Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category
Today’s Highlight
ବଲିଉଡ ଅଭିନେତ୍ରୀ ହୁମା କ୍ୟୁରେଶିଙ୍କ ଭାଇଙ୍କୁ ହତ୍ୟା
ନୂଆଦିଲ୍ଲୀ; ବଲିଉଡ ଅଭିନେତ୍ରୀ ହୁମା କ୍ୟୁରେଶିଙ୍କ ସମ୍ପର୍କୀୟ ଭାଇଙ୍କୁ ହତ୍ୟା। ବଲିଉଡ୍ ଅଭିନେତ୍ରୀ ହୁମା କୁରେଶିଙ୍କ ଭାଇ ଅସିଫ କୁରେଶିଙ୍କୁ ପାର୍କିଂ ବିବାଦରେ ଦିଲ୍ଲୀରେ ହତ୍ୟା କରାଯାଇଛି। ସିସିଟିଭିରେ ଆକ୍ରମଣର ଦୃଶ୍ୟ କଏଦ ହୋଇଛି। ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ହୁମା!-->…
Read More...
Read More...
କେନାଲରେ ଖସି ପଡ଼ିଲା ଯାତ୍ରୀବାହୀ ବସ, ୧୫ରୁ ଅଧିକ ଗୁରୁତର
କାମାକ୍ଷାନଗର: ହରାଇ କେନାଳକୁ ଓଲଟିଲା ଏକ ଘରୋଇ ଯାତ୍ରୀବାହୀ ବସ, ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା। ଏପରି ଏକ ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର, ତୁମୁସିଂହାର କନ୍ତି ଓ ପୁଟସାହି କେନାଳ ରାସ୍ତାରେ। ସମସ୍ତ ଆହାତଙ୍କୁ ସ୍ଥାନୀୟ ଆଁଅଣା ବେରଣୀ ଡାକ୍ତରଖାନାରେ!-->…
Read More...
Read More...
ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ହେବେ ୨୨୮୯୬ କର୍ମଚାରୀ
ଭୁବନେଶ୍ବର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି।
ଖାଲି!-->!-->!-->…
Read More...
Read More...
ସ୍କୁଲରୁ ଫେରୁଥିବା ବେଳେ ଟ୍ରକ ଧକ୍କା; ବାପା-ଝିଅ ମୃତ
ପାରାଦୀପ: ଜଗତସିଂହପୁର ଜିଲ୍ଲାର କଟକ-ପାରାଦୀପ ରାଜପଥ ସ୍ଥିତ କୋଠିଆସାହି ଛକରେ ଗୁରୁବାର ଦିନ ଏକ ଟ୍ରକ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନଅ ବର୍ଷର ଝିଅର ମୃତ୍ୟୁ ହୋଇଛି।ଉଭୟ ଅପରାହ୍ନରେ ପାରାଦୀପର ଏକ ଘରୋଇ ସ୍କୁଲରୁ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା!-->…
Read More...
Read More...
ପରଲୋକରେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂ ମର୍ଦ୍ଦରାଜ
ନୟାଗଡ଼: ଓଡ଼ିଶାର ବରିଷ୍ଠ ରାଜନେତା , ବିଧାନସଭାର ପୂର୍ବତନ ଉପବାଚ଼ସ୍ପତି ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ!-->…
Read More...
Read More...
ଜନତା ମୈଦାନରେ ‘ଏକ୍ତା’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ
ଭୁବନେଶ୍ଵର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଧୁରୀ ଦୀକ୍ଷିତ। ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଗୁରୁବାର ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ ଏକ୍ତା’ର ଶୁଭାରମ୍ଭ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ।!-->…
Read More...
Read More...
ଖାଇକୁ ଓଲଟିଲା ସିଆରପିଏଫ୍ ଗାଡି, ୩ଯବାନ ସହିଦ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଉଧମପୁରରେ ଏକ ବଡ ଦୁର୍ଘଟଣା ଘଟିଛି। ଉଧମପୁର ଜିଲାର କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୬ ଜଣ ଯବାନ ଗୁରୁତର ଆହତହୋଇଛନ୍ତି। ଉଧମପୁରର ଅତିରିକ୍ତ ଏସପି ସନ୍ଦୀପ ଭଟଙ୍କ!-->…
Read More...
Read More...
ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ବାଂଲାଦେଶ ଆଖପାଖ ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହି କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।!-->!-->!-->…
Read More...
Read More...
ଶିକ୍ଷା ଓ ଦକ୍ଷତା ବିକାଶ ଦ୍ୱାରା ମହିଳା ସଶକ୍ତିକରଣ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ବାରା ‘ୟଶସ୍ୱୀ’ କାର୍ଯ୍ୟକ୍ରମର…
ଭୁବନେଶ୍ୱର: ସାମାଜିକ-ଅର୍ଥନୈତିକ ଦୁର୍ବଳ ବର୍ଗର ବାଳିକା ଓ ମହିଳାଙ୍କ ସଶକ୍ତୀକରଣ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ‘ୟଶସ୍ୱୀ’ କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣ ଆରମ୍ଭ ହୋଇଛି। ଏହି ସଂସ୍କରଣରେ ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ର ୫୦୦୦ ମହିଳା ଓ!-->…
Read More...
Read More...
ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ୱସ୍ତି
ଝାଡ଼ଖଣ୍ଡ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ମିଳିଛି ଜାମିନ। ଝାଡ଼ଖଣ୍ଡର ଚାଇବାସା ଏମ୍ପି-ଏମ୍ଏଲଏ କୋର୍ଟ ତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ରାହୁଲ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ, ଯାହା ପରେ ଭାଜପା!-->…
Read More...
Read More...