Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
Today’s Highlight
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
ଭୁବନେଶ୍ବର: ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ!-->…
Read More...
Read More...
ଏସ୍ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍ଟେସନ୍ କାର୍ଯ୍ୟକ୍ରମ ‘ପ୍ରାରମ୍ଭ-ଦ…
ଭୁବନେଶ୍ୱର, ନଭେମ୍ବର ୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ କ୍ୟାମ୍ପସ -୨ ଫୁଲନଖରାରେ ସୋମବାର ୨୦୨୫-୨୬ ପ୍ରଥମ ବ୍ୟାଚର ନୂତନ ବି ଫାର୍ମା ଛାତ୍ରଛାତ୍ରୀଙ୍କର ଓରିଏନ୍ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।ଏହି କାର୍ଯ୍ୟକ୍ରମରେ!-->…
Read More...
Read More...
ଏସଆଇ ପରୀକ୍ଷା ସ୍କାମ, ସିଲିକନ୍ ଟେକଲ୍ୟାବ ମାଲିକ ଗିରଫ
ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲାରେ ଆଉ ଜଣେ ମୁଖ୍ୟ କାର୍ପଟଦାରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଟିମ୍। ସିଲିକନ୍ ଟେକ୍ ପ୍ରାଇଭେଟ୍ ଲିମିଟେଡର ମାଲିକ ସୁରେଶ ନାୟକଙ୍କୁ ଆଜି କଟକ କ୍ରାଇମବ୍ରାଞ୍ଚ ଗିରଫ କରିଛି। କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ମୁଖ୍ୟ ଅଭିଯୁକ୍ତ!-->…
Read More...
Read More...
ପୀତବାସ ହତ୍ୟା ମାମଲା: ଆତ୍ମସମର୍ପଣ କଲେ ଶାର୍ପ ସୁଟର କୁରୁପତି ଓ ଉମା
ବ୍ରହ୍ମପୁର: ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ଆତ୍ମସମର୍ପଣ କଲେ ୨ ଫେରାର୍ ଅଭିଯୁକ୍ତ। ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ ଓ ସାର୍ପ ସୁଟର କୁରୂପତି ଭୂୟାଁ ଆଜି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଉଭୟଙ୍କୁ ପଚରାଉଚରା କରାଯାଉଛି। ଗତ ୬ ତାରିଖରେ!-->…
Read More...
Read More...
ନୂଆପଡା ଡାକ୍ତରଖାନା ଛାତରୁ ଡେଇଁ ସିକ୍ୟୁରିଟି ଗାର୍ଡ ମୃତ
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ସିକ୍ୟୁରିଟି ଗାର୍ଡ୍ ହସ୍ପିଟାଲର ପଞ୍ଚମ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ସିକ୍ୟୁରିଟି ଗାର୍ଡ୍ ପଲାସାଗୁଡ଼ା ଗାଁର ଲଘୁତମ ସାହୁ । ତାଙ୍କର ଏଭଳି ଚରମ ପଦକ୍ଷେପ ନେବାର କାରଣ ସ୍ପଷ୍ଟ ହୋଇ!-->…
Read More...
Read More...
ବିଜେଡି ଛାଡ଼ି ପଦ୍ମ ଧରିଲେ ଅମର ପଟ୍ଟନାୟକ
ଭୁବନେଶ୍ବର: ବିଜେଡିକୁ ଜୋରଦାର୍ ଝଟକା। ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ!-->…
Read More...
Read More...
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ
ଭୁବନେଶ୍ୱର, ନଭେମ୍ବର ୧: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ।ଶିକ୍ଷା ଓ ଅନୁସନ୍ଧାନ (ସୋଆ)!-->…
Read More...
Read More...
ଟ୍ରକ୍ ଧକ୍କାରେ ହୋମଗାର୍ଡଙ୍କ ମୃତ୍ୟୁ
ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ସୋରୋରେ ଶୁକ୍ରବାର ଦିନ ଏକ ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସୁଶାନ୍ତ ସେଠି ବୋଲି ଜଣାପଡ଼ିଛି। ଯିଏ କି ସୋରୋ ପୋଲିସ ଷ୍ଟେସନରେ ହୋମଗାର୍ଡ ଭାବେ ନିୟୋଜିତ ଥିଲେ। ସେ ବାହାନଗା ବ୍ଲକର ରୂପାଖଣ୍ଡା ଗାଁର!-->…
Read More...
Read More...
ନିର୍ବାଚନୀ ଆଚରଣ ବିଧି ଉଲ୍ଲଂଘନ; ଓଆଇଏସ ଅଧିକାରୀ ତନୁଜା ମହାନ୍ତି ନିଲମ୍ୱିତ
ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଲାଗୁ ହୋଇଥିବା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ ଓଡ଼ିଶା ସୂଚନା ସେବା (ଓଆଇଏସ) ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ନିଲମ୍ବନ ଅବଧି ମଧ୍ୟରେ!-->…
Read More...
Read More...
କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ୧୭ ପୋଲିସ ଅଧିକାରୀ
ନୂଆ ଦିଲ୍ଲୀ: ଓଡ଼ିଶା ପୋଲିସର ୧୭ ଜଣ ବିଶିଷ୍ଟ ଅଧିକାରୀ ଏବଂ କର୍ମଚାରୀଙ୍କୁ ମର୍ଯ୍ୟାଦାଜନକ ‘କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦ’ ୨୦୨୫ରେ ସମ୍ମାନିତ କରାଯାଇଛି। ରାଜ୍ୟ ପୋଲିସ ଏହାର ଏକ୍ସ ହ୍ୟାଣ୍ଡେଲରେ ଦୁଇଟି ଭିନ୍ନ ଭିନ୍ନ ପୋଷ୍ଟରେ ଏହି ସୂଚନା ପ୍ରଦାନ କରିଛି।
ପୁରସ୍କାରପ୍ରାପ୍ତ!-->!-->!-->…
Read More...
Read More...