Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
Today’s Highlight
ବିଜେଡିରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ନବୀନ
ଭୁବନେଶ୍ବର: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସଭା ପାଇଁ ଡାକ୍ତର ଦତ୍ତେଶ୍ୱର ହୋତା ଓ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରାଯାଇଛି। ଦଳ ସଭାପତି ନବୀନ ପଟ୍ଟନାୟକ ନବୀନ ନିବାସରେ ଆୟୋଜିତ ରାଜନୈତିକ ବ୍ୟାପାର କମିଟି ବୈଠକ ପରେ ଏହି ନାମଗୁଡ଼ିକୁ ଅନୁମୋଦନ!-->…
Read More...
Read More...
ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ଭୁବନେଶ୍ବର: ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (ସିପେଟ ) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ। ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି!-->…
Read More...
Read More...
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ।!-->…
Read More...
Read More...
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଭୁବନେଶ୍ବର: ଓଡ଼ିଶାରେ ଘଟିଥିବା ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ମାମଲାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି। କୋର୍ଟ ପକ୍ଷରୁ ଆସନ୍ତାକାଲି ମଧ୍ୟରେ ଲିଖିତ ଯୁକ୍ତି ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୫ ତାରିଖରେ!-->…
Read More...
Read More...
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ
ନୂଆଦିଲ୍ଲୀ; ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ପାଇଁ ଖୁବ୍ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ଭାରତୀୟ ଜନତା ପାର୍ଟି। ଏନେଇ ସୂଚନା ଦେଇଛନ୍ତି ଭାଜପାର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର।
ସେ କହିଛନ୍ତି, ଆଜି କିମ୍ବା କାଲି ମଧ୍ୟରେ ସଂସଦୀୟ ବୋର୍ଡ ବୈଠକ ବସିବ। କେହି ରାଜ୍ୟସଭାକୁ!-->!-->!-->…
Read More...
Read More...
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ନୂଆଦିଲ୍ଲୀ: ଇସ୍ରାଏଲର ସଂସଦ ‘ନେସେଟ୍’ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ସ୍ପିକର ଅଫ୍ ଦି ନେସେଟ୍ ମେଡାଲ’ରେ ସମ୍ମାନିତ କରିଛି। ଏହା ଇସ୍ରାଏଲୀ ସଂସଦର ସର୍ବୋଚ୍ଚ ସମ୍ମାନ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ଏହି ପଦକ ପାଇବାରେ ବିଶ୍ୱର ପ୍ରଥମ ନେତା।ଏହା ସହିତ, ପ୍ରଧାନମନ୍ତ୍ରୀ!-->…
Read More...
Read More...
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି
ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଇଥିବା ବେଳେ ମାର୍ଚ୍ଚ ୫ରେ ସରିବ। ମାର୍ଚ୍ଚ 6ରେ ନାମାଙ୍କନ ଯାଞ୍ଚ ହୋଇ ମର୍ଚ୍ଚ ୧୬ରୁ ସକାଳ ୯ ଟାରୁ ଅପରାହ୍ନ ୫ ଯାଏଁ ଭୋଟିଂ ହେବ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ!-->…
Read More...
Read More...
୨୦୨୬ ସଷ୍ଟେନେବିଲିଟି ଇୟରବୁକରେ ଜିନ୍ଦଲ ଷ୍ଟିଲର ନାମ ସାମିଲ
• '୨୦୨୬ ସଷ୍ଟେନେବିଲିଟି ଇୟରବୁକ୍'ରେ ବିଶ୍ୱବ୍ୟାପୀ ୧୨୯ଟି ଇସ୍ପାତ କମ୍ପାନୀ ମଧ୍ୟରୁ ମନୋନୀତ ୧୧ଟି କମ୍ପାନୀ ମଧ୍ୟରେ ଜିନ୍ଦଲ ଷ୍ଟିଲ୍ ସ୍ଥାନିତ ।• କମ୍ପାନୀର ସିଏସ୍ଏ ସ୍କୋର ୩୦ ରୁ ୭୨ (+୪୨ ପଏଣ୍ଟ) କୁ ବୃଦ୍ଧି; ଇଏସଜି ସ୍କୋର ମଧ୍ୟ ୩୭ ରୁ ୭୪ କୁ ଉନ୍ନତ ହୋଇଛି।• ‘ଟ୍ରାନ୍ସପାରେନ୍ସି!-->…
Read More...
Read More...
ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି। କେନ୍ଦ୍ରାପଡ଼ାର ବ୍ରହ୍ମ ତାଳଧ୍ୱଜ ରଥ ଏଥର ନୂଆ ହେବ। ଏନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ!-->…
Read More...
Read More...
ଦିଲ୍ଲୀ କୋର୍ଟଙ୍କ ନିର୍ଦ୍ଦେଶ: ଶିଖର ଧାୱନଙ୍କୁ ୫.୨ କୋଟି ଟଙ୍କା ଫେରାଇବେ ପୂର୍ବତନ ପତ୍ନୀ
ନୂଆ ଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ଓପନର ଶିଖର ଧୱନ ପୁନର୍ବାର ଚର୍ଚ୍ଚାରେ ଆସିଛନ୍ତି। ନିକଟରେ ସେ ଦ୍ୱିତୀୟ ବିବାହ କରିଥିବାବେଳେ, ଏହା ମଧ୍ୟରେ ତାଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ପଟିଆଲା ଫ୍ୟାମିଲି କୋର୍ଟ ତାଙ୍କ ସପକ୍ଷରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି।
!-->!-->…
Read More...
Read More...