ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

Today’s Highlight

ଲଘୁଚାପ ପ୍ରଭାବ:ହାଇ ଆଲର୍ଟରେ ସହରାଞ୍ଚଳ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ–ଉତ୍ତର ଓଡ଼ିଶା ଉପକୂଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପକୁ ଦୃଷ୍ଟିରେ ରଖି ସମସ୍ତ ସହରାଞ୍ଚଳ କର୍ତ୍ତୃପକ୍ଷଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଉଷା ପାଢ଼ୀ।
Read More...

ଟିଏମ୍‌ସି କାର୍ଯ୍ୟାଳୟରୁ ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭାର ପୂର୍ବତନ ଉପ-ବାଚସ୍ପତି ତଥା ତୃଣମୂଳ କଂଗ୍ରେସର ପାଞ୍ଚ ଥରର ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତଦେହ ରବିବାର ସକାଳେ ବୀରଭୂମ ଜିଲ୍ଲାର ରାମପୁରହାଟ ସହରସ୍ଥିତ ଏକ ପାର୍ଟି ଅଫିସରୁ ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ପୁଲିସ ଏକ ହାତଲେଖା ସୁସାଇଡ୍ ନୋଟ୍ ଜବତ
Read More...

ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଭଦ୍ରକ: ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଜରୁରୀକାଳୀନ ପ୍ରଶାସନିକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଜିଲ୍ଲାପାଳ ଏହି ନିର୍ଦ୍ଦେଶ
Read More...

ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ

ଭୁବନେଶ୍ବର: ଧାନ କିଣା ପ୍ରକ୍ରିୟାକୁ ନେଇ ରାଜ୍ୟର ଚାଷୀମାନଙ୍କ ମଧ୍ୟରେ ଗତ କିଛି ଦିନ ଧରି ଲାଗିରହିଥିବା ଦ୍ୱନ୍ଦ୍ୱ ଓ ଅସନ୍ତୋଷର ଅବସାନ ଘଟିଛି। ଆଗ୍ରିଷ୍ଟାକ୍ ପଞ୍ଜୀକରଣକୁ ନେଇ ଚାଷୀଙ୍କ ମନରେ ଥିବା ଆଶଙ୍କା ଦୂର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ସ୍ୱାଧୀନତା ଦିବସ
Read More...

୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ଆଜି ୮୦ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଭାଷଣ ଶେଷ କରିବା ପରେ ସେ ଲାଲକିଲ୍ଲା ପରିସରରେ ଉପସ୍ଥିତ ପିଲା ଓ
Read More...

ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଭେନ୍ଦୁ ଅଧିକାରୀ ଶୁକ୍ରବାର ରାଜ୍ୟରେ ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ଘୋଷଣା କରିଛନ୍ତି। ଏହାସହ ଯୋଜନା ଅଧୀନରେ ମିଳୁଥିବା ଆର୍ଥିକ ସହାୟତାକୁ ୧,୦୦୦ ଟଙ୍କାରୁ ବଢ଼ାଇ ୨,୦୦୦ ଟଙ୍କା କରାଯିବ। ପୂର୍ବରୁ ରାଜ୍ୟର
Read More...

ଭୂମିକମ୍ପ ପରେ କଲଭୂମିକମ୍ପ ପରେ କଲମ୍ବିଆକୁ ଭାରତ ପଠାଇଲା ୨୦ ମେଟ୍ରିକ୍ ଟନ୍ ରିଲିଫ୍ ସାମଗ୍ରୀ

ନୂଆଦିଲ୍ଲୀ: ଭୟଙ୍କର ଭୂମିକମ୍ପ ପରେ କଲମ୍ବିଆର ଉଦ୍ଧାର ଓ ପୁନର୍ବାସ କାର୍ଯ୍ୟକୁ ସହଯୋଗ କରିବା ପାଇଁ ଭାରତ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ୨୦ ମେଟ୍ରିକ୍ ଟନ୍‌ ରିଲିଫ୍ ସାମଗ୍ରୀ ପଠାଇଛି। ଏଥିରେ ଔଷଧ, ଚିକିତ୍ସା ଉପକରଣ, ଅସ୍ଥାୟୀ ଆଶ୍ରୟ ସାମଗ୍ରୀ, ସ୍ୱଚ୍ଛତା ସାମଗ୍ରୀ ଓ ଅନ୍ୟାନ୍ୟ
Read More...

ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର

ଭୁବନେଶ୍ବର: ବିଶିଷ୍ଟ ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା ହୋଇଛି। ଏଥିରେ ଓଡ଼ିଶାର ୧୭ ଜଣ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଓ ସଂସ୍କାରମୂଳକ ସେବାର ଅଧିକାରୀ ଓ କର୍ମଚାରୀ ବିଭିନ୍ନ ବର୍ଗରେ ସମ୍ମାନିତ ହେବେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ସାହସିକତା ପଦକ, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ
Read More...

ସ୍ୱାଧୀନତା ଦିବସ ପୂର୍ବରୁ ଦିଲ୍ଲୀରେ ୬ ବୋମା ଧମକ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଇମେଲ୍ ମାଧ୍ୟମରେ ଆସିଥିବା ଏହି ଧମକରେ ଜାମନଗର ହାଉସ୍, ଝାଣ୍ଡେୱାଲାନ୍ ମନ୍ଦିର ସମେତ ଅନେକ ସମ୍ବେଦନଶୀଳ ସ୍ଥାନକୁ ଟାର୍ଗେଟ କରାଯାଇଥିଲା। ଏହାରି ମଧ୍ୟରେ
Read More...

ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ

ନ୍ୟୁଜ୍ ବ୍ୟୁରୋ: ନାଇଜେରିଆର ଲାଗୋସ୍‌ଠାରେ ଚାଲିଥିବା କମନୱେଲଥ ପାରା ଫେନ୍ସିଂ ଚାମ୍ପିୟନସିପ୍‌-୨୦୨୬ରେ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଗଞ୍ଜାମ ଜିଲ୍ଲା ଛତ୍ରପୁରର ଭି. ରମେଶ ରାଓ ଗୌରବ ଆଣିଛନ୍ତି। ଫଏଲ୍ ପାରା ଫେନ୍ସିଂରେ ସେ ଏହି ସଫଳତା ହାସଲ କରିଛନ୍ତି। ଲାଗୋସ୍‌ରେ ଚଳିତ ମାସ ୯ରୁ
Read More...