ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

Today’s Highlight

ଗଣେଶ ଭଷାଣି ବେଳେ ହାତାହାତି

ଜଣେ ମୃତ, ୧୦ ଆହତ ନୟାଗଡ଼: ଗଣେଣ ମୂର୍ତ୍ତି ଭସାଣିକୁ ନେଇ ନୟାଗଡ଼ରେ ଅଭାବନୀୟ ଘଟଣା ଘଟିଛି। ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ
Read More...

ଆଫଗାନିସ୍ତାନରେ ଭୂକମ୍ପ

ମୃତ୍ୟୁ ସଂଖ୍ୟା ୮୦୦ ଟପିଲା, ୧୩୦୦ ଆହତ ଆଫଗାନିସ୍ତାନ: ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ସୀମା ନିକଟ ପୂର୍ବ ଆଫଗାନିସ୍ତାନରେ ୬.୩ ତୀବ୍ରତାର ଭୂମିକମ୍ପ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮୦୦ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩୦୦ରୁ ଅଧିକ ଆହତ ହୋଇଛନ୍ତି। ଆମେରିକାର
Read More...

୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି
Read More...

୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍‌ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘୋଷଣା ହୋଇଥିବା ୭ ନୂଆ ମ୍ୟୁନିସପାଲିଟି ହେଲା, କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସିକା,
Read More...

ଖଣି ମାଲିକଙ୍କ ଘରେ ଇଡି ରେଡ

୧୦ ଦାମୀ କାର ସହ କୋଟିଏ ଟଙ୍କାର ସୁନା ଗହଣା ଜବତ ନ୍ୟୁଜ୍ ବ୍ୟୁରୋ: ଖଣି ମାଲିକ ରଞ୍ଜନ ଦେଶଙ୍କ ଘର ସମେତ ଅଫିସ ଠିକଣାରେ ଇଡି ପକ୍ଷରୁ ଚଢ଼ଉ ଜାରି ରହିଛି। ଶକ୍ତିଙ୍କ ନୟାପଲ୍ଲୀ ସ୍ଥିତ ଘରେ ହିମାଚଳ ପ୍ରଦେଶ ଇଡି ଟିମ୍‌ ଚଢ଼ାଉ କରିଛି। ହିମାଚଳ ପ୍ରଦେଶ ପୋଲିସ ସିଆଇଡି ନିକଟରେ ମାମଲା
Read More...

ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’

ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ସହରବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି। ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ
Read More...

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୪ ମୃତ

ନ୍ୟୁଜ୍ ବ୍ୟୁରୋ: ଏକ ବାଣ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟିଛି। ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଛି। ବିସ୍ଫୋରଣରେ ନିକଟସ୍ଥ ଘରଗୁଡ଼ିକ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ରହିଛି। ବିସ୍ଫୋରଣର କାରଣ
Read More...

ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ

କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି। ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା । ଲିଭର ଜନିତ
Read More...

ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ

୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି। ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ
Read More...

ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି। ମୃତ ବ୍ଲଗର ଜଣକ ହେଲେ ସନ୍ଦୀପ କୁମାର ଦାସ। ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ ବିକୃତ
Read More...