Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
Today’s Highlight
ଲାଲକିଲ୍ଲା ନିକଟରେ ବିସ୍ଫୋରଣ: ୮ ମୃତ, ହାଇଆଲର୍ଟ ଜାରି
ନୂଆ ଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଡ଼ ବିସ୍ଫୋରଣ। ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବଡ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏଥିରେଅନେକ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। ଏକାଧିକ ଗାଡ଼ି ଜଳି ଯିବାରୁ ସବୁ!-->…
Read More...
Read More...
ବଲିଉଡ ଅଭିନେତା ଧର୍ମେନ୍ଦ୍ର ଗୁରୁତର
ନ୍ୟୁଜ୍ ବ୍ୟୁରୋ: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଛି। ଭେଣ୍ଟିଲେଟର ସପୋର୍ଟରେ ଚିକିତ୍ସା ଚାଲିଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଗତ ସପ୍ତାହରେ ମୁମ୍ୱାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ!-->…
Read More...
Read More...
ଆଡଭାନୀଙ୍କୁ ପ୍ରଶଂସା କରି ବିବାଦରେ କଂଗ୍ରେସ ସାଂସଦ ଶଶି ଥରୁର
ନୂଆ ଦିଲ୍ଲୀ: ନିଜ ବୟାନକୁ ନେଇ ପୁଣି ଥରେ କଂଗ୍ରେସ ସାଂସଦ ଶଶି ଥରୁର ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହୁର ଏବଂ ଇନ୍ଦିରା ଗାନ୍ଧିଙ୍କ ସହ ବିଜେପି ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକ୍ରିଷ୍ଣ ଆଡଭାନୀଙ୍କ ରାଜନୈତିକ କ୍ୟାରିୟରକୁ ସମର୍ଥନ!-->…
Read More...
Read More...
ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ
ଭୁବନେଶ୍ୱର: ନର୍ସିଂ ଏଭଳି ଏକ ମହାନ ବୃତି ଯେଉଁଥିରେ କି ବିଶ୍ୱରେ କଷ୍ଟ ଯନ୍ତ୍ରଣା ଭୋଗୁଥିବା ବ୍ୟକ୍ତିଙ୍କୁ ମାନବିକ ସ୍ପର୍ଶ ବଳରେ ସେମାନଙ୍କର ଯନ୍ତ୍ରଣା ଲାଘବ କରିବାର ସୁଯୋଗ ମିଳିଥାଏ ବୋଲି ଶୁକ୍ରବାର କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର!-->…
Read More...
Read More...
ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ନ୍ୟୁଜ୍ ବ୍ୟୁରୋ: ଭାରତର ୨ ମୋଷ୍ଟ ୱାଣ୍ଟେଡ ଆମେରିକାରୁ ଗିରଫ। ଭାରତର ନିରାପତ୍ତା ସଂସ୍ଥା ଓ ହରିଆଣା ପୋଲିସର ମିଳିତ ଉଦ୍ୟମରେ ୨ ଗ୍ୟାଙ୍ଗଷ୍ଟରଙ୍କୁ ଗିରଫ କରାଯାଇଛି। ବିଦେଶ ମାଟିରେ ୨ ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କୁ ଧରିବା ହରିଆଣା ପୋଲିସ ଲାଗି ଗୁରୁତ୍ବପୂର୍ଣ୍ଣ ହୋଇଛି। କପିଳ!-->…
Read More...
Read More...
ଧାମରା ବନ୍ଦରରେ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍
ଭଦ୍ରକ: ଭଦ୍ରକ ଜିଲ୍ଲା ମେରାଇନ ଥାନା ଧାମରାରେ ଏଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍। ଭଦ୍ରକ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏହି ଡ୍ରୋନ୍ ସାମୁଦ୍ରିକ ଥାନାକୁ ଯୋଗାଇ ଦିଆଯାଇଛି। ୧୫ କିଲୋମିଟର ରେଡିଅସରେ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଏହି ଡ୍ରୋନ୍ କ୍ୟାମେରା!-->…
Read More...
Read More...
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଭୁବନେଶ୍ବର: ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି।ମନୋଜ ମିଶ୍ର କୋମନା ବ୍ଲକ୍ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ। ପୂର୍ବରୁ ନୂଆପଡ଼ା ଜିଲ୍ଲା!-->…
Read More...
Read More...
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।
ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ।!-->!-->!-->…
Read More...
Read More...
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ
ନ୍ୟୁଜ୍ ବ୍ୟୁରୋ: ଆଣ୍ଡାମାନ ଓ ନିକୋବରରେ ଭୂମିକମ୍ପ। ୫.୪ ତୀବ୍ରତା ବିଶିଷ୍ଟ ଭୂକମ୍ପ ଆଣ୍ଡାମାନ ଉପକୂଳରେ ରବିବାର ମଧ୍ୟାହ୍ଣରେ ଅନୁଭୂତ ହୋଇଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଜାରି କରିଛି । ଆଜି ମଧ୍ୟାହ୍ନ ୧୨:୬ ସମୟରେ ଭୂମିକମ୍ପ ହୋଇଥିବା ସୂଚନା!-->…
Read More...
Read More...
ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା
ନ୍ୟୁଜ୍ ବ୍ୟୁରୋ: ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି। ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି।
ପୀତବାସ!-->!-->!-->…
Read More...
Read More...