ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category

Today’s Highlight

୨୦ରେ ଦୀପାବଳି ଛୁଟି

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା ୨୦ରେ ହେବ ଦୀପାବଳି ଛୁଟି। ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ୨୦ତାରିଖ ଦିନ ଦୀପାବଳି ପାଳନ ପାଇଁ ଶ୍ରୀମନ୍ଦିର ପକ୍ଷରୁ କୁହାଯିବା ପରେ ଏହି ଦିନକୁ ଛୁଟି ଘୋଷଣା କରାଯାଇଛି ।ନୂଆପଡ଼ା…
Read More...

ବିହାର ନିର୍ବାଚନ ପୂର୍ବରୁ ଲାଲୁଙ୍କୁ ଶକ୍ତ ଝଟ୍‍କା

ବିହାର: ଆସନ୍ତା ୬ରୁ ବିହାର ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଶକ୍ତ ଝଟ୍‍କା ଲାଗିଛି । ଦିଲ୍ଲୀର ରାଉଜ୍‍ ଆଭେନ୍ୟୁ କୋର୍ଟ ଆଇଆରସିଟିସି…
Read More...

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା-ଝାଡଖଣ୍ଡ ସୀମାରେ ଚାଲୁଥିବା ସନ୍ଧାନ ଅଭିଯାନ ସମୟରେ ଘଟିଥିବା ବିସ୍ଫୋରଣ ଘଟଣାରେ ଏକ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ଏକ ଭୟଙ୍କର ବିସ୍ଫୋରଣରେ ସିଆରପିଏଫ୍‌ର ଜଣେ ଯବାନ ସହିଦ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ଝାଡଖଣ୍ଡର…
Read More...

ବିଜେପିରେ ମିଶିଲେ ଜୟ ଢୋଲକିଆ

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ପଦ୍ମ ଧରିଲେ ଜୟ ଢୋଲକିଆ। ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ…
Read More...

ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି

ଭୁବନେଶ୍ୱର: ରାଜ୍ୟର ମତ୍ସ୍ୟ ଚାଷୀ ଓ ବ୍ୟବସାୟୀଙ୍କ ପାଇଁ ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନରେ ଭିସି ଯୋଗେ ଭୁବନେଶ୍ୱର ପାଣ୍ଡରାଠାରେ ପ୍ରାୟ ୬୦ କୋଟି ଟଙ୍କାରେ ହେବାକୁ ଥିବା ଅତ୍ୟାଧୁନିକ ପାଇକାରୀ ମାଛ ମାର୍କେଟ ମାର୍କେଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।…
Read More...

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ଆଇଏଏସ ସ୍ତରରେ ଶୁକ୍ରବାର ଦିନ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଓଡ଼ିଶା ସରକାର ଅନେକ ବରିଷ୍ଠ ଅଧିକାରୀଙ୍କୁ ବଦଳି କରିବା ସହ ନୂତନ କାର୍ଯ୍ୟଭାର ଦେଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୧୩ ଅକ୍ଟୋବର ୨୦୨୫ ଠାରୁ ଏହା…
Read More...

ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ବର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା। ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ। ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଲୋକସେବା…
Read More...

୭.୬ ତୀବ୍ରତାର ଭୂମିକମ୍ପରେ ଥରିଲା ଫିଲିପାଇନ୍ସ,

ନ୍ୟୁଜ୍ ବ୍ୟୁରୋ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ଫିଲିପାଇନ୍ସ। ଶୁକ୍ରବାର ସକାଳେ ଦକ୍ଷିଣ ଫିଲିପାଇନ୍ସରେ ୭.୬ ତୀବ୍ରତାର ଭୂମିକମ୍ପ ହୋଇଛି। ହୋନୋଲୁଲୁର ପ୍ରଶାନ୍ତ ମହାସାଗର ସୁନାମି ସତର୍କତା କେନ୍ଦ୍ର କହିଛି ଯେ ଭୟଙ୍କର ତରଙ୍ଗ ଭୂକମ୍ପ କେନ୍ଦ୍ରଠାରୁ ୩୦୦ କିଲୋମିଟର ବ୍ୟାସାର୍ଦ୍ଧ…
Read More...

ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ମହାକାଳପଡା ତହସିଲଦାର୍‌ ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିବ ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଲାଞ୍ଚ ନେଇ ଗତ ମାସରେ ଗିରଫ ହୋଇ ଜାମିନରେ ଆସିଥିବା କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲଦାର ତଥା ଓଏଏସ୍‌ ଅଫିସର ଶିବ…
Read More...

ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନ୍ୟୁଜ୍ ବ୍ୟୁରୋ: ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି ମାରିଆ। ଭେନେଜୁଏଲାରେ ଏକଚ୍ଛତ୍ରବାଦୀ ଶାସନ ପରିବର୍ତ୍ତେ ଗଣତନ୍ତ୍ର…
Read More...