ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

Today’s Highlight

ଦୀପାବଳିରେ ଅଘଟଣ : ମୁମ୍ବାଇ ଅଗ୍ନିକାଣ୍ଡରେ ୬ ମୃତ

ମୁମ୍ବାଇ: ଦୀପାବଳିରେ ମୁମ୍ବାଇରେ ଦୁଇଟି ପୃଥକ ସ୍ଥାନରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ସକାଳ ସମୟରେ ନଭି ମୁମ୍ବାଇର କାମୋଥେ ଏବଂ ଭସି ଜିଲ୍ଲାରେ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି ବୋଲି ପୋଲିସ୍ କହିଛନ୍ତି। ସୋମବାର ମଧ୍ୟରାତ୍ରିରେ ସେକ୍ଟର ୧୪ରେ ଭାସିରେ
Read More...

ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଅକ୍ଟୋବର ଶେଷ ୧୦ ଦିନରେ ବଙ୍ଗୋପସାଗରରେ ସୃଷ୍ଟି ହେବ ୨ଟି ଲଘୁଚାପ, ଅଧିକ ଘନୀଭୂତ ପାଇଁ ପାଗ ଅନୁକୂଳ ଭୁବନେଶ୍ୱର: ଆସନ୍ତା ୨-୩ ଦିନ ଯାଏଁ ବାୟୁ ପ୍ରବାହରେ ଅସ୍ଥିରତା ଯୋଗୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ଵର, ଭଦ୍ରକ,
Read More...

ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ

ଭୁବନେଶ୍ବର: ରାଜଧାନୀରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ଥାନା ଅଶୋକ ନଗର ଅଞ୍ଚଳରେ ଏଭଳି ଲୋମହର୍ଷଣକାରୀ ଘଟଣା ଘଟିଛି। ପୀଡିତାଙ୍କ ଘର ବିହାରରେ। ନାବାଳିକା ଜଣଙ୍କ ଏବେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁରେ ଅଛନ୍ତି। ପୋଲିସ‌ ମାମଲା ରୁଜୁ କରି
Read More...

୨୦ରେ ଦୀପାବଳି ଛୁଟି

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା ୨୦ରେ ହେବ ଦୀପାବଳି ଛୁଟି। ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ୨୦ତାରିଖ ଦିନ ଦୀପାବଳି ପାଳନ ପାଇଁ ଶ୍ରୀମନ୍ଦିର ପକ୍ଷରୁ କୁହାଯିବା ପରେ ଏହି ଦିନକୁ ଛୁଟି ଘୋଷଣା କରାଯାଇଛି ।ନୂଆପଡ଼ା
Read More...

ବିହାର ନିର୍ବାଚନ ପୂର୍ବରୁ ଲାଲୁଙ୍କୁ ଶକ୍ତ ଝଟ୍‍କା

ବିହାର: ଆସନ୍ତା ୬ରୁ ବିହାର ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଶକ୍ତ ଝଟ୍‍କା ଲାଗିଛି । ଦିଲ୍ଲୀର ରାଉଜ୍‍ ଆଭେନ୍ୟୁ କୋର୍ଟ ଆଇଆରସିଟିସି
Read More...

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା-ଝାଡଖଣ୍ଡ ସୀମାରେ ଚାଲୁଥିବା ସନ୍ଧାନ ଅଭିଯାନ ସମୟରେ ଘଟିଥିବା ବିସ୍ଫୋରଣ ଘଟଣାରେ ଏକ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ଏକ ଭୟଙ୍କର ବିସ୍ଫୋରଣରେ ସିଆରପିଏଫ୍‌ର ଜଣେ ଯବାନ ସହିଦ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ଝାଡଖଣ୍ଡର
Read More...

ବିଜେପିରେ ମିଶିଲେ ଜୟ ଢୋଲକିଆ

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ପଦ୍ମ ଧରିଲେ ଜୟ ଢୋଲକିଆ। ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ
Read More...

ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି

ଭୁବନେଶ୍ୱର: ରାଜ୍ୟର ମତ୍ସ୍ୟ ଚାଷୀ ଓ ବ୍ୟବସାୟୀଙ୍କ ପାଇଁ ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନରେ ଭିସି ଯୋଗେ ଭୁବନେଶ୍ୱର ପାଣ୍ଡରାଠାରେ ପ୍ରାୟ ୬୦ କୋଟି ଟଙ୍କାରେ ହେବାକୁ ଥିବା ଅତ୍ୟାଧୁନିକ ପାଇକାରୀ ମାଛ ମାର୍କେଟ ମାର୍କେଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
Read More...

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ଆଇଏଏସ ସ୍ତରରେ ଶୁକ୍ରବାର ଦିନ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଓଡ଼ିଶା ସରକାର ଅନେକ ବରିଷ୍ଠ ଅଧିକାରୀଙ୍କୁ ବଦଳି କରିବା ସହ ନୂତନ କାର୍ଯ୍ୟଭାର ଦେଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୧୩ ଅକ୍ଟୋବର ୨୦୨୫ ଠାରୁ ଏହା
Read More...

ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ବର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା। ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ। ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଲୋକସେବା
Read More...