Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category
Today’s Highlight
ଯୁଦ୍ଧ ପୀଡ଼ିତ ଓ ପରିବାର କଲ୍ୟାଣ ପାଇଁ ଜିନ୍ଦଲ ଷ୍ଟିଲ୍ କର୍ମଚାରୀଙ୍କ ପକ୍ଷରୁ ୨କୋଟି ଟଙ୍କାର ସହାୟତା
ନୂଆଦିଲ୍ଲୀ, ୧୪ ଅଗଷ୍ଟ ୨୦୨୫: ସ୍ୱାଧୀନତାର ୭୯ତମ ବର୍ଷ ପୂର୍ତ୍ତିର ପୂର୍ବ ସନ୍ଧ୍ୟାରେ ଜିନ୍ଦଲ ଷ୍ଟିଲ କର୍ମଚାରୀ ମାନେ ଦେଶଭକ୍ତିର ନିଦର୍ଶନ ସୂରୁପ ଅପରେସନ ସିନ୍ଦୁରର ସଫଳତା ଉପଲକ୍ଷେ ପ୍ରଭାବିତ ସୈନିକ ଏବଂ ସେମାନଙ୍କ ପରିବାରର କଲ୍ୟାଣ ପାଇଁ ୨କୋଟି ଟଙ୍କାର ସହାୟତା ପ୍ରଦାନ କରିଛନ୍ତି।
!-->!-->…
Read More...
Read More...
ପୁରୀ ହୋଟେଲ୍ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ପୁରୀ: ପୁରୀ ଏକ ହୋଟେଲରୁ ପଶ୍ଚିମବଙ୍ଗର ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସମୁଦ୍ରକୂଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।
ପୁଲିସ ସୂତ୍ର ଅନୁସାରେ, ଏହି ଦୁଇ ବ୍ୟକ୍ତି ପଶ୍ଚିମବଙ୍ଗରୁ ଆସି ପୁରୀ ଚକ୍ରତୀର୍ଥ!-->!-->!-->…
Read More...
Read More...
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ଭୁବନେଶ୍ବର: ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍। ସ୍ୱାଧୀନତା ଦିବସରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ଶାଲିମାର-ମାଳତୀପାଟପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ।
ଟ୍ରେନ୍ ନମ୍ବର!-->!-->!-->!-->…
Read More...
Read More...
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାରେ ପ୍ରକୃତିର ପ୍ରଳୟ ଆଗରେ ଛନିଛତ୍ର ହୋଇଯାଇଛି ଚଶୋତି ଗାଁ। ଏଠାରେ ବାଦଲ ଫଟା ବର୍ଷା ପରେ ଆସିଥିବା ଅଚାନକ ବନ୍ୟା ସବୁ କିଛି ଧ୍ୱଂସ କରି ଦେଇଛି। କିଛି ସମୟ ମଧ୍ୟରେ ସବୁ କିଛି ଭସାଇ ନେଇଛି। ମାଟି ମିଶା ପାଣିର ସ୍ରୋତରେ ଭାସି ଯାଇଛି!-->…
Read More...
Read More...
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ମାନପୁର ଜିଲ୍ଲାର ମଦନବାଡା ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ ହେବା ପରେ ଗୁଳିବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟରରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ନିହତ ମାଓବାଦୀ ଦୁଇ ଜଣ ହେଲେ ଜଣେ ସେଣ୍ଟ୍ରାଲ କ୍ୟାଡ଼ର!-->…
Read More...
Read More...
ଭୁବନେଶ୍ୱରରେ ହେବ ଭାରତର ସବୁଠୁ ବଡ ବିମାନ ମରାମତି କେନ୍ଦ୍ର
ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ପୂର୍ବ ଭାରତର ପ୍ରଥମ ବଡ଼ ବିମାନ ମରାମତି କେନ୍ଦ୍ର। ବିମାନ ସେବା ପାଇଁ ଓଡ଼ିଶାକୁ ଏକ ଆଞ୍ଚଳିକ କେନ୍ଦ୍ରରେ ପରିଣତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ରାଜ୍ୟ କ୍ୟାବିନେଟ୍ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ!-->…
Read More...
Read More...
ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେଲା ଡ୍ରେସ୍ କୋର୍ଡ
ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସକୋର୍ଡ ଲାଗୁ ହୋଇଛି । ୨୦୨୫-୨୬ ଶିକ୍ଷାବର୍ଷ ଠାରୁ ସମସ୍ତ ପ୍ରଥମ ବର୍ଷର ସ୍ନାତକ ଛାତ୍ରଙ୍କ ପାଇଁ ଏକ ବାଧ୍ୟତାମୂଳକ ୟୁନିଫର୍ମ ଡ୍ରେସ୍ କୋଡ୍ ଲାଗୁ ହୋଇଛି!-->…
Read More...
Read More...
୧୦୯୦ ଜଣଙ୍କୁ ମିଳିବ ପଦକ : ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପଦକ
ନୂଆଦିଲ୍ଲୀ; ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ।
ଓଡିଶାର ଦୁଇ ଜଣଙ୍କୁ ରାଷ୍ଟ୍ରପତି ପଦକ!-->!-->!-->…
Read More...
Read More...
ସୁଶୀଲ କୁମାରଙ୍କ ଜାମିନ ରଦ୍ଦ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଅଲମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ବିରୁଦ୍ଧରେ ମଲ୍ଲଯୋଦ୍ଧା ସାଗର ଧନକରଙ୍କୁ ହତ୍ୟା କରିବା ଅଭିଯୋଗରେ ମାମଲା ରୁଜୁ କରାଯାଇଥିଲା। ଯାହାକୁ ନେଇ ଦିଲ୍ଲୀ ହାଇକୋର୍ଟ ତାଙ୍କୁ ଜାମିନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ବର୍ତ୍ତମାନ୍ ସୁପ୍ରିମକୋର୍ଟ ସୁଶୀଲ କୁମାରଙ୍କ!-->…
Read More...
Read More...
ପୁରୀରୁ ରାଜସ୍ଥାନକୁ ଗଡ଼ିବ ଟ୍ରେନ
ପୁରୀ: ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ। ଏଭଳି ଏକ ଐତିହାସିକ ପଦକ୍ଷେପ ନେଇଛି ଭାରତୀୟ ରେଳବାଇ। ଓଡିଶା ଓ ରାଜସ୍ଥାନ ମଧ୍ୟରେ ସାଂସ୍କୃତିକ ଓ ଅର୍ଥନୈତିକ ଅବିବୃଦ୍ଧି ପାଇଁ ପୁରୀ ଲାଲଗଡ ପୁରୀ ଏକ୍ସପ୍ରେସ ରାଜସ୍ଥାନର ଶ୍ରୀ ଗଙ୍ଗାନଗର ପର୍ଯ୍ୟନ୍ତ ସମ୍ପ୍ରସାରଣ ହୋଇଛି।
ଗତକାଲି!-->!-->!-->…
Read More...
Read More...