Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍-ଓଏଏସ୍ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category
Today’s Highlight
ସୋର ସବ୍ ଜେଲରୁ କଏଦୀ ଫେରାର ଘଟଣାରେ ଦୁଇ ଜେଲ ୱାର୍ଡର ନିଲମ୍ବିତ
ବାଲେଶ୍ବର: ସୋର ଜେଲ୍ରୁ ମଙ୍ଗଳବାର ସନ୍ଧ୍ୟାରେ ଦୁଇ ଜଣ କଏଦୀ ଫେରାର ପାଇଁ ଉଦ୍ୟମ କରିଥିଲେ। ଦୁଇ ଜଣଙ୍କ ମଧ୍ୟରୁ ପୋଲିସ ଜଣକୁ କାବୁ କରିଥିବା ବେଳେ ଅନ୍ୟ ଜଣେ ଚମ୍ପଟ ମାରିବାରେ ସଫଳ ହୋଇଛି। ଏହି ଘଟଣାରେ ଦୁଇ ଜେଲ ୱାର୍ଡର ନିଲମ୍ବିତ ହୋଇଛନ୍ତି।ଜେଲରୁ କଏଦୀ ଫେରାର ହେବା ବେଳର ଦୃଶ୍ୟ!-->…
Read More...
Read More...
ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଗିରଫ
ବ୍ରହ୍ମପୁର: ବହୁ ଚର୍ଚ୍ଚିତ ବ୍ରହ୍ମପୁର ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣାରୁ ପରଦା ଉଠିଛି। ଦୀର୍ଘ ୧୫ ଦିନ ପରେ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇବା ସହ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ!-->…
Read More...
Read More...
ୟୁନିଟ୍-୧ ପରିବା ମାର୍କେଟ୍ରେ ନିଆଁ
ଭୁବନେଶ୍ଵର: ଭୁବନେଶ୍ଵର ୟୁନିଟ୍-୧ ପରିବା ମାର୍କେଟ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହାଟରେ ଥିବା ଅନେକ ଦୋକାନ, ପରିବା ଗୋଦାମରେ ଲାଗିଛି ନିଆଁ । ନିଆଁ ଲାଗି ଜଳିଯାଇଛି ୧୫ରୁ ୨୦ଟି ଦୋକାନ। ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ପହଂଚି ଘଟଣାସ୍ଥଳରେ ପହଂଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି।!-->…
Read More...
Read More...
ବେଙ୍ଗାଲୁରୁରେ ଭଡ଼ାଘରୁ ଓଡ଼ିଆ ଦମ୍ପତିଙ୍କ ମୃତଦେହ ଉଦ୍ଧାର
ବେଙ୍ଗାଲୁରୁ: ବାଙ୍ଗାଲୋରରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ। ଭଡ଼ା ଘରୁ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ରହିଛି। ବାଙ୍ଗାଲୋରରେ କାମ କରୁଥିବା ଦେଉଳଡିହା ଗ୍ରାମର ଦମ୍ପତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୃତ ଦମ୍ପତି ହେଲେ ରାକେଶ ପାତ୍ର (୨୫) ଓ ସୀମା ନାୟକ।
ସୂଚନା ମୁତାବକ,!-->!-->!-->…
Read More...
Read More...
କଳିଙ୍ଗ ବାଲିଯାତ୍ରା ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ପାରାଦୀପ: ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ୍ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହ ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି। ଏନେଇ ଆଜି ସୂଚନା ଦେଉଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ଵାଇଁ।
ସେ କହିଛନ୍ତି କଳା ସଂସ୍କୃତି,!-->!-->!-->…
Read More...
Read More...
ବାଣ ଫୁଟାଇବାବେଳେ ହାତରେ ବାଣ ଫୁଟି ଛିଡିଗଲା ପାପୁଲି
ବାଲେଶ୍ୱର: ଦୀପାବଳୀରେ ଅଘଟଣ। ବାଲେଶ୍ୱରର ସୋରୋ ଥାନା ଅନ୍ତର୍ଗତ ଗୋବିନ୍ଦପୁରରେ ଜଣେ ବ୍ୟକ୍ତି ଦୀପାବଳୀ ଅବସରରେ ବାଣ ଫୁଟାଇବା ସମୟରେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଆହତ ହୋଇଥିବା ବ୍ୟକ୍ତିଙ୍କ ନାମ ବାବୁ ମହାନ୍ତି ବୋଲି ଜଣାପଡିଛି। ଘର ନିକଟରେ ବାବୁ ନିଜ ଡାହାଣ ହାତରେ ବାଣ ଧରି!-->…
Read More...
Read More...
ଟ୍ରକ୍-କାର୍ ଧକ୍କା: ବିଏସଏଫ ଯବାନ ମୃତ, ୬ ଗୁରୁତର
ଆନ୍ଧ୍ରପ୍ରଦେଶ: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ବିଏସଏଫ ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ ପିଟିଲା ଇନୋଭା କାର। ୧୪୨!-->…
Read More...
Read More...
ଦୀପାବଳିରେ ଅଘଟଣ : ମୁମ୍ବାଇ ଅଗ୍ନିକାଣ୍ଡରେ ୬ ମୃତ
ମୁମ୍ବାଇ: ଦୀପାବଳିରେ ମୁମ୍ବାଇରେ ଦୁଇଟି ପୃଥକ ସ୍ଥାନରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ସକାଳ ସମୟରେ ନଭି ମୁମ୍ବାଇର କାମୋଥେ ଏବଂ ଭସି ଜିଲ୍ଲାରେ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି ବୋଲି ପୋଲିସ୍ କହିଛନ୍ତି।
ସୋମବାର ମଧ୍ୟରାତ୍ରିରେ ସେକ୍ଟର ୧୪ରେ ଭାସିରେ!-->!-->!-->…
Read More...
Read More...
ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା
ଅକ୍ଟୋବର ଶେଷ ୧୦ ଦିନରେ ବଙ୍ଗୋପସାଗରରେ ସୃଷ୍ଟି ହେବ ୨ଟି ଲଘୁଚାପ, ଅଧିକ ଘନୀଭୂତ ପାଇଁ ପାଗ ଅନୁକୂଳ
ଭୁବନେଶ୍ୱର: ଆସନ୍ତା ୨-୩ ଦିନ ଯାଏଁ ବାୟୁ ପ୍ରବାହରେ ଅସ୍ଥିରତା ଯୋଗୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ଵର, ଭଦ୍ରକ,!-->!-->!-->…
Read More...
Read More...
ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ
ଭୁବନେଶ୍ବର: ରାଜଧାନୀରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ଥାନା ଅଶୋକ ନଗର ଅଞ୍ଚଳରେ ଏଭଳି ଲୋମହର୍ଷଣକାରୀ ଘଟଣା ଘଟିଛି। ପୀଡିତାଙ୍କ ଘର ବିହାରରେ। ନାବାଳିକା ଜଣଙ୍କ ଏବେ କ୍ୟାପିଟାଲ୍ ହସ୍ପିଟାଲ୍ ଆଇସିୟୁରେ ଅଛନ୍ତି। ପୋଲିସ ମାମଲା ରୁଜୁ କରି!-->…
Read More...
Read More...