ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

Today’s Highlight

ସୁଭଦ୍ରା ହିତାଧିକାରୀ ପାଇବେ ପେନ୍‌ସନ୍‌

ଭୁବନେଶ୍ବର: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ ।ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ
Read More...

ବିଧାନସଭା ଜଗିବେ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ବର: ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ
Read More...

ଡିଜେ ଗାଡିରେ ଲାଗିଲା କଟକଣା

ନିୟମ ଉଲ୍ଲଙ୍ଘନ କଲେ ହେବ କାର୍ଯ୍ୟାନୁଷ୍ଠାନନ୍ୟୁଜ୍ ବ୍ୟୁରୋ: ଡିଜେ ଗାଡ଼ିକୁ ନେଇ ଆସିଲା ନୂଆ ନିୟମ। ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ମୋଟର ଯାନର ମୂଳ ଢାଞ୍ଚାକୁ ମନଇଚ୍ଛା ବଦଳାଇପାରିବେ ନାହିଁ ମାଲିକ। ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି
Read More...

ମାଟିତଳୁ ମିଳିଲା ମହିଳା କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ

କେନ୍ଦୁଝର: ମାଟିତଳୁ ବାହାରିଲା ଶୁଭମିତ୍ରାଙ୍କ ମୃତଦେହ। ଅଖା ଭିତରେ ବନ୍ଧା ଯାଇଥିବା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ପୋଲିସ। ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ଜେସିବିରେ ଖୋଳି ବାହାର କରାଗଲା। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମାଟି ଖୋଳି ବାହାର କଲା ପୋଲିସ। ସୂଚନା ମୁତାବକ,
Read More...

ଭୁବନେଶ୍ୱରରୁ ନିଖୋଜ ମହିଳା କନେଷ୍ଟବଳଙ୍କୁ ହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରୁ ନିଖୋଜ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ମାମଲାରେ ପୋଲିସକୁ ମିଳିଲା ବଡ଼ ସୁରାକ। ସନ୍ଦେହରେ ପୋଲିସ କମିଶନରଙ୍କ ଅଫିସ୍‌ରେ କାର୍ଯ୍ୟରତ କିରାଣୀ। କିରାଣୀ ଦୀପକ ରାଉତଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି।ଶୁଭମିତ୍ରାଙ୍କ ବାପା ମଧ୍ୟ ଦୀପକଙ୍କୁ ସନ୍ଦେହ
Read More...

ସୋଆ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ‘ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍‌’ ଶୀର୍ଷକ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ସେପ୍ଟେମ୍ବର ୧୭: ଡିଜିଟାଲାଇଜେସନ୍ ଆମ ଜୀବନକୁ ଭିନ୍ନ ଏବଂ ଅଧିକ ସୁରକ୍ଷିତ କରିଛି। ଭାରତରେ ବିଶ୍ୱର ସର୍ବାଧିକ ସାର୍ବଜନୀନ ଭିତିଭୂମି ରହିଥିବା ବେଳେ ପ୍ରତ୍ୟେକ ଭାରତୀୟ ପରସ୍ପର ସହିତ ଯୋଡ଼ି ହୋଇ ରହିବାର ଆବଶ୍ୟକତା ରହିଛି। ଏହା ପୂରଣ କରିବାରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ୭୫ତମ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ ଲଗାଇଛନ୍ତି। ମୁଖ୍ୟମନ୍ତ୍ରୀ
Read More...

ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ଟ୍ରାଫିକ୍ କଟକଣା ଲାଗୁ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ୱର ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁ ଯାଉଛି । ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ ୨୦୦୩ ର ଧାରା ୨୮
Read More...

୯୧୩ଟି ନବନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ

ଭୁବନେଶ୍ବର: ରାଜ୍ୟରେ ଉଦଘାଟନ ହେଲା ନବନିର୍ମିତ ୯୧୩ଟି ଅଙ୍ଗନବାଡ଼ି କେନ୍ଦ୍ର। ସମସ୍ତ କେନ୍ଦ୍ରକୁ ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ଡବ୍ଲୁସିଡିର ସମ୍ମିଳନୀ କକ୍ଷଠାରେ ଆଭାସୀ ମାଧ୍ୟମରେ ଏହାକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ। ଏଥିମଧ୍ୟରେ ରହିଛି ଅନୁଗୁଳର
Read More...

ଡେରାଡୁନ୍‌ରେ ବାଦଲଫଟା ବର୍ଷା: ନଦୀରେ ଭାସିଯାଇ ୮ ଶ୍ରମିକ ମୃତ

ଡେରାଡୁନ୍‌: ଡେରାଡୁନ୍‌ରେ ପୁଣି ବାଦଲଫଟା ବର୍ଷା। ଡେରାଡୁନରେ ବାଦଲଫଟା ବର୍ଷା ସବୁକିଛି ଛାରଖାର କରିଦେଇଛି। ମଙ୍ଗଳବାର ବାଦଲଫାଟିବା ଯୋଗୁଁ ବନ୍ୟା ଆସିଛି। ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ରାତିସାରା ପ୍ରବଳ ବର୍ଷା ଯୋଗୁଁ ରାସ୍ତା, ଘର ଏବଂ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ବାଟ ଭାଙ୍ଗି
Read More...