ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

Today’s Highlight

୭.୬ ତୀବ୍ରତାର ଭୂମିକମ୍ପରେ ଥରିଲା ଫିଲିପାଇନ୍ସ,

ନ୍ୟୁଜ୍ ବ୍ୟୁରୋ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ଫିଲିପାଇନ୍ସ। ଶୁକ୍ରବାର ସକାଳେ ଦକ୍ଷିଣ ଫିଲିପାଇନ୍ସରେ ୭.୬ ତୀବ୍ରତାର ଭୂମିକମ୍ପ ହୋଇଛି। ହୋନୋଲୁଲୁର ପ୍ରଶାନ୍ତ ମହାସାଗର ସୁନାମି ସତର୍କତା କେନ୍ଦ୍ର କହିଛି ଯେ ଭୟଙ୍କର ତରଙ୍ଗ ଭୂକମ୍ପ କେନ୍ଦ୍ରଠାରୁ ୩୦୦ କିଲୋମିଟର ବ୍ୟାସାର୍ଦ୍ଧ
Read More...

ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ମହାକାଳପଡା ତହସିଲଦାର୍‌ ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିବ ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଲାଞ୍ଚ ନେଇ ଗତ ମାସରେ ଗିରଫ ହୋଇ ଜାମିନରେ ଆସିଥିବା କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲଦାର ତଥା ଓଏଏସ୍‌ ଅଫିସର ଶିବ
Read More...

ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନ୍ୟୁଜ୍ ବ୍ୟୁରୋ: ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି ମାରିଆ। ଭେନେଜୁଏଲାରେ ଏକଚ୍ଛତ୍ରବାଦୀ ଶାସନ ପରିବର୍ତ୍ତେ ଗଣତନ୍ତ୍ର
Read More...

ସମୁଦ୍ରରେ ବୁଡ଼ିଲା ମାଛଧରା ଡଙ୍ଗା

ଅଳ୍ପକେ ବଞ୍ଚିଲେ ୮ ମତ୍ସ୍ୟଜୀବୀ କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ନିକଟ ସମୁଦ୍ରରେ ଗତକାଲି ବିଳମ୍ବିତ ରାତିରେ ଏକ ମାଛ ଧରା ଡଙ୍ଗା ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୮ ଜଣ ମତ୍ସ୍ୟଜୀବୀ। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ନିଷିଦ୍ଧାଞ୍ଚଳରେ ବେଆଇନ ଭାବରେ ମାଛ
Read More...

ଓଡିଶା ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶର: ଓଡିଶା ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆଦିଲ୍ଲୀରେ ୩୨ ଦିନ ରହିବା ପରେ ଆଜି ନବୀନ ଓଡିଶା ଫେରିଛନ୍ତି। ନୂଆପଡା ଉପନିର୍ବାଚନ ପୂର୍ବରୁ ଦିଲ୍ଲୀରୁ ପେରିଲେ ନବୀନ। ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ବତନ୍ତ୍ର ଚାର୍ଟର୍ଡ ବିମାନରେ ଆସି ଭୁବନେଶର
Read More...

ପାୱାର ପ୍ଲାଣ୍ଟରେ ଲିଫ୍ଟ ଖସି ୪ଶ୍ରମିକଙ୍କ ମୃତ୍ୟୁ

ଛତିଶଗଡ଼: ମଙ୍ଗଳବାର ରାତିରେ ଛତିଶଗଡ଼ର ସକ୍ତି ଜିଲ୍ଲାର RKM ପାୱାର ପ୍ଲାଣ୍ଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଲିଫ୍ଟ ଚେନ୍ ଛିଡିଯିବାରୁ ଏହା ୪୦ମିଟର ଉଚ୍ଚତାରୁ ଖସି ପଡ଼ିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣଙ୍କର ହସ୍ପିଟାଲରେ ମୃତ୍ୟୁ
Read More...

ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲାର ବଡ ଖୁଲାସା

ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟହରିୟାଣା: ହରିୟାଣା କ୍ୟାଡର ଆଇପିଏସ ଅଧିକାରୀ ପୁରନ କୁମାରଙ୍କ ଆତ୍ମହତ୍ୟା ମାମଲାରେ ଏକ ବଡ ଖୁଲାସା ହୋଇଛି। ପୂରନଙ୍କ ମୃତ୍ୟୁ ସାରା ପୋଲିସ ବିଭାଗ ଓ ପ୍ରଶାସନକୁ ଚିନ୍ତାରେ ପକାଇଛି। ପୋଲିସ ତାଙ୍କ ଘରୁ ୮ ପୃଷ୍ଠା ବିଶିଷ୍ଟ ସୁଇସାଇଡ୍ ନୋଟ ଜବତ
Read More...

ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ

ଗଜପତି: ଗଜପତି ଜିଲ୍ଲା ଜଙ୍ଗଲପାଡୁ ସୀମାନ୍ତ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ। ଭୟଙ୍କର ବିସ୍ଫୋରଣରେ ୩ ଶ୍ରମିକଙ୍କ ମୃତ୍ୟୁ, ଅନେକ ଗୁରୁତର ହୋଇଥିବା ସୂଚନା। ମୃତକମାନେ ବିହାର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଅଂଚଳର ଶ୍ରମିକ। ଗୁରୁତରମାନେ ଶ୍ରୀକାକୁଲମ୍ ଟେକ୍କାଲି ହସ୍‌ପିଟାଲରେ ଭର୍ତ୍ତି
Read More...

ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପଡିଲେ ଓଏଏସ୍‌ ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ତଳିଆ କର୍ମଚାରୀଙ୍କଠାରୁ ୨୫ ହଜାର ଟଙ୍କା
Read More...

ଭୂସ୍ଖଳନ ଯୋଗୁ ବସ୍ ଉପରେ ପାହାଡ଼ ଖସି ୧୫ ମୃତ

ହିମଚଳପ୍ରଦେଶ: ହିମାଚଳ ପ୍ରଦେଶର ବିଳାସପୁର ଜିଲ୍ଲାରେ ବର୍ଷା ମଧ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହିମାଚଳ ପ୍ରଦେଶର ବିଳାସପୁରରେ ମାରୋଟାନରୁ ଘୁମାରୱିନ୍ ଯାଉଥିବା ସନ୍ତୋଷୀ ଘରୋଇ ବସ୍‌ ଉପରେ ଶୁକ୍ରା ଖାଡ୍ କୂଳରେ ବାର୍ଥିର ଭାଲୁ ସେତୁ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ରୁ ଭଗ୍ନାବଶେଷ ଖସି
Read More...