ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category

Today’s Highlight

ସମୁଦ୍ରରେ ବୁଡ଼ିଲା ମାଛଧରା ଡଙ୍ଗା

ଅଳ୍ପକେ ବଞ୍ଚିଲେ ୮ ମତ୍ସ୍ୟଜୀବୀ କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ନିକଟ ସମୁଦ୍ରରେ ଗତକାଲି ବିଳମ୍ବିତ ରାତିରେ ଏକ ମାଛ ଧରା ଡଙ୍ଗା ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୮ ଜଣ ମତ୍ସ୍ୟଜୀବୀ। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ନିଷିଦ୍ଧାଞ୍ଚଳରେ ବେଆଇନ ଭାବରେ ମାଛ…
Read More...

ଓଡିଶା ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶର: ଓଡିଶା ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆଦିଲ୍ଲୀରେ ୩୨ ଦିନ ରହିବା ପରେ ଆଜି ନବୀନ ଓଡିଶା ଫେରିଛନ୍ତି। ନୂଆପଡା ଉପନିର୍ବାଚନ ପୂର୍ବରୁ ଦିଲ୍ଲୀରୁ ପେରିଲେ ନବୀନ। ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ବତନ୍ତ୍ର ଚାର୍ଟର୍ଡ ବିମାନରେ ଆସି ଭୁବନେଶର…
Read More...

ପାୱାର ପ୍ଲାଣ୍ଟରେ ଲିଫ୍ଟ ଖସି ୪ଶ୍ରମିକଙ୍କ ମୃତ୍ୟୁ

ଛତିଶଗଡ଼: ମଙ୍ଗଳବାର ରାତିରେ ଛତିଶଗଡ଼ର ସକ୍ତି ଜିଲ୍ଲାର RKM ପାୱାର ପ୍ଲାଣ୍ଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଲିଫ୍ଟ ଚେନ୍ ଛିଡିଯିବାରୁ ଏହା ୪୦ମିଟର ଉଚ୍ଚତାରୁ ଖସି ପଡ଼ିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣଙ୍କର ହସ୍ପିଟାଲରେ ମୃତ୍ୟୁ…
Read More...

ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲାର ବଡ ଖୁଲାସା

ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟହରିୟାଣା: ହରିୟାଣା କ୍ୟାଡର ଆଇପିଏସ ଅଧିକାରୀ ପୁରନ କୁମାରଙ୍କ ଆତ୍ମହତ୍ୟା ମାମଲାରେ ଏକ ବଡ ଖୁଲାସା ହୋଇଛି। ପୂରନଙ୍କ ମୃତ୍ୟୁ ସାରା ପୋଲିସ ବିଭାଗ ଓ ପ୍ରଶାସନକୁ ଚିନ୍ତାରେ ପକାଇଛି। ପୋଲିସ ତାଙ୍କ ଘରୁ ୮ ପୃଷ୍ଠା ବିଶିଷ୍ଟ ସୁଇସାଇଡ୍ ନୋଟ ଜବତ…
Read More...

ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ

ଗଜପତି: ଗଜପତି ଜିଲ୍ଲା ଜଙ୍ଗଲପାଡୁ ସୀମାନ୍ତ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ। ଭୟଙ୍କର ବିସ୍ଫୋରଣରେ ୩ ଶ୍ରମିକଙ୍କ ମୃତ୍ୟୁ, ଅନେକ ଗୁରୁତର ହୋଇଥିବା ସୂଚନା। ମୃତକମାନେ ବିହାର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଅଂଚଳର ଶ୍ରମିକ। ଗୁରୁତରମାନେ ଶ୍ରୀକାକୁଲମ୍ ଟେକ୍କାଲି ହସ୍‌ପିଟାଲରେ ଭର୍ତ୍ତି…
Read More...

ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପଡିଲେ ଓଏଏସ୍‌ ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ତଳିଆ କର୍ମଚାରୀଙ୍କଠାରୁ ୨୫ ହଜାର ଟଙ୍କା…
Read More...

ଭୂସ୍ଖଳନ ଯୋଗୁ ବସ୍ ଉପରେ ପାହାଡ଼ ଖସି ୧୫ ମୃତ

ହିମଚଳପ୍ରଦେଶ: ହିମାଚଳ ପ୍ରଦେଶର ବିଳାସପୁର ଜିଲ୍ଲାରେ ବର୍ଷା ମଧ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହିମାଚଳ ପ୍ରଦେଶର ବିଳାସପୁରରେ ମାରୋଟାନରୁ ଘୁମାରୱିନ୍ ଯାଉଥିବା ସନ୍ତୋଷୀ ଘରୋଇ ବସ୍‌ ଉପରେ ଶୁକ୍ରା ଖାଡ୍ କୂଳରେ ବାର୍ଥିର ଭାଲୁ ସେତୁ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ରୁ ଭଗ୍ନାବଶେଷ ଖସି…
Read More...

ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ମାଡ ଉଦ୍ୟମ କରିଥିବା ଓକିଲଙ୍କ ଲାଇସେନ୍ସ ରଦ୍ଦ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି।ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରିଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ।…
Read More...

ଏସଆଇ ପରୀକ୍ଷା ଜାଲିଆତି; ଆଉ ଜଣେ ଅଭିଯୁକ୍ତ ଗିରଫ

ଚାନ୍ଦିପୁର: ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ନିଯୁକ୍ତି ଜାଲିଆତି ଘଟଣାରେ ଆଉ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଅଭିଯୁକ୍ତ ହେଲେ ସଦର ବ୍ଲକ ଚାନ୍ଦିପୁର ଥାନା ତପସ୍ବୀ ଗ୍ରାମର ଯୁବକ ଚନ୍ଦନ ମଲ୍ଲିକ। ସେ ଜଣେ ଯୁବନେତା ଓ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା…
Read More...

ନଭେମ୍ବର ୬ ଓ ୧୧ରେ ହେବ ବିହାର ନିର୍ବାଚନ, ୧୪ରେ ଫଳାଫଳ

ବିହାର: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ। ୨୪୩ ବିଧାନସଭା ଆସନ ପାଇଁ ଭୋଟ୍ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ…
Read More...