥିରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି।ନଭେମ୍ବର ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନରେ ଅଧିବେଶନ ଚାଲିବ ବୋଲି ସୂଚନା ମିଳିଛି। ଆୟୋଜନ
Read More...

ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ହେଲେ ଗୋଲ୍ଡେନ ବୟ ନୀରଜ ଚୋପ୍ରା

ନୂଆଦିଲ୍ଲୀ: ଭାରତର ଗୋଲ୍ଡେନ ବୟ ଭାବରେ ଜଣାଶୁଣା ଜାଭେଲିନ୍ ଥ୍ରୋ ଷ୍ଟାର ନୀରଜ ଚୋପ୍ରାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମାନ ମିଳିଛି। ତାଙ୍କୁ ଟେରିଟୋରିଆଲ୍ ସେନାରେ ସମ୍ମାନଜନକ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧିରେ ସମ୍ମାନିତ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସେନା ମୁଖ୍ୟ
Read More...

ହୃଦଘାତରେ ଗାୟକ ଋଷଭ ଟଣ୍ଡନଙ୍କ ପରଲୋକ

ନୂଆଦିଲ୍ଲୀ: ପୁଣି ମନୋରଞ୍ଜନ ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର। ଦୁନିଆକୁ ଅଲବିଦା କହିଲେ "ଫକୀର" ନାମରେ ଜଣାଶୁଣା ଗାୟକ ତଥା ଅଭିନେତା ଋଷଭ ଟଣ୍ଡନ । ଦିଲ୍ଲୀରେ ହୃଦଘାତରେ ଆଖି ବୁଜିଛନ୍ତି ଗାୟକ। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ହୋଇଥିଲା। ସୂଚନା ଅନୁଯାୟୀ, ଋଷଭ ଟଣ୍ଡନ
Read More...

ସୋର ସବ୍ ଜେଲରୁ କଏଦୀ ଫେରାର ଘଟଣାରେ ଦୁଇ ଜେଲ ୱାର୍ଡର ନିଲମ୍ବିତ

ବାଲେଶ୍ବର: ସୋର ଜେଲ୍‌ରୁ ମଙ୍ଗଳବାର ସନ୍ଧ୍ୟାରେ ଦୁଇ ଜଣ କଏଦୀ ଫେରାର ପାଇଁ ଉଦ୍ୟମ କରିଥିଲେ। ଦୁଇ ଜଣଙ୍କ ମଧ୍ୟରୁ ପୋଲିସ ଜଣକୁ କାବୁ କରିଥିବା ବେଳେ ଅନ୍ୟ ଜଣେ ଚମ୍ପଟ ମାରିବାରେ ସଫଳ ହୋଇଛି। ଏହି ଘଟଣାରେ ଦୁଇ ଜେଲ ୱାର୍ଡର ନିଲମ୍ବିତ ହୋଇଛନ୍ତି।ଜେଲରୁ କଏଦୀ ଫେରାର ହେବା ବେଳର ଦୃଶ୍ୟ
Read More...

ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଗିରଫ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ବ୍ରହ୍ମପୁର ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣାରୁ ପରଦା ଉଠିଛି। ଦୀର୍ଘ ୧୫ ଦିନ ପରେ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇବା ସହ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ
Read More...

ୟୁନିଟ୍‌-୧ ପରିବା ମାର୍କେଟ୍‌ରେ ନିଆଁ

ଭୁବନେଶ୍ଵର: ଭୁବନେଶ୍ଵର ୟୁନିଟ୍-୧ ପରିବା ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହାଟରେ ଥିବା ଅନେକ ଦୋକାନ, ପରିବା ଗୋଦାମରେ ଲାଗିଛି ନିଆଁ । ନିଆଁ ଲାଗି ଜଳିଯାଇଛି ୧୫ରୁ ୨୦ଟି ଦୋକାନ। ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ପହଂଚି ଘଟଣାସ୍ଥଳରେ ପହଂଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି।
Read More...