Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପ୍ରକାଶ ପାଇଲା ସ୍ପେଶାଲ ଓଟିଇଟି ପରୀକ୍ଷା ଫଳ
ପୋଲିସ ଷ୍ଟେଶନ ଭିତରେ ବଡ଼ ବିସ୍ଫୋରଣ: ୯ ମୃତ୍ୟୁ, ୩୦ ଆହତ
ଭୟଙ୍କର ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ଗୋଟିଏ ପରିବାରର ୫ ସଦସ୍ୟ
ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ବାଘ ଗଣନା
Browsing Category
Today’s Highlight
ବେଙ୍ଗାଲୁରୁରେ ଭଡ଼ାଘରୁ ଓଡ଼ିଆ ଦମ୍ପତିଙ୍କ ମୃତଦେହ ଉଦ୍ଧାର
ବେଙ୍ଗାଲୁରୁ: ବାଙ୍ଗାଲୋରରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ। ଭଡ଼ା ଘରୁ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ରହିଛି। ବାଙ୍ଗାଲୋରରେ କାମ କରୁଥିବା ଦେଉଳଡିହା ଗ୍ରାମର ଦମ୍ପତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୃତ ଦମ୍ପତି ହେଲେ ରାକେଶ ପାତ୍ର (୨୫) ଓ ସୀମା ନାୟକ।
ସୂଚନା ମୁତାବକ,!-->!-->!-->…
Read More...
Read More...
କଳିଙ୍ଗ ବାଲିଯାତ୍ରା ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ପାରାଦୀପ: ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ୍ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହ ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି। ଏନେଇ ଆଜି ସୂଚନା ଦେଉଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ଵାଇଁ।
ସେ କହିଛନ୍ତି କଳା ସଂସ୍କୃତି,!-->!-->!-->…
Read More...
Read More...
ବାଣ ଫୁଟାଇବାବେଳେ ହାତରେ ବାଣ ଫୁଟି ଛିଡିଗଲା ପାପୁଲି
ବାଲେଶ୍ୱର: ଦୀପାବଳୀରେ ଅଘଟଣ। ବାଲେଶ୍ୱରର ସୋରୋ ଥାନା ଅନ୍ତର୍ଗତ ଗୋବିନ୍ଦପୁରରେ ଜଣେ ବ୍ୟକ୍ତି ଦୀପାବଳୀ ଅବସରରେ ବାଣ ଫୁଟାଇବା ସମୟରେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଆହତ ହୋଇଥିବା ବ୍ୟକ୍ତିଙ୍କ ନାମ ବାବୁ ମହାନ୍ତି ବୋଲି ଜଣାପଡିଛି। ଘର ନିକଟରେ ବାବୁ ନିଜ ଡାହାଣ ହାତରେ ବାଣ ଧରି!-->…
Read More...
Read More...
ଟ୍ରକ୍-କାର୍ ଧକ୍କା: ବିଏସଏଫ ଯବାନ ମୃତ, ୬ ଗୁରୁତର
ଆନ୍ଧ୍ରପ୍ରଦେଶ: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ବିଏସଏଫ ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ ପିଟିଲା ଇନୋଭା କାର। ୧୪୨!-->…
Read More...
Read More...
ଦୀପାବଳିରେ ଅଘଟଣ : ମୁମ୍ବାଇ ଅଗ୍ନିକାଣ୍ଡରେ ୬ ମୃତ
ମୁମ୍ବାଇ: ଦୀପାବଳିରେ ମୁମ୍ବାଇରେ ଦୁଇଟି ପୃଥକ ସ୍ଥାନରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ସକାଳ ସମୟରେ ନଭି ମୁମ୍ବାଇର କାମୋଥେ ଏବଂ ଭସି ଜିଲ୍ଲାରେ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି ବୋଲି ପୋଲିସ୍ କହିଛନ୍ତି।
ସୋମବାର ମଧ୍ୟରାତ୍ରିରେ ସେକ୍ଟର ୧୪ରେ ଭାସିରେ!-->!-->!-->…
Read More...
Read More...
ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା
ଅକ୍ଟୋବର ଶେଷ ୧୦ ଦିନରେ ବଙ୍ଗୋପସାଗରରେ ସୃଷ୍ଟି ହେବ ୨ଟି ଲଘୁଚାପ, ଅଧିକ ଘନୀଭୂତ ପାଇଁ ପାଗ ଅନୁକୂଳ
ଭୁବନେଶ୍ୱର: ଆସନ୍ତା ୨-୩ ଦିନ ଯାଏଁ ବାୟୁ ପ୍ରବାହରେ ଅସ୍ଥିରତା ଯୋଗୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ଵର, ଭଦ୍ରକ,!-->!-->!-->…
Read More...
Read More...
ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ
ଭୁବନେଶ୍ବର: ରାଜଧାନୀରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ଥାନା ଅଶୋକ ନଗର ଅଞ୍ଚଳରେ ଏଭଳି ଲୋମହର୍ଷଣକାରୀ ଘଟଣା ଘଟିଛି। ପୀଡିତାଙ୍କ ଘର ବିହାରରେ। ନାବାଳିକା ଜଣଙ୍କ ଏବେ କ୍ୟାପିଟାଲ୍ ହସ୍ପିଟାଲ୍ ଆଇସିୟୁରେ ଅଛନ୍ତି। ପୋଲିସ ମାମଲା ରୁଜୁ କରି!-->…
Read More...
Read More...
୨୦ରେ ଦୀପାବଳି ଛୁଟି
ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା ୨୦ରେ ହେବ ଦୀପାବଳି ଛୁଟି। ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ୨୦ତାରିଖ ଦିନ ଦୀପାବଳି ପାଳନ ପାଇଁ ଶ୍ରୀମନ୍ଦିର ପକ୍ଷରୁ କୁହାଯିବା ପରେ ଏହି ଦିନକୁ ଛୁଟି ଘୋଷଣା କରାଯାଇଛି ।ନୂଆପଡ଼ା!-->…
Read More...
Read More...
ବିହାର ନିର୍ବାଚନ ପୂର୍ବରୁ ଲାଲୁଙ୍କୁ ଶକ୍ତ ଝଟ୍କା
ବିହାର: ଆସନ୍ତା ୬ରୁ ବିହାର ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଶକ୍ତ ଝଟ୍କା ଲାଗିଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଆଇଆରସିଟିସି!-->…
Read More...
Read More...
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା-ଝାଡଖଣ୍ଡ ସୀମାରେ ଚାଲୁଥିବା ସନ୍ଧାନ ଅଭିଯାନ ସମୟରେ ଘଟିଥିବା ବିସ୍ଫୋରଣ ଘଟଣାରେ ଏକ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ଏକ ଭୟଙ୍କର ବିସ୍ଫୋରଣରେ ସିଆରପିଏଫ୍ର ଜଣେ ଯବାନ ସହିଦ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ସୂଚନା ମିଳିଛି।
ଏହି ଘଟଣା ଝାଡଖଣ୍ଡର!-->!-->!-->…
Read More...
Read More...