ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

Today’s Highlight

ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ବର୍ତ୍ତମାନ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି।
Read More...

ଜେଲ ଗଲେ ଉପଜିଲ୍ଲାପାଳ

ଧର୍ମଗଡ଼: ବନ୍ଧା ହେଲେ ଲାଞ୍ଚୁଆ ଆଇଏଏସ ଅଫିସର ବାବୁ। କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧର୍ମଗଡ଼ ଉପ ଜିଲ୍ଲାପାଳ ଧିମାନ୍ ଚକମାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଥିଲେ । ଆଜି ତାଙ୍କୁ ଗିରଫ
Read More...

ଭାରତ ପାଇଁ ସ୍ୱର୍ଣ୍ଣ ଆଣିଲେ ଜିନ୍ଦଲ ସ୍ପୋର୍ଟ ହଷ୍ଟେଲ କ୍ରୀଡ଼ାବିତ

ଭୁବନେଶ୍ବର: ମସ୍କୋ ଉସୁ ଷ୍ଟାର ଅନ୍ତର୍ଜାତୀୟ ଚାମ୍ପିଅନସିପରେ ଦେଶ ପାଇଁ ଗୌରବ ଆଣିଛନ୍ତି ବଡବିଲସ୍ଥିତ ଜିନ୍ଦଲ ସ୍ପୋର୍ଟ୍ସ ହଷ୍ଟେଲର ଦୁଇ କ୍ରୀଡ଼ାବିତ ପ୍ରେମ ମୁଣ୍ଡା ଓ ରାଜକୁମାର ମୁଣ୍ଡା। ସିନିଅର ପୁରୁଷ ୪୮ କେଜି ଓ ୫୨ କେଜି ବର୍ଗରେ ପ୍ରେମ ଓ ରାଜକୁମାର ଅତି ଚମତ୍କାର କୌଶଳ ପ୍ରଦର୍ଶନ
Read More...

୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ଉପ-ଜିଲାପାଳ

କଳାହାଣ୍ଡି: ୧୦ ଲକ୍ଷ ଟଙ୍କା ଲାଂଚ ନେଇ ଧରାପଡିଛନ୍ତି କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧିମନ ଚକମା। ଲାଂଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଧିମନଙ୍କ ବାସଭବନରୁ ପୁଳାପୁଳା ଟଙ୍କା ଜବତ ହୋଇଛି। କଳାହାଣ୍ଡି ଜି୍‌ଲଲା ଧର୍ମଗଡରେ ଉପଜିଲ୍ଲାପାଳ ଭାବେ ସେ କାର୍ଯ୍ୟ
Read More...

ସୁକମାରେ ଆଇଇଡି ବିସ୍ଫୋରଣ: ଏଏସପି ଶହୀଦ

ଛତିଶଗଡ଼: ଛତିଶଗଡ଼ ସୁକମା ଜିଲା କୋଣ୍ଟା-ଏରାବୋରା ରାସ୍ତାରେ ସୋମବାର ଏକ ବଡ଼ଧରଣର ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ଏଏସପି ପୋଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଅନେକ କର୍ମଚାରୀ ଏବଂ ଅଧିକାରୀ ଆହତ ହୋଇଛନ୍ତି। ଏହି ସମ୍ପର୍କରେ
Read More...

କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ

କଳାହାଣ୍ଡି: କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ତାଙ୍କ ବିରୁଦ୍ଧରେ ଦୁର୍ନୀତି କରିଥିବା ଅଭିଯୋଗ ହେଇଥିଲା। ଏହାର ତଦନ୍ତ କରି ଆଜି ରାଜସ୍ବ ବିଭାଗ ତାଙ୍କୁ ନିଲମ୍ବନ କରିଛି। ଶ୍ରୀ ପିଲ୍ଲା ଏଠାରେ ସାଧାରଣ ପ୍ରଶାସନ
Read More...

୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ
Read More...

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚଏମ୍‌) ପକ୍ଷରୁ ଆରମ୍ଭ ହୋଇଥିବା ୪ ଦିନିଆ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ସମାଜସେବୀ ତଥା
Read More...

ଚରିତ୍ର ଗଠନ ହେଉଛି ଶିକ୍ଷାର ନିହିତ ଉଦ୍ଦେଶ୍ୟ: ଜାତୀୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ

ଭୁବନେଶ୍ୱର: ବ୍ୟକ୍ତିର ଚରିତ୍ର ଗଠନ ସହିତ ତା’ର ଶାରୀରିକ, ମାନସିକ ନୈତିକ ଏବଂ ଆଧ୍ୟାତ୍ମିକ ବିକାଶକୁ ସକ୍ଷମ କରିବା ହେଉଛି ସାମଗ୍ରିକ ଶିକ୍ଷାର ଉଦ୍ଦେଶ୍ୟ ବୋଲି ଜାତୀୟ ମାନବାଧିକାର ଆୟୋଗର ଅଧ୍ୟକ୍ଷ ଶ୍ରୀ ଜଷ୍ଟିସ୍ ଭି. ରାମାସୁବ୍ରମଣ୍ୟନ୍ କହିଛନ୍ତି। ଶିକ୍ଷା ଓ ଅନୁସନ୍ଧାନ (ସୋଆ)
Read More...

କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କୋରୋନା ସଂକ୍ରମଣ। କଟକ ଭୁବନେଶ୍ବରରେ ଅଧିକ ମାତ୍ରାରେ ସଂକ୍ରମଣ ବଢିବାରେ ଲାଗିଛି। ଏପଟେ ଆଉ କିଛି ଦିନ ପରେ ରଥଯାତ୍ରା। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ
Read More...